Posted inଜାତୀୟ

ଏଣିକି ମାଫିଆ କାହାକୁ ଭୟଭୀତ କରାଇପାରିବେ ନାହିଁ: ଯୋଗୀ

ଲକ୍ଷ୍ନୌ,୧୮।୪: ଅତିିକ୍‌ ଅହମ୍ମଦଙ୍କ ହତ୍ୟା ପରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମଙ୍ଗଳବାର ପ୍ରଥମ ଥର ପାଇଁ ଏକ ପ୍ରାୟାଗରାଜର ସାଧାରଣ କାର୍ଯ୍ୟକ୍ରମରେ ନଜର ଆସିଛନ୍ତି। ଏହି ସମୟରେ ସେ ହତ୍ୟାକାଣ୍ଡ ପରେ ରାଜ୍ୟର ଆଇନ ଶୃଙ୍ଖଳା ଉପରେ ପ୍ରଥମ ପ୍ରତିକ୍ରିୟା ଦେଇଛନ୍ତି। ଏଥିସହ ମୁଖ୍ୟମନ୍ତ୍ରୀ କଡ଼ା ଚେତାବନୀ ଦେଇଛନ୍ତି। ଉକ୍ତ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ବର୍ତ୍ତମାନ ମାଫିଆ କାହାକୁ ଭୟଭୀତ କରିପାରିବେ ନାହିଁ। ୨୦୧୭ ପୂର୍ବରୁ ୟୁପିରେ ଆଇନ ଶୃଙ୍ଖଳା ପରିସ୍ଥିତି ଅଧିକ ଖରାପ ଥିଲା। କିନ୍ତୁ ବର୍ତ୍ତମାନ ମାଫିଆ କାହାକୁ ଭୟଭୀତ କରିପାରିବେ ନାହିଁ। ଏବେ ରାଜ୍ୟର କୌଣସି ଜିଲାରେ ଦଙ୍ଗା ହେଉନାହିଁ। ଆମ ସରକାର ୟୁପି ଦଙ୍ଗା ମୁକ୍ତ କରିଛନ୍ତି। ବର୍ତ୍ତମାନ ରାଜ୍ୟରେ ଆଇନର ରାଜ ଚାଲିଛି। ଏଣିକି ମାଫିଆମାନେ କାହାକୁ ଧମକ ଦେଇପାରିବେ ନାହିଁ। ୬ବର୍ଷରେ କୌଣସି କର୍ଫ୍ୟୁ ଲାଗୁ କରାଯାଇନାହିଁ। ପୂର୍ବରୁ ରାଜ୍ୟରେ ଦୈନନ୍ଦିନ ଦଙ୍ଗା ହେଉଥିଲା ବୋଲି ଯୋଗୀ ଆଦିତ୍ୟନାଥ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ବ୍ୟାପିଲା ବାର୍ଡ ଫ୍ଲୁ ସଂକ୍ରମଣ; ଏହିସବୁ ରାଜ୍ୟରେ ଜାରି ହେଲା ସତର୍କତା

ନୂଆଦିଲ୍ଲୀ,୨।୧: କେରଳର ଆଲପୁଜା ଏବଂ କୋଟାୟମ ସମେତ କିଛି ଅଞ୍ଚଳରେ ବାର୍ଡ ଫ୍ଲୁ ବା ପକ୍ଷୀ ଜ୍ୱର ମାମଲା ଚିହ୍ନଟ ହୋଇଛି। ଏହାକୁ ଦୃଷ୍ଟିରେ ରଖି...

ବଡ଼ ଧରଣର ATM ଲୁଟ୍, ଟଙ୍କା ସହ ମେସିନ ତାଡ଼ି ନେଇଗଲେ ଦୁର୍ବୃତ୍ତ

ବିଞ୍ଝାରପୁର,୨।୧ (ରାମକୃଷ୍ଣ ଦାସ ): ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ମଇଁନ୍ଦା ଛକରେ ଅଭାବନୀୟ ଘଟଣା । ଏଚଡିଏଫସି ବ୍ୟାଙ୍କର ଏଟିଏମ ମେସିନକୁ ଗୁରୁବାର ବିଳମ୍ବିତ ରାତିରେ...

ଉମର ଖଲିଦ୍‌ଙ୍କୁ ଚିଠି ଲେଖିଲେ NYC ମେୟରଙ୍କ ସମେତ ୮ ଆମେରିକୀୟ ସାଂସଦ, ଭାରତକୁ କଲେ ବଡ ଅପିଲ୍

ନୂଆଦିଲ୍ଲୀ,୨।୧: ୨୦୨୦ ଦିଲ୍ଲୀ ଦଙ୍ଗା ମାମଲାରେ ପାଞ୍ଚ ବର୍ଷରୁ ଅଧିକ ସମୟ ଧରି ଜେଲରେ ଥିବା ଉମର ଖାଲିଦ୍‌ଙ୍କୁ ଆମେରିକାରୁ ଆସିଛି ସମର୍ଥନର ଚିଠି। ୟୁଏପିଏ...

ରାଜେଶ ହତ୍ୟାକୁ ଦେଢ଼ମାସ ବିତିଲା, ପୋଲିସ ହାତ ଖାଲି: ୧୧ରେ କଂଗ୍ରେସର ରାଜପଥ ଅବରୋଧ

ପରଜଙ୍ଗ,୨।୧ (ନିଗମାନନ୍ଦ ଦଳବେହେରା):ବହୁ ଚର୍ଚ୍ଚିତ ଫଟୋଗ୍ରାଫର୍‌ ରାଜେଶ ପାଣି ହତ୍ୟାକାଣ୍ଡକୁ ଇତିମଧ୍ୟରେ ଦେଢ଼ମାସ ବିତିଯାଇଥିଲେ ସୁଦ୍ଧା ହତ୍ୟାକାରୀଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି। ଏଣୁ ଗୁରୁବାର...

ଗରମ ଚା’ କଫି ପିଉଥିଲେ ସାବଧାନ! ଖାଦ୍ୟନଳୀରେ ହୋଇପାରେ…

ଶୀତଦିନ ଆସିବା ସହିତ, ଲୋକମାନେ ଗରମ ଜିନିଷ ଖାଇବା ଏବଂ ପିଇବାକୁ ପସନ୍ଦ କରନ୍ତି । ବିଶେଷ କରି ଗରମ ଚା ହେଉ କିମ୍ବା କଫି...

ନୂଆବର୍ଷରେ ପାକିସ୍ତାନରୁ ଆସିଲା ଖୋଲା ଚିଠି: ଲୋଡ଼ିଲା ଭାରତର ସହାୟତା

ଇସଲାମାବାଦ୍‌,୨।୨: ବାଲୁଚ ନେତା ମୀର ୟାର ବାଲୁଚ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଏକ ଖୋଲା ଚିଠି ଲେଖିଛନ୍ତି। ଏଥିରେ ସେ ଭାରତ ସରକାର...

ପ୍ରଥମଥର ସାର୍ବଜନୀନ ସ୍ଥାନରେ ନଜର ଆସିଲେ କିମ୍ ଜଙ୍ଗ ଉନଙ୍କ ଝିଅ

ସିଓଲ୍,୨।୧: ଉତ୍ତର କୋରିଆର ଶାସକ କିମ୍ ଜୋଙ୍ଗ୍ ଉନ୍‌ଙ୍କ ଝିଅ ଜୁ ଏ (Ju Ae) ପ୍ରଥମ ଥର ସାର୍ବଜନୀନ ସ୍ଥାନରେ ନଜର ଆସିଛନ୍ତି। ତାଙ୍କୁ...

ସ୍ୱାସ୍ଥ୍ୟାବସ୍ଥା ନେଇ ମୁହଁ ଖୋଲିଲେ ଆମେରିକା ରାଷ୍ଟ୍ରପତି, କହିଲେ ହାତରେ ନୀଳ ଚିହ୍ନ….

ନୂଆଦିଲ୍ଲୀ,୨।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି। ୭୯ ବର୍ଷ ବୟସରେ, ଟ୍ରମ୍ପ ରାଷ୍ଟ୍ରପତି ପଦ ସମ୍ଭାଳିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri