Posted inଜାତୀୟ

ରାହୁଲଙ୍କ ଯାତ୍ରାକୁ ୟୁପିରେ ରହିବାକୁ ମିଳିଲାନି ଅନୁମତି, ଏବେ କ୍ଷେତରେ ଟେଣ୍ଟ ଲଗାଇ କାଟିବେ ରାତି

ଲକ୍ଷ୍ନୌ,୧୫।୨: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ଯାତ୍ରା ଶନିବାର ଉତ୍ତରପ୍ରଦେଶ ଭଦୋହିକୁ ଆସୁଛି। ତାଙ୍କ କନଭେକୁ ପୂର୍ବ ନିର୍ଦ୍ଧାରିତ ବିଶ୍ରାମ ସ୍ଥାନରେ ରହିବାକୁ ପ୍ରଶାସନଠାରୁ ଅନୁମତି ପାଇନାହିଁ। ବର୍ତ୍ତମାନ ସେ ମୁନ୍ସି ଲାଟପୁରରେ ଅବସ୍ଥିତ ଏକ କ୍ଷେତରେ ରହିବେ।

ଜିଲା କଂଗ୍ରେସ ସଭାପତି ରାଜେନ୍ଦ୍ର କୁମାର ଦୁବେ ଗୁରୁବାର କହିଛନ୍ତି, ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ବାହାରି ଥିବା ଭାରତ ଯୋଡୋ ନ୍ୟାୟ ଯାତ୍ରା ଫେବୃଆରୀ ୧୭ରେ ରାତିରେ ଜିଲାର ଜ୍ଞାନପୁର ଅଞ୍ଚଳରେ ଅବସ୍ଥିତ ବିଭୂତି ନାରାୟଣ ଇଣ୍ଟର କଲେଜ ପରିସରରେ ରହିବାର ଥିଲା। ହେଲେ ଜିଲା ପ୍ରଶାସନ ଏଥିପାଇଁ ଅନୁମତି ଦେଇନାହାଁନ୍ତି।

ଅତିରିକ୍ତ ପୋଲିସ ଅଧୀକ୍ଷକ ରାଜେଶ ଭାରତୀ କହିଛନ୍ତି, ବିଭୂତି ନାରାୟଣ ଇଣ୍ଟର କଲେଜକୁ ପୋଲିସ ନିଯୁକ୍ତି ପରୀକ୍ଷା ପାଇଁ କେନ୍ଦ୍ର କରାଯାଇଛି। ୧୭ ଏବଂ ୧୮ ଫେବୃଆରୀରେ ଉଭୟ ସିଫ୍ଟରେ ପରୀକ୍ଷା ଅନୁଷ୍ଠିତ ହେବ। ଏହାକୁ ଦୃଷ୍ଟିରେ ରଖି ଯାତ୍ରାକୁ ପରିସରରେ ରହିବାକୁ ଅନୁମତି ଦିଆଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

କ୍ୟାପଟେନ୍ ସ୍ମିତ ମଚ୍ଚାରଙ୍କର ମାସିକ ଦରମା କେତେ? ସିନିୟର କ୍ୟାପଟେନଙ୍କୁ ମିଳେ ଏସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ…

ଆଶା ଦିଦିଙ୍କ ପାଇଁ ଖୁସି ଖବର; ମାସିକ ପ୍ରୋତ୍ସାହନ ରାଶି ୬ ହଜାରକୁ ବୃଦ୍ଧି, ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୬।୧୦: ଆଶା କର୍ମୀଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ଆଶା ଦିଦିମାନଙ୍କ ନିଷ୍ଠା ଓ ଦିନରାତିର କଠିନ ପରିଶ୍ରମକୁ ସମ୍ମାନ ଜଣାଇ ସେମାନଙ୍କ ମାସିକ ପ୍ରୋତ୍ସାହନ ରାଶିକୁ…

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Gyanesh Kumar Net Worth: ମୁଖ୍ୟ ନିର୍ବାଚନ କମିଶନରଙ୍କ ମାସକୁ ଦରମା କେତେ? ଜାଣନ୍ତୁ ବଙ୍ଗଳା, ଗାଡ଼ିଠାରୁ ପେନସନ ଯାଏ ମିଳୁଥିବା ସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦେଶରେ ଯେତେବେଳେ ବି ନିର୍ୱାଚନ ମାହୋଲ ସୃଷ୍ଟି ହୁଏ କିମ୍ୱା ଭୋଟର ତାଲିକାକୁ ନେଇ ବିବାଦ ଉପୁଜେ, ସେତେବେଳେ ଭାରତୀୟ ନିର୍ୱାଚନ ଆୟୋଗ (ECI) ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?