Posted inଜାତୀୟ

ତାଲିବାନକୁ ସମର୍ଥନ କରୁଥିବା ଲୋକଙ୍କୁ ଲଜ୍ୟା ଲାଗିବା ଦରକାର: ଯୋଗୀ

ଲକ୍ଷ୍ନୌ,୧୯ ।୮: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ତାଲିବାନ ସମର୍ଥକଙ୍କୁ କଡା ସମାଲୋଚନା କରିଛନ୍ତି । ସେ କହିଛନ୍ତି ଯେଉଁମାନେ ତାଲିବାନକୁ ସମର୍ଥନ କରୁଛନ୍ତି ସେମାନେ ସେଠାକାର ମହିଳା ଓ ଶିଶୁଙ୍କ ପରିସ୍ଥିତି ଦେଖିବା ଦରକାର । ଗୁରୁବାର ବିଧାନସଭା ଅଧିବେଶନ ସମୟରେ ଯୋଗୀ ଏହା କହିଛନ୍ତି । ଏହାସହ ଏବେ ଉତ୍ତର ପ୍ରଦେଶରେ ଆଇନ ବ୍ୟବସ୍ଥାରେ ସୁଧାର ଆସିଥିବା ସେ କହିଛନ୍ତି । ମାଫିଆଙ୍କ ସମ୍ପତି କେବଳ ଜବତ ନୁହେଁ ଏହାକୁ ନଷ୍ଟ ମଧ୍ୟ କରାଯାଇଛି । ଏବେ ଏହି ସମ୍ପତି ଉପରେ ଗରିବଙ୍କ ପାଇଁ ଗୃହ ନିର୍ମାଣ କରାଯିବ । ରାଜ୍ୟରେ ପର୍ଯ୍ୟଟନ ଶିଳ୍ପକୁ ଆଗକୁ ନେବାକୁ ବ୍ରଜ, କାଶୀ ଓ ଅଯୋଧ୍ୟାରେ ବିକାଶ କାର୍ଯ୍ୟକ୍ରମ କରାଯାଉଛି । ଏହାସହ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ୧୦୦୦ଯୋଗ୍ୟ ଯୁବକଙ୍କୁ ଲ୍ୟାପଟପ ଓ ଟ୍ୟାବ ଦେବା ସହ କମ୍ପିଟେଟିଭ ପରୀକ୍ଷାରେ ଭାଗ ନେଇଥିବା ପରୀକ୍ଷାର୍ଥୀଙ୍କୁ ଭତ୍ତା ଦେବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ । ଏହାସହ ସରକାରୀ କର୍ମଚାରୀ ଓ ପେନସନ ଉପଭୋକ୍ତାଙ୍କୁ ଜୁଲାଇରୁ ୨୮ ପ୍ରତିଶତ ମହଙ୍ଗା ଭତ୍ତା ଦେବାକୁ ଘୋଷଣା କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ଆତ୍ମନିର୍ଭର କରିବା ଲାଗି କରୋନା ମହାମାରୀ ଆଣିଛି ନୂଆ ସୁଯୋଗ: ମୋଦି

ନୂଆଦିଲ୍ଲୀ, ୧୧।୬: ଭାରତରେ କରୋନା ମହାମାରୀ ଯୋଗୁ ଆର୍ଥିକ ସ୍ଥିତି ଖରାପ ହେବାରେ ଲାଗିଛି। ପ୍ରକୃତ ପକ୍ଷେ କରୋନା ମହାମାରୀ ଭାରତ ଲାଗି ଏକ ନୂଆ...

ଚାଇନା ଜାହାଜକୁ ମିଳୁନି ଅନୁମତି

ନୂଆଦିଲ୍ଲୀ,୬ା୩(ପି.ଟି.): ୧୬,୦୭୬ ଯାତ୍ରୀ ଓ କର୍ମଚାରୀଙ୍କୁ ନେଇ ଆସିଥିବା ଚାଇନାର କେତେକ ଜାହାଜ ତଥା ପୂର୍ବରୁ ଚାଇନା ଯାଇଥିବା ଜାହାଜଗୁଡ଼ିକୁ ଭାରତୀୟ ବନ୍ଦର ମଧ୍ୟରେ ପ୍ରବେଶ...

୨୦୨୩ ସୁଦ୍ଧା ନୂଆ ୭୫ ବନ୍ଦେ ଭାରତ ଏକ୍ସପ୍ରେସ୍‌

ନୂଆଦିଲ୍ଲୀ,୧୫ ।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଦେଶର ୭୫ ତମ ସ୍ୱାଧିନତା ଦିବସ ଅବସରରେ ଲାଲକିଲାରୁ ଦେଶକୁ ସମ୍ବୋଧିତ କରିଛନ୍ତି । ଏହି ଅବସରରେ...

ଗୁରୁଗ୍ରାମରେ ପଙ୍ଗପାଳ ଆତଙ୍କ: ଟିଣ ବଜାଇ, ବାଣ ଫୁଟାଇ ଘଉଡ଼ାଇବାକୁ ଉଦ୍ୟମ କଲେ ସ୍ଥାନୀୟ ଲୋକେ

ଚଣ୍ଡିଗଡ଼,୨୭।୬: କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ପଙ୍ଗପାଳ ଆତଙ୍କ ଦେଖାଦେଇଛି। କରୋନା ସହ ସଂଘର୍ଷ କରୁଥିବା ହରିୟାଣାରେ ଏବେ ପଙ୍ଗପାଳ ଆତଙ୍କ ଖେଳାଇଛନ୍ତି।...

୭୩ ବର୍ଷରେ ଭାରତ ଆସିଛନ୍ତି ୬ ଆମେରିକା ରାଷ୍ଟ୍ରପତି: ଟ୍ରମ୍ପ ୭ମ

ନୂଆଦିଲ୍ଲୀ,୨୩।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍‌ ଟ୍ରମ୍ପ୍‌ ଭାରତ ଗସ୍ତରେ ଆସୁଛନ୍ତି। ଏନେଇ ଭାରତ ସରକାରଙ୍କ ପକ୍ଷରୁ ଜୋର୍‌ସୋର୍‌ ପ୍ରସ୍ତୁତି ଜାରି ରହିଛି।  ଭାରତ ସ୍ବାଧୀନ ହେବାର...

ତାମିଲନାଡୁରେ ଜୁନ୍‌ ୩୦ ପର୍ଯ୍ୟନ୍ତ ବଢ଼ିଲା ଲକ୍‌ଡାଉନ୍‌

ନୂଆଦିଲ୍ଲୀ,୩୧।୫: ପଞ୍ଜାବ ପରେ ତାମିଲନାଡୁ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ସମୟସୀମାକୁ ଜୁନ୍‌ ୩୦ ପର୍ଯ୍ୟନ୍ତ ବଢ଼ାଇ ଦିଆଯାଇଛି। ତାମିଲନାଡୁରେ ସମସ୍ତ ଜିଲାକୁ ୮ଟି ଜୋନ୍‌ରେ ବିଭକ୍ତ...

ଦୈନିକ ସଂକ୍ରମଣ, ମୃତ୍ୟୁ ସଂଖ୍ୟା ତଳମୁହାଁ…

ନୂଆଦିଲ୍ଲୀ, ୯।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗିଛି।...

ଆଜି ମହାରାଷ୍ଟ୍ର କ୍ୟାବିନେଟ ସମ୍ପ୍ରସାରଣ

ନୂଆଦିଲ୍ଲୀ,୯।୮:ମହାରାଷ୍ଟ୍ରରେ ଏକନାଥ ଶିନ୍ଦେ ସରକାରଙ୍କ ମନ୍ତ୍ରିମଣ୍ଡଳର ବହୁ ପ୍ରତୀକ୍ଷିତ ସମ୍ପ୍ରସାରଣ ମଙ୍ଗଳବାର ପୂର୍ବାହ୍ନ ୧୧ଟାରେ ହେବାକୁ ଯାଉଛି। ମୁମ୍ବାଇସ୍ଥିତ ରାଜଭବନରେ ନୂଆ ମନ୍ତ୍ରୀମାନେ ଶପଥ ଗ୍ରହଣ...

Advertisement
Archives

Model This Week