Posted inଜାତୀୟ

ହାଥରସ ଗଣବଳାତ୍କାର ମାମଲା: ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଲେ ଯୋଗୀ ସରକାର

ଲକ୍ଷ୍ନୌ,୩।୧୦-ଉତ୍ତରପ୍ରଦେଶ ହାଥରସ ଗଣବଳାତ୍କାର ମାମଲାର ତଦନ୍ତ କରିବ ସିବିଆଇ। ଏ ନେଇ ଶନିବାର ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ନିର୍ଦ୍ଦେଶ ଦେଇଛନ୍ତି। ଦେଶର ବିଭିନ୍ନ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ ହେବା ସହ ରାଜନୈତିକ ଦଳର ଚାପ ପଡିବାରୁ ଶେଷରେ ସରକାର ସିବିଆଇକୁ ତଦନ୍ତ ଭାର ପ୍ରଦାନ କରିଛନ୍ତି। ଅପରପକ୍ଷେ ଆଜି କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ପୀଡିତାଙ୍କ ପରିବାର ଲୋକଙ୍କୁ ଭେଟି ଆଶ୍ୱାସନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଣିଷ-ହାତୀ ସଂଘର୍ଷ ପ୍ରଶମନକୁ ସୁଦୃଢ଼ କରିବା ପାଇଁ ପ୍ରୟାସ

କେନ୍ଦୁଝର,୨୩ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବନଖଣ୍ଡରେ କେନ୍ଦୁଝରର ଡିଏଫ୍‌ଓ ଧନରାଜ ଏଚ୍‌ଡିଙ୍କ ଅଧ୍ୟକ୍ଷତାରେ ମଣିଷ-ହାତୀ ସଂଘର୍ଷ ପ୍ରଶମନ ଉପରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି…

NEET ପେପର୍‌ ଲିକ ବିବାଦ: ଛାତ୍ରୀଛାତ୍ରଙ୍କୁ ଆଲୋଚନା ପାଇଁ ଖୋଲା ନିମନ୍ତ୍ରଣ ଦେଲେ ସରକାର

ନୂଆଦିଲ୍ଲୀ,୨୩।୭: NEET ପେପର ଲିକ ନେଇ ସାରା ଦେଶରେ ପ୍ରତିବାଦ ଜାରି ରହିଛି। ସଡ଼କଠାରୁ ସଂସଦ ପର୍ଯ୍ୟନ୍ତ ରାଜନୈତିକ ବାତାବରଣ ଉଷ୍ମ ହୋଇଛି। ଛାତ୍ର ସଂଗଠନ ଏବଂ…

ଗଞ୍ଜାମ ଜିଲା ଭାଜପା ଯୁବମୋର୍ଚ୍ଚାର ଉପସଭାପତି ଭାବେ ପି.ରାମବାବୁ ନିଯୁକ୍ତ, କହିଲେ ଦଳର…

ଛତ୍ରପୁର,୨୩ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନଆର୍ଯ୍ୟପଲ୍ଲୀ ଗ୍ରାମର ଯୁବ ସଂଗଠକ ପି. ରାମବାବୁଙ୍କୁ ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚାର ଗଞ୍ଜାମ ଜିଲା…

ଭୋ ଭୋ ହୋଇ କାନ୍ଦିଲେ ଆନ୍ନା ହଜାରେ: ଅସୁସ୍ଥ ଥିବା ସତ୍ତ୍ୱେ..

ମୁମ୍ବାଇ,୨୩।୭:ବରିଷ୍ଠ ସମାଜସେବୀ ଆନ୍ନା ହଜାରେ ଏକ ନୀରବ ପ୍ରତିବାଦ ସମୟରେ ଭୋ ଭୋ ହୋଇ କାନ୍ଦିଛନ୍ତି। ମହାରାଷ୍ଟ୍ରର ଶିରିଡିରେ ଏକ ନୀରବ ପ୍ରତିବାଦ ଆୟୋଜନ କରାଯାଇଥିଲା। ଦିଲ୍ଲୀରେ…

ଫାଷ୍ଟ ଟ୍ରାକ କୋର୍ଟ ଗଠନକୁ ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ଘୋଷଣା ଉପରେ ଆସିଲା CJPର ପ୍ରଥମ ପ୍ରତିକ୍ରିୟା

ନୂଆଦିଲ୍ଲୀ,୨୩।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଛନ୍ତି ଯେ ପେପର ଲିକ ପାଇଁ ଦାୟୀ ଲୋକଙ୍କୁ ଦଣ୍ଡ ଦେବା ପାଇଁ ଫାଷ୍ଟ-ଟ୍ରାକ କୋର୍ଟ ଗଠନ କରାଯିବ। ସେ…

‘କ୍ଷମା କରନ୍ତୁ…’, କାହିଁକି ଏମିତି କହି ଜନ୍ତର ମନ୍ତରରୁ ହଟିଗଲେ ଅଭିଜିତ ଦୀପକେ, ଜାଣନ୍ତୁ ଏହା ପଛର ବଡ଼ କାରଣ

ନୂଆଦିଲ୍ଲୀ,୨୩।୭: ଦିଲ୍ଲୀର ଜନ୍ତର ମନ୍ତରରେ ଏକ ମାସରୁ ଅଧିକ ସମୟ ଧରି ପ୍ରତିବାଦ କରୁଥିବା କୋକ୍ରୋଚ ଜନତା ପାର୍ଟି (CJP) ମୁଖ୍ୟ ଅଭିଜିତ ଦୀପକେଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଥୁଆମୂଳ ରାମପୁରକୁ ପର୍ଯ୍ୟଟନ ହବ୍‌ରେ ପରିଣତ କରିବା ପାଇଁ ଉପମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ଥୁଆମୂଳ ରାମପୁର,୨୩ା୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ବିଭିନ୍ନ ପର୍ଯ୍ୟଟନସ୍ଥଳୀର ସୌନ୍ଦର୍ଯ୍ୟକରଣ, ଭିତ୍ତିଭୂମିର ଉନ୍ନତି ଓ ସାମଗ୍ରିକ ବିକାଶ ପାଇଁ…

NEET ପେପର ଲିକ ମାମଲାରେ ସଞ୍ଜୀବ ମୁଖିଆଙ୍କୁ କ୍ଲିନଚିଟ୍‌: ମିଳିଲାନି କୌଣସି ପ୍ରମାଣ

ନୂଆଦିଲ୍ଲୀ,୨୩।୭: NEET-UG 2024 ପେପର୍‌ ଲିକ ମାମଲାରେ CBI ସଞ୍ଜୀବ ମୁଖିଆଙ୍କୁ କ୍ଲିନ ଚିଟ ଦେଇଛି। ତଦନ୍ତକାରୀ ସଂସ୍ଥା କହିଛି ଯେ, ସଞ୍ଜୀବ କୁମାର ଓରଫ ସଞ୍ଜୀବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri