Posted inଜାତୀୟ

ହାଥରସରେ ଗଣବଳାତ୍କାର ମାମଲା: ନିଲମ୍ବିତ ହେଲେ ଏସପି, ଡିଏସ୍‌ପି

ଲକ୍ଷ୍ନୌ, ୨।୧୦-ଉତ୍ତରପ୍ରଦେଶ ହାଥରସରେ ଘଟିଥିବା ଗଣବଳାତ୍କାର ମାମଲାରେ ଯୋଗୀ ସରକାର ଡିଏସପି ଏବଂ ଏସପିଙ୍କୁ ନିଲମ୍ବିତ କରିଛନ୍ତି। ଏଥିସହିତ ଇନ୍ସପେକ୍ଟରଙ୍କ ସହ କିଛି ପୋଲିସ କର୍ମଚାରୀ ମଧ୍ୟ ନିଲମ୍ବିତ ହୋଇଛନ୍ତି। ଡିଏସ୍‌ପି ଏବଂ ଏସପିଙ୍କ ନାର୍କୋ ପଲିଗ୍ରାଫ ପରୀକ୍ଷା କରାଯିବ ବୋଲି ଯୋଗୀ ସରକାର ନିର୍ଦ୍ଦେଶ ଦେଇଛନ୍ତି। ପ୍ରାଥମିକ ତଦନ୍ତ ତଦନ୍ତ ଆଧାରରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଏ ନେଇ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କୂଟନୈତିକ ସମ୍ପର୍କ ବୃଦ୍ଧିକୁ ଗୁରୁତ୍ୱ

ନୂଆଦିଲ୍ଲୀ,୨୭ା୬: ଆମେରିକା ପରରାଷ୍ଟ୍ର ସଚିବ ମାଇକ୍‌ ପମ୍ପିଓ ବୁଧବାର ଭାରତ ଗସ୍ତରେ ଆସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କରଙ୍କୁ ସାକ୍ଷାତ...

ଶହେ ଟଙ୍କା ପାଇଁ ୭୭ହଜାର ଟଙ୍କା ହରେଇଲେ ଇଞ୍ଜିନିୟର

ପାଟନା,୨୩।୯: ଲଗାତାର କିଛି ଦିନରୁ ଲୋକମାନେ ଅନ୍‌ଲାଇନ୍‌ରେ ଖାଦ୍ୟ ମଗାଇ ଠକେଇର ଶିକାର ହେଉଥିବା ଘଟଣା ସାମ୍ନାକୁ ଆସିଛି। ଏହି କ୍ରମରେ ଜଣେ ଇଞ୍ଜିନିୟର ମଧ୍ୟ...

ଦିଲ୍ଲୀରେ ବଡ଼ ଧରଣର ଆକ୍ରମଣ ଯୋଜନାରେ ଥିଲେ ଆତଙ୍କବାଦୀ, ବିହାରରୁ କିଣାଯାଉଥିଲା ଅସ୍ତ୍ରଶସ୍ତ୍ର

ଜମ୍ମୁ, ୧୫।୨ : : ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ୍‌ ଡୋଭାଲଙ୍କ କାର୍ଯ୍ୟାଳୟର ଭିଡିଓ କରିଥିବା ଆତଙ୍କବାଦୀ ଗିରଫ ହେବା ପରେ ଦେଶ ଉପରୁ ଟଳି...

ଭାକ୍ସିନ ନ ଆସୁଣୁ ଭିଡ଼

ନୂଆଦିଲ୍ଲୀ,୧୬ା୧୧: ମହାମାରୀ କରୋନାରୁ ମୁକ୍ତି ପାଇଁ ଟିକାକୁ ସାରା ବିଶ୍ୱ ଅପେକ୍ଷା କରିଥିବାବେଳେ ଏହା ଉପରେ ଏବେଠାରୁ ଅଧିକାର ଜମାଇ ବସିଲେଣି ଧନୀ ରାଷ୍ଟ୍ର। ଫଳରେ...

ଭାରତରେ ଶିଶୁଙ୍କୁ ଦିଆଯିବ ଏହି ଟିକା

ନୂଆଦିଲ୍ଲୀ,୪।୬: ତୃତୀୟ ଲହର ଶିଶୁମାନଙ୍କ ପ୍ରତି ଅଧିକ ବିପଦ ଥିବା ନେଇ ବିଶେଷଜ୍ଞମାନେ ମତ ଦେଇଛନ୍ତି। ଏଭଳି ସ୍ଥତିରେ ଦେଶରେ ଶିଶୁମାନଙ୍କ ପାଇଁ କୋଭିଡ ଟିକା...

ପାହାଡ଼ରୁ ଏବେ ବି ଖସୁଛି ପଥର, ଅଟକିଛି ଉଦ୍ଧାର କାର୍ଯ୍ୟ

କିନ୍ନୌର, ୧୨।୮: ହିମାଚଳ ପ୍ରଦେଶର କିନ୍ନୌର ଜିଲାରେ ଘଟିଥିବା ଭୂସ୍ଖଳନ ସ୍ଥାନରୁ ଆହୁରି ୪ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଫଳରେ ୧୪ରେ ପହଞ୍ଚିଛି ମୃତ୍ୟୁ...

ବାଲାକୋଟ ବାୟୁବୀରଙ୍କୁ କରାଗଲା ସମ୍ମାନୀତ

ନୂଆଦିଲ୍ଲୀ,୮ ।୧୦: ବାୟୁସେନା ଦିବସ ଅବସରରେ ଗୁରୁବାର ଗାଜିଆବାଦର ହିଣ୍ଡନ ଏୟାର ବେସ୍‌ରେ ଅନୁଷ୍ଠିତ ହୋଇଛି ବିଶେଷ କାର୍ଯ୍ୟକ୍ରମ । ଏହି ଅବସରରେ କେତେଜଣ ବାୟୁବୀରଙ୍କୁ...

ବିବାହର ୩ ମାସ ପରେ ସନ୍ତାନ ପ୍ରସବ କଲେ ମହିଳା, ସ୍ବାମୀ ଗଲେ କୋର୍ଟ; ପୂରା କାରଣ ଜାଣିଲେ…

ଲକ୍ଷ୍ନୌ,୨୭ା୮: ବିବାହର କିଛିଦିନ ପରେ ନବବଧୂଙ୍କ ପେଟ ଫୁଲିବାରୁ ଏହା ଗ୍ୟାସ ଯୋଗୁ ପେଟ ଫୁଲୁଛି ବୋଲି ସେ କହିଥିଲେ। ମାତ୍ର ଯେତେବେଳେ ଅଲଟ୍ରାସାଉଣ୍ଡ ହେଲା...

Advertisement


Archives

Model This Week