Posted inଜାତୀୟ

ଶପଥ ନେଲେ ଯୋଗୀ, ୟୁପିକୁ ମିଳିଲା ୨ ଉପମୁଖ୍ୟମନ୍ତ୍ରୀ

ଲକ୍ଷ୍ନୌ,୨୫ ।୩: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ଭାରତୀୟ ଜନତା ପାର୍ଟି(ଭାଜପା) ନେତା ଯୋଗୀ ଆଦିତ୍ୟନାଥ । ଅଟଳ ବିହାରୀ ବାଜପେୟୀ ଏକନା କ୍ରିକେଟ ଷ୍ଟାଡିୟମରେ ଏହି ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଛି । ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର, ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ଜୟରାମ ଠାକୁର ଆଦି ଉପସ୍ଥିତ ଥିଲେ ।
ଏହାସହ କେଶବ ପ୍ରସାଦ ମୌର୍ଯ୍ୟ ଓ ବ୍ରଜେଶ ପାଠକ ଉତ୍ତର ପ୍ରଦେଶର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । ତେିକି ନୁହେଁ ଏହି ଶପଥ ଗ୍ରହଣ ସମାରୋହରେ ୫୨ ମନ୍ତ୍ରୀ ବି ଶପଥ ଗ୍ରହଣ କରିବାର ଯୋଜନା ରହିଛି । ଯୋଗୀଙ୍କ ଏହି ଐତିହାସିକ ଶପଥ ଗ୍ରହଣ ଉତ୍ସବ ଆଗାମୀ ଲୋକ ସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି(ଭାଜପା)ର ପ୍ରାକ୍ ପ୍ରସ୍ତୁତି ବୋଲି କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଶିମିଳିପାଳ ସୁରକ୍ଷା ପାଇଁ ଏକାଠି ହେଲେ ଗ୍ରାମବାସୀ

ବାରିପଦା,୩୦ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶ୍ୟାମାଖୁଣ୍ଟ ବ୍ଲକ ଅଧୀନ ରଙ୍ଗମାଟିଆସ୍ଥିତ ପଞ୍ଚାୟତ କଲ୍ୟାଣ ମଣ୍ଡପରେ ଶିମିଳିପାଳର ସୁରକ୍ଷା ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।…

ପାକିସ୍ତାନର ଖୋଲିଗଲା ପୋଲ୍‌: ଯୁଦ୍ଧ ନାଁରେ କରୁଛି ଏହି କାମ, ସାମ୍ନାକୁ ଆସିଲା ସାଂଘାତିକ କଥା

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ଚାଲିଥିବା ସଂଘର୍ଷରେ ଯୁଦ୍ଧବିରାମ ପାଇଁ ପାକିସ୍ତାନ ପଦକ୍ଷେପ ନେଉଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା ମଧ୍ୟରେ ପାକିସ୍ତାନ ନିଜକୁ ଏକ ଶାନ୍ତି…

ଯୁଦ୍ଧ ଭିତରେ ବଡ଼ ଡିଲ୍‌ କରିଦେଲେ ମୋଦି-ପୁଟିନ୍‌, ଭାରତୀୟ ଯୁବପିଢ଼ିଙ୍କୁ ମିଳିବ ବଡ଼ ଫାଇଦା!

ନୂଆଦିଲ୍ଲୀ,୩୦।୩: ଭାରତ ଏବଂ ରୁଷିଆ ମଧ୍ୟରେ ବନ୍ଧୁତା ଆଉ କେବଳ ଅସ୍ତ୍ରଶସ୍ତ୍ର କିଣା ବିକ୍ରୟ ପର୍ଯ୍ୟନ୍ତ ସୀମିତ ନାହିଁ। ଦୁଇ ଦେଶ ଭବିଷ୍ୟତର ପ୍ରଯୁକ୍ତିବିଦ୍ୟାକୁ ମିଳିତ ଭାବରେ…

କାଳବୈଶାଖୀ: ରାସ୍ତାରେ ପଡ଼ିଲା ଗଛ, ଭାଙ୍ଗିଲା ଘର

ନନ୍ଦପୁର,୩୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଓ ଲମତାପୁଟ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି। ଘୂର୍ଣ୍ଣିଝଡ଼ ଓ ପ୍ରବଳ ବର୍ଷା ଯୋଗୁ…

କାୟା ମେଲାଇଲାଣି କାରୋନାର ନୂଆ ଭାରିଆଣ୍ଟ, ୨୩ଟି ଦେଶରେ ବ୍ୟାପିଲା, ଜାଣନ୍ତୁ ଏହା କେତେ ବିପଦ

ନୂଆଦିଲ୍ଲୀ,୩୦।୩: ଯେତେବେଳେ ବି କରୋନା ଭାଇରସ ବିଲୁପ୍ତ ହେବାର ଦ୍ୱାରଦେଶରେ ଥାଏ, ସେତେବେଳେ ଏକ ନୂତନ ପ୍ରକାର ବ୍ୟାପିଥାଏ ଏବଂ ଲୋକଙ୍କୁ ଦ୍ରୁତ ଗତିରେ ସଂକ୍ରମିତ କରିଥାଏ।…

ଟୋକନ ଅବଧି ନେଇ ମୁହଁ ଖୋଲିଲେ ଶାରଦା: କହିଲେ ଦୁଇ ଦିନରେ…

ଭୁବନେଶ୍ୱର,୩୦।୩: ଟୋକନ ଅବଧି ନେଇ ମୁହଁ ଖୋଲିଲେ ବିଜେଡି ବିଧାୟକ ଶାରଦା ଜେନା। ସେ କହିଛନ୍ତି, ୭ ଦିନ ବୃଦ୍ଧି କରିବାକୁ ଦାବି କରିଥିଲୁ। ଧନ୍ୟବାଦ ସେ…

ଆତ୍ମସମର୍ପଣ କଲେ ଝାଡ଼ଖଣ୍ଡର ଗ୍ରୁପ ବି ମହିଳା ମାଓବାଦୀ

ରାଉରକେଲା,୩୦।୩(ସଂଗୀତା ଜେନା): ସୀମାନ୍ତ ଅଞ୍ଚଳକୁ ମାଓବାଦୀ ମୁକ୍ତ କରିବାରେ ରାଉରକେଲା ପୋଲିସର ଜାରି ରହିଥିବା ଉଦ୍ୟମକୁ ପୁଣି ଏକ ସଫଳତା ମିଳିଛି। ସରଣ୍ଡା ଜଙ୍ଗଲରେ ସକ୍ରିୟ ଥିବା…

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଶାହରୁଖ ଖାନ୍‌: ସିନେ ଇଣ୍ଡଷ୍ଟ୍ରିରେ ପଡ଼ିଗଲା ଚହଳ

ମଧ୍ୟପ୍ରାଚରେ ଚାଲିଥିବା ଯୁଦ୍ଧ ସାରା ବିଶ୍ୱରେ ପ୍ରଭାବ ପକାଇଛି। କେବଳ ଘରୋଇ ବଜାରରେ ନୁହେଁ ବରଂ ସିନେ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବଲିଉଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri