Advertisement
Posted inଜାତୀୟ

ଶପଥ ନେଲେ ଯୋଗୀ, ୟୁପିକୁ ମିଳିଲା ୨ ଉପମୁଖ୍ୟମନ୍ତ୍ରୀ

ଲକ୍ଷ୍ନୌ,୨୫ ।୩: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି ଭାରତୀୟ ଜନତା ପାର୍ଟି(ଭାଜପା) ନେତା ଯୋଗୀ ଆଦିତ୍ୟନାଥ । ଅଟଳ ବିହାରୀ ବାଜପେୟୀ ଏକନା କ୍ରିକେଟ ଷ୍ଟାଡିୟମରେ ଏହି ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଛି । ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର, ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ଜୟରାମ ଠାକୁର ଆଦି ଉପସ୍ଥିତ ଥିଲେ ।
ଏହାସହ କେଶବ ପ୍ରସାଦ ମୌର୍ଯ୍ୟ ଓ ବ୍ରଜେଶ ପାଠକ ଉତ୍ତର ପ୍ରଦେଶର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । ତେିକି ନୁହେଁ ଏହି ଶପଥ ଗ୍ରହଣ ସମାରୋହରେ ୫୨ ମନ୍ତ୍ରୀ ବି ଶପଥ ଗ୍ରହଣ କରିବାର ଯୋଜନା ରହିଛି । ଯୋଗୀଙ୍କ ଏହି ଐତିହାସିକ ଶପଥ ଗ୍ରହଣ ଉତ୍ସବ ଆଗାମୀ ଲୋକ ସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି(ଭାଜପା)ର ପ୍ରାକ୍ ପ୍ରସ୍ତୁତି ବୋଲି କୁହାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍‌ଡାଉନ୍‌ ନିୟମ ଉଲ୍ଲଂଘନକାରୀଙ୍କୁ କଠୋର ଦଣ୍ଡ: କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୩।୩: ଲକ୍‌ଡାଉନ୍‌, କ୍ୱାରାଣ୍ଟାଇନ୍‌, ଆଇସୋଲେଶନ। ଏବେ ଏହି ୩ ଶବ୍ଦ ସବୁଠି ଶୁଣିବାକୁ ମିଳୁଛି। ଆଉ ଏହାକୁ ପାଳନ କରିବାକୁ ମଧ୍ୟ ସମସ୍ତଙ୍କୁ ଅନୁରୋଧ କରାଯାଇଛି।...

ଜମ୍ମୁ-କଶ୍ମୀର ଗସ୍ତରେ ଶାହ: ଘାଟିରେ ସିଆର୍‌ପିଏଫର ଭିଆଇପି ୟୁନିଟ ମୁତୟନ

ଜମ୍ମୁ,୨୩ ।୧୦: ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଅକ୍ଟୋବର ୨୩ରୁ ଜମ୍ମୁ-କଶ୍ମୀର ଗସ୍ତ କରୁଛନ୍ତି । ଏଥିପାଇଁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ଏଥିପାଇଁ ଶୁକ୍ରବାରଠାରୁ...

ଭାରତ ବନ୍ଦର ପ୍ରଭାବ ପଶ୍ଚିମବଙ୍ଗରେ ଅଧିକ: ରେଳ ରୋକୋ କଲେ ପ୍ରଦର୍ଶନକାରୀ; ବ୍ୟାଙ୍କ ସେବା ଠପ୍‌; ୨୫ କୋଟି ଲୋକ ସାମିଲ୍‌

ନୂଆଦିଲ୍ଲୀ,୮।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ବିଭିନ୍ନ ଆର୍ଥିକ ତଥା ଜନବିରୋଧୀ ନୀତି ବିରୋଧ ଟ୍ରେଡ୍‌ ୟୁନିୟନ ପକ୍ଷରୁ ବୁଧବାର ଭାରତ ବନ୍ଦ ଡାକରା ଦିଆଯାଇଛି।...

କେଜରିୱାଲଙ୍କୁ ସମର୍ଥନ କଲା ରାଜସ୍ଥାନର କରନି ସେନା

ଜୟପୁର,୨୮ ।୧୦: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଭାରତୀୟ ମୁଦ୍ରା ଉପରେ ମା’ ଲକ୍ଷ୍ମୀ ଓ ଭଗବାନ ଗଣେଶଙ୍କ ଫଟୋ ଲଗାଇବାକୁ କେନ୍ଦ୍ର ସରକାରଙ୍କ ନିକଟରେ...

ସଞ୍ଜୟ ରାଉତଙ୍କୁ ଇଡି ସମନ

ମୁମ୍ବାଇ,୨୭।୬: ଶିବସେନାର ବରିଷ୍ଠ ନେତା ତଥା ରାଜ୍ୟ ସଭା ଏମ୍‌ପି ସଞ୍ଜୟ ରାଉତଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ସମନ ଜାରି କରାଯାଇଛି। ଜମି ଦୁର୍ନୀତି ମାମଲାରେ...

ପୁଣି ବାବା ରାମଦେବଙ୍କୁ ଲାଗିଲା ଝଟ୍‌କା: ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ସ୍ପଷ୍ଟୀକରଣ ମାଗିଲା ଆଇଏମଏ

ନୂଆଦିଲ୍ଲୀ,୨୨।୨: କରୋନା ଭାଇରସ ସହିତ ଲଢିବା ପାଇଁ ପତଞ୍ଜଳିଙ୍କ କରୋନିଲକୁ ସମର୍ଥନ କରିଥିବାରୁ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନଙ୍କୁ ନିନ୍ଦା କରିଛି ଭାରତୀୟ ମେଡିକାଲ ଆସୋସିଏସନ (ଆଇଏମଏ)।...

ଜେଏନ୍‌ୟୁର ନାଁ ପରିବର୍ତ୍ତନ ପାଇଁ ପ୍ରସ୍ତାବ ରଖିଲେ ଭାଜପା ନେତା

ନୂଆଦିଲ୍ଲୀ,୧୮।୮: ଅନୁଚ୍ଛେଦ ୩୭୦ ହଟାଇବାକୁ ନେଇ ଭାଜପା ନେତା ହଂସ ରାଜ ହଂସ ବଡ ବୟାନ ଦେଇଛନ୍ତି। ଦିଲ୍ଲୀସ୍ଥିତ ଜବାହରଲାଲ ନେହେରୁ ୟୁନିଭର୍ସିଟି(ଜେଏନ୍‌ୟୁ)ର ଏକ କାର୍ଯ୍ୟକ୍ରମରେ...

ଅଭିନେତା ସୌମିତ୍ର ଚାଟାର୍ଜୀଙ୍କ ପରଲୋକ

କୋଲକାତା,୧୫।୧୧: ଲୋକପ୍ରିୟ ବଙ୍ଗାଳି ଅଭିନେତା ସୌମିତ୍ର ଚାଟାର୍ଜୀଙ୍କର ରବିବାର ମଧ୍ୟାହ୍ନ ୧୨ଟା ୧୫ରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ହୋଇଥିଲା। ଦୀର୍ଘଦିନ...

Advertisement
Archives

Model This Week