Posted inଜାତୀୟ

ହାଥରସ୍‌ ମାମଲାରେ ସତ୍ୟପାଠ ଦାଖଲ କଲେ ଯୋଗୀ ସରକାର: ଯାଞ୍ଚ୍‌ର ତଦାରଖ କରନ୍ତୁ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ, ୧୪।୧୦: ଉତ୍ତରପ୍ରଦେଶ ହାଥରସ୍‌ ବଳାତ୍କାର ମାମଲାରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କ ପକ୍ଷରୁ ସୁପ୍ରିମ୍‌କୋର୍ଟରେ ସତ୍ୟପାଠ ଦାଖଲ କରାଯାଇଛି। ଗୁରୁବାର ଏହି ମାମଲାର ଶୁଣାଣି ହେବାର ଗୋଟିଏ ଦିନ ପୂର୍ବରୁ ରାଜ୍ୟ ସରକାର ସତ୍ୟପାଠ ବୁଧବାର ଦାଖଲ କରିଛନ୍ତି। ସତ୍ୟପାଠରେ ଯୋଗୀ ସରକାର ଉଲ୍ଲେଖ କରିଛନ୍ତି ଯେ, ସୁପ୍ରିମ୍‌କୋର୍ଟ ଏହି ମାମଲାର ଯାଞ୍ଚ୍‌ର ତଦାରଖ କରନ୍ତୁ। ସେହିପରି ସିବିଆଇ ପକ୍ଷରୁ କରାଯାଉଥିବା ଯାଞ୍ଚ୍‌ର ସମୟସୀମା ଧାର୍ଯ୍ୟ କରିବା ଲାଗି ସତ୍ୟପାଠରେ ଦର୍ଶାଯାଇଛି। ରାଜ୍ୟ ସରକାରଙ୍କୁ ପ୍ରତି ୧୫ ଦିନରେ ଯାଞ୍ଚ୍‌ର ସ୍ଥିତି ସମ୍ପର୍କରେ ସୂଚନା ଦେବାଲାଗି ନିର୍ଦ୍ଦେଶ ଦେବାକୁ ଯୋଗୀ ସରକାର ସତ୍ୟପାଠରେ ଅନୁରୋଧ କରିଛନ୍ତି। ପୀଡ଼ିତା ପରିବାରଙ୍କ ପାଇଁ ଆବଶ୍ୟକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ପୀଡ଼ିତା ପରିବାରଙ୍କ ଘର ବାହାରେ ୮ଟି ସିସିଟିଭି କ୍ୟାମେରା ଲଗାଯାଇଛି। ସେହିପରି ଗାଁରେ ପୋଲିସ ଏବଂ ଅର୍ଦ୍ଧସାମରିକ ବାହିନୀଙ୍କୁ ମଧ୍ୟ ମୁତୟନ କରାଯାଇଥିବା ସତ୍ୟପାଠରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ହୋମଗାର୍ଡଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ବଢ଼ିଲା ଦୈନିକ ଭତ୍ତା, ଜାଣନ୍ତୁ ଏବେ ମିଳିବ କେତେ..?

ଭୁବନେଶ୍ୱର,୯।୬(ସୁନୀତ ମିଶ୍ର): ରାଜ୍ୟର ଗୃହରକ୍ଷୀ (Home Guards) ମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି…

ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!

ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି…

ଜାପାନ ପରେ ଏବେ ନେପାଳ ବ୍ୟାନ କଲା ଭାରତୀୟ ଆମ୍ୱ; ଆଣିଲା ସାଂଘାତିକ ଅଭିଯୋଗ

ନୂଆଦିଲ୍ଲୀ,୯।୬:ଭାରତରେ ଖାଦ୍ୟ, ଫଳ ଓ ପନିପରିବା ଆଦି ଉପରେ ଅତ୍ୟଧିକ ପରିମାଣରେ କେମିକଲ୍ସ ସ୍ପ୍ରେ ଓ ମିଶ୍ରଣ ଯୋଗୁ ଏସବୁ ନେଇ ଲୋକଙ୍କ ଭରସା ଏକପ୍ରକାର ଉଠିଗଲାଣି।…

ପ୍ରବାସୀ ଶ୍ରମିକମାନଙ୍କର ସାମାଜିକ, ଆର୍ଥିକ,ଆଇନଗତ ସମସ୍ୟା ସମ୍ପର୍କରେ…

ଭଞ୍ଜନଗର, ୯।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଆଇନ ସେବା ପ୍ରାଧିକରଣ, ବ୍ରହ୍ମପୁରର ଆନୁକୂଳ୍ୟରେ ମଙ୍ଗଳବାର ଭଞ୍ଜନଗରସ୍ଥିତ ଆର୍‌.ଏମ୍‌.ସି. ସମ୍ମିଳନୀ କକ୍ଷରେ “ପ୍ରବାସୀ ଶ୍ରମିକମାନଙ୍କ ସମ୍ବନ୍ଧୀୟ ବିଭିନ୍ନ…

ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା: ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ , ଜଗନ୍ନାଥପ୍ରେମୀଙ୍କ ମଧ୍ୟରେ ଖୁସି

ଭୁବନେଶ୍ୱର/କୋଲକାତା, ୯/୬: ଦୀଘା ଜଗନ୍ନାଥ ମନ୍ଦିରର ନାମକରଣକୁ ନେଇ ଦୀର୍ଘଦିନ ଧରି ଚାଲିଥିବା ବିବାଦ ମଧ୍ୟରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଏକ ବଡ଼ ଘୋଷଣା କରିଛନ୍ତି।…

ସକ୍ରିୟ ହେଲା ଘୂର୍ଣ୍ଣିବଳୟ; ୧୧ରୁ ପ୍ରବଳରୁ ଅତି ପ୍ରବଳ ବର୍ଷା, ୧୫ଜିଲାକୁ ଆଲର୍ଟ କଲା IMD

ଲକ୍ଷ୍ନୌ,୯।୬: ଉତ୍ତର ପ୍ରଦେଶ (UP) ରେ ପାଣିପାଗ ଏବେଠାରୁ ରୂପ ବଦଳାଇବା ଆରମ୍ଭ କଲାଣି। ବାରାଣସୀ, ପ୍ରୟାଗରାଜ, ବାନ୍ଦା ଏବଂ ଆଗ୍ରା ଭଳି ସହରଗୁଡ଼ିକରେ ପାରଦ ୪୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri