Posted inଜାତୀୟ

ପଶ୍ଚିମବଙ୍ଗରେ ଯୋଗୀ

କୋଲକାତା,୩।୩: ପଶ୍ଚିମବଙ୍ଗରେ ଭୋଟ ବ୍ୟାଙ୍କ ପାଇଁ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ସରକାରଙ୍କ ତୁଷ୍ଟୀକରଣ ରାଜନୀତି କେବଳ ରାଜ୍ୟକୁ ନୁହେଁ, ସମଗ୍ର ଦେଶର ସୁରକ୍ଷା ଲାଗି ବିପଦ ସୃଷ୍ଟି କରିଛି। ଭାଜପାକୁ ଭୋଟ ଦିଅନ୍ତୁ। ଆମେ କ୍ଷମତାକୁ ଆସିବାର ୨୪ ଘଣ୍ଟା ମଧ୍ୟରେ ଗୋ ଚାଲାଣ ବନ୍ଦ କରିଦେବୁ ବୋଲି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପଶ୍ଚିମବଙ୍ଗର ମାଲଦାରେ ଏକ ନିର୍ବାଚନୀ ସଭାକୁ ସମ୍ବୋଧିତ କରି କହିଛନ୍ତି। ୨୯୪ ଆସନ ବିଶିଷ୍ଟ ପଶ୍ଚିମବଙ୍ଗ ବିଧାନସଭା ପାଇଁ ମାର୍ଚ୍ଚ ୨୭ରୁ ଏପ୍ରିଲ ୨୯ ମଧ୍ୟରେ ୮ ପର୍ଯ୍ୟାୟରେ ନିର୍ବାଚନ ହେବ। ୟୁପି ଭାରତରେ ବଳାତ୍କାର ଓ ଅପରାଧର କେନ୍ଦ୍ରସ୍ଥଳ ପାଲଟିଛି ବୋଲି ଟୁଇଟରରେ ୟୁଜର୍ସ କଡ଼ା ନିନ୍ଦା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜାତି ଜନଗଣନା ବିରୋଧରେ ସୁପ୍ରିମକୋର୍ଟରେ ସାନି ପିଟିଶନ

ନୂଆଦିଲ୍ଲୀ,୧୮।୧: ବିହାର ସରକାରଙ୍କ ଜାତି ଜନଗଣନା ନିଷ୍ପତ୍ତି ବିରୋଧରେ ମଙ୍ଗଳବାର ସୁପ୍ରିମକୋର୍ଟରେ ସାନି ପିଟିଶନ ଦାଏର ହୋଇଛି। ରାଜ୍ୟ ସରକାରଙ୍କ କାର୍ଯ୍ୟ ସମ୍ବିଧାନର ମୌଳିକ ଢାଞ୍ଚାର...

କରୋନା ସଂକ୍ରମଣ: ରାସ୍ତାରେ ପଡ଼ିଥିବା ୫୦୦ ଟଙ୍କିଆ ନୋଟ୍‌କୁ ବି ଛୁଇଁଲେନି ଲୋକେ !

ନୂଆଦିଲ୍ଲୀ,୧୮।୪: କରୋନା ସଂକ୍ରମଣ ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଲୋକେ ରାସ୍ତାଘାଟରେ ପଡ଼ିଥିବା କୌଣସି ସନ୍ଦିଗ୍ଧ ବସ୍ତୁକୁ ଛୁଇଁବାକୁ ମଧ୍ୟ ଚାହୁଁ ନାହାଁନ୍ତି। ଦିଲ୍ଲୀର...

୯ ମାସର ଶିଶୁ ସମେତ ଗୋଟିଏ ପରିବାରର ୫ ମୃତ, କାରଣ ଅସ୍ପଷ୍ଟ

ବେଙ୍ଗାଲୁରୁ,୧୮ ।୯: କର୍ନାଟକର ରାଜଧାନୀ ବେଙ୍ଗାଲୁରୁର ଏକ ଘଟଣା ଏବେ ସମସ୍ତଙ୍କୁ ଚମକାଇ ଦେଇଛି । ବ୍ୟାଦରହଲ୍ଲୀ ଅଞ୍ଚଳରେ ଗୋଟିଏ ପରିବାରର ୫ ଜଣଙ୍କ ମୃତଦେହ...

ପାକିସ୍ତାନ ବ୍ୟାଟ୍‌ର ଘୃଣ୍ୟ କାର୍ଯ୍ୟ: ଜଣେ ପୋର୍ଟରଙ୍କ ମୁଣ୍ଡ କାଟି ନେଲେ

ଶ୍ରୀନଗର,୧୧।୧: ଜମ୍ମୁ-କଶ୍ମୀର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାଠାରେ ଉତ୍ତେଜନା କମିବାର ନା ଧରୁନି। ଲଗାତାର ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ ଜାରି ରଖିଛି। ଏବେ ପାକିସ୍ତାନର ବର୍ଡର ଆକ୍ସନ...

ଶିକ୍ଷକଙ୍କ ବଦଳି ଶୁଣି ବିକଳରେ କାନ୍ଦିଲେ ଛାତ୍ରୀଛାତ୍ର: ଭିଡ଼ିଓ ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ଭୋପାଳ,୧୯।୮: ସରକାରୀ ଚାକିରିରେ ବଦଳି ହେବା ଏକ ସାଧାରଣ ଘଟଣା। ତେବେ ମଧ୍ୟପ୍ରଦେଶ କଟନିରେ ଥିବା ଏକ ସ୍କୁଲରେ ଶିକ୍ଷକଙ୍କ ବଦଳି ଖବର ଶୁଣି ଛାତ୍ରୀଛାତ୍ର...

ରାଜ ଠାକରେଙ୍କୁ ରାଲି କରିବାକୁ ମିଳିଲା ଅନୁମତି

ମୁମ୍ବାଇ,୨୯।୪: ମହାରାଷ୍ଟ୍ର ନବନିର୍ମାଣ ସେନା(ଏମ୍‌ଏନ୍‌ଏସ୍‌)ର ମୁଖ୍ୟ ରାଜ ଠାକରେଙ୍କୁ ବହୁପ୍ରତିକ୍ଷୀତ ରାଲି କରିବାକୁ ଅନୁମତି ମିଳିଛି। ମେ’୧ରେ ଔରଙ୍ଗାବାଦର ସାଂସ୍କୃତିକ ଖେଳ ପଡ଼ିଆରେ ହେବାକୁ ଥିବା...

ସାମ୍ନାକୁ ଆସିଲା ଭାରତର ପ୍ରଥମ ହାଇଡ୍ରୋଜେନ କାର: ସଂସଦ ଯାଏ ଯାତ୍ରା କଲେ ଗଡ଼କରୀ

ନୂଆଦିଲ୍ଲୀ,୩୦ା୩: ବର୍ତ୍ତମାନ ଖୁବ୍‌ଶୀଘ୍ର ଭାରତୀୟ ରାସ୍ତାରେ ହାଇଡ୍ରୋଜେନ କାରକୁ ଦେଖିବାକୁ ମିଳିବ। ବହୁ ପ୍ରତୀକ୍ଷିତ ପ୍ରଥମ ହାଇଡ୍ରୋଜେନ କାର ଭାରତରେ ନିଜର ଯାତ୍ରା ଆରମ୍ଭ କରିଛି।...

ମନ୍ଦିର ଭଳି କେକ୍‌ କାଟି ବିବାଦରେ କମଳନାଥ

ଭୋପାଳ,୧୭।୧୧: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା କମଲନାଥଙ୍କ ଜନ୍ମଦିନ ପାଇଁ ପ୍ରସ୍ତୁତ ହୋଇଥିବା କେକ୍‌କୁ ନେଇ ବିବାଦ ଉପୁଜିଛି। ସୋସିଆଲ ମିଡିଆରେ...

Advertisement
Archives

Model This Week