Posted inଜାତୀୟ

କ୍ରିକେଟ ଖେଳିଲେ ଯୋଗୀ, ହାତରେ ବ୍ୟାଟ୍‌ ଧରି ମାରିଲେ ଚୌକା-ଛକା

ଲକ୍ଷ୍ନୌ,୭ା୧୦: ପଡ଼ିଆକୁ ଓହ୍ଲାଇଛନ୍ତି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ। ହାତରେ ବ୍ୟାଟ୍‌ ଧରି ଚଉକା, ଛକା ବର୍ଷଣ କରିଛନ୍ତି। ଲକ୍ଷ୍ନୌରେ ଆୟୋଜିତ ଅଲ୍‌ ଇଣ୍ଡିଆ ଆଡ୍‌ଭୋକେଟ୍‌ କ୍ରିକେଟ ଟୁର୍ନାମେଣ୍ଟରେ ଯୋଗଦେବା ଅବସରରେ ଯୋଗୀ କ୍ରିକେଟ ଖେଳିଥିବା ଭିଡିଓ ସାମ୍ନାକୁ ଆସିଛି।

ରବିବାର ଲକ୍ଷ୍ନୌର ଅଟଳ ବିହାରୀ ବାଜପେୟୀ ଏକାନା ଷ୍ଟାଡିୟମରେ ଯୋଗୀ ତମ ଅଲ୍‌ ଇଣ୍ଡିଆ ଆଡଭୋକେଟ କ୍ରିକେଟ ଟୁର୍ନାମେଣ୍ଟର ଉଦ୍‌ଘାଟନ କରିଥିଲେ। ଏହି କାର୍ଯ୍ୟକ୍ରମରେ ସେ କ୍ରିକେଟ ଖେଳୁଥିବା ଏବଂ ଅଂଶଗ୍ରହଣକାରୀଙ୍କ ସହ ଜଡ଼ିତ ଥିବା ଦେଖିବାକୁ ମିଳିଛି। ଆଡ୍‌ଭୋକେଟମାନଙ୍କୁ ସମ୍ବୋଧିତ କରି ସେ କ୍ରୀଡ଼ାରେ ଦଳଗତ କାର୍ଯ୍ୟର ଗୁରୁତ୍ୱ ଉପରେ ଆଲୋକପାତ କରି କହିଛନ୍ତି ଯେ, ଏକ ଦଳ ଭାବରେ କାର୍ଯ୍ୟ କରିବାର ମୂଲ୍ୟ ଆମ ଭିତରେ କ୍ରୀଡ଼ା ସୃଷ୍ଟି କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବୈଜ୍ଞାନିକଙ୍କ ଆକଳନଠାରୁ ଦ୍ରୁତଗତିରେ ସଙ୍କୁଚିତ ହେଉଛି ବୁଧ

କେପ୍‌ କାନାଭେରାଲ,୧୨ା୯: ଆମ ସୌରମଣ୍ଡଳର ସବୁଠାରୁ ଛୋଟ ଏବଂ ସୂର୍ଯ୍ୟର ସବୁଠାରୁ ନିକଟତର ଗ୍ରହ ‘ବୁଧ’କୁ ନେଇ ଏକ ଚମକପ୍ରଦ ତଥ୍ୟ ସାମ୍ନାକୁ ଆସିଛି। ବୈଜ୍ଞାନିକମାନଙ୍କ ଆକଳନ…

ଓରାଙ୍ଗ୍‌ଉଟାନ ଉଦ୍ଧାର ଘଟଣା: ଦୀଘାରୁ ୩ ଜଣଙ୍କୁ ଉଠାଇ ଆଣିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର/ଭୋଗରାଇ,୧୨ା୯(ତ୍ରିନାଥ ମହାନ୍ତି/ ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ରଣକୋଠା ଜଙ୍ଗଲରୁ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ଘଟଣାରେ ତଦନ୍ତକୁ ତ୍ୱରାନ୍ବିତ କରିଛି…

ଦୁବାଇରେ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଓଡ଼ିଶାରେ…

ଭୁବନେଶ୍ୱର,୧୨ା୯(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ତାଙ୍କ ଟିମ୍‌ ୪ର୍ଥ ଦିନରେ ଦୁବାଇ ଠାରେ ଏକ ରୋଡ୍‌ ଶୋ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। ଓଡ଼ିଶାର ଶିଳ୍ପ…

ଆମକୁ ଶତ୍ରୁ ନୁହେଁ, ପଡ଼ୋଶୀ ଭାବନ୍ତୁ: ମୋଦି-ଜିନପିଙ୍ଗ୍‌ ଭେଟ ପୂର୍ବରୁ ବଦଳିଲା ଚାଇନାର ସ୍ବର, ଭାରତ ସହ…

ନୂଆଦିଲ୍ଲୀ/ବେଜିଂ,୧୧।୯: ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ୧୮ଶ ବ୍ରିକ୍ସ (BRICS) ଶିଖର ସମ୍ମିଳନୀ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଦ୍ୱିପାକ୍ଷିକ ଆଲୋଚନା…

ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର : ଜାତିଆଣ ମନ୍ତବ୍ୟ…

ଛତ୍ରପୁର, ୧୧/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଆସିକା ବ୍ଲକ ଅନ୍ତର୍ଗତ ହରିପଦପୁର ଗ୍ରାମପଞ୍ଚାୟତର ସମସ୍ୟା ନେଇ ବ୍ଲକରେ ଅନୁଷ୍ଠିତ ସମିତି ବୈଠକରେ ବିଧାୟକଙ୍କ ସମ୍ମୁଖରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ କାହିଁକି ବାହାର କରିଦେବା ଉଚିତ? କାରଣ କହିଲେ…

ନୂଆଦିଲ୍ଲୀ,୧୧।୯: ଭାରତର ଯୁବ ବିସ୍ଫୋରକ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟିଂ ଶୈଳୀର ଅନେକ ପ୍ରଶଂସକ ରହିଛନ୍ତି। ସେ ମଇଦାନକୁ ଓହ୍ଲାଇଲେ ଦର୍ଶକଙ୍କ ପ୍ରବଳ ଭିଡ଼ ଜମିଥାଏ। ତେବେ…

ଆର୍ଯ୍ୟପଲ୍ଲୀ ଫିସିଂ ହାର୍ବର କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ

ଛତ୍ରପୁର, ୧୧ା୯ (ଦ୍ୱାରକା ପଟ୍ଟନାୟକ/ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଶୁକ୍ରବାର ଦିନିକିଆ ଗଞ୍ଜାମ ଗସ୍ତରେ ଆସି…

ଶାଗୁଆନ କାଠ ବୋଝେଇ ପିକ୍ଅପ ଭ୍ୟାନ ଜବତ: ମାମଲା ରୁଜୁ କଲା ବନ ବିଭାଗ               

ଦିଗପହଣ୍ଡି/ମୋହନା,୧୧|୯(ଅଶେଷ ନାଥ ମିଶ୍ର/ ମନ୍ମଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ସ୍ଥିତ ବନ ବିଭାଗ ଚନ୍ଦ୍ରଗିରି ରେଞ୍ଜ କାର୍ଯ୍ୟାଳୟ କର୍ମଚାରୀ ବୃନ୍ଦ ଗଜପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?