Posted inଜାତୀୟ

ଦଶହରାରେ କନ୍ୟା ପୂଜନ କଲେ ଯୋଗୀ: ସୋସିଆଲ୍‌ ମିଡ଼ିଆରେ ଅପଲୋଡ୍‌ କଲେ ଫଟୋ

ଗୋରଖପୁର, ୨୫।୧୦: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଦଶହରା ଅବସରରେ ରବିବାର କନ୍ୟା ପୂଜନ କରିଛନ୍ତି। ଗୋରଖପୁରରେ ଯୋଗୀ ନିଜ ହାତରେ କନ୍ୟାଙ୍କ ପାଦ ଧୋଇ ମଥାରେ ତିଳକ ଲଗାଇ ପୂଜାର୍ଚ୍ଚନା କରିଛନ୍ତି। ଏହାପରେ କନ୍ୟାମାନଙ୍କୁ ନିଜ ହାତରେ ଖୁଆଇଛନ୍ତି। ଏସମ୍ପର୍କରେ ଯୋଗୀ ଟୁଇଟ୍‌ କରି ଜଣାଇବା ସହିତ ଫଟୋ ଅପଲୋଡ୍‌ କରିଛନ୍ତି। ଯୋଗୀ କନ୍ୟା ପୂଜନ କରୁଥିବାର ଫଟୋ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିନ୍ଦେଙ୍କ ମୁଖ୍ୟମନ୍ତ୍ରିତ୍ୱକୁ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ, ୯।୭(ପି.ଟି.): ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଆସ୍ଥା ଭୋଟରେ ବିଜୟୀ ହୋଇଛନ୍ତି। ତାଙ୍କୁ ଭାଜପା ଏବଂ ଶିବସେନା ଓ ଅନ୍ୟ କେତେଜଣ ବିଧାୟକଙ୍କୁ ମିଶାଇ...

୪ବର୍ଷ ପୁରୁଣା ୫୦୦-୧୦୦୦ ଟଙ୍କିଆ ନୋଟ୍‌ ନେଇ ବ୍ୟାଙ୍କରେ ପହଞ୍ଚିଲେ ଦମ୍ପତି, ସତ୍ୟତା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଚେନ୍ନାଇ,୧୪।୭: ତାମିଲନାଡୁର ଇରୋଡ ଜିଲାରେ ଅଗରବତୀ ବିକ୍ରୟ କରୁଥିବା ଦୃଷ୍ଟିହୀନ ସ୍ତ୍ରୀ-ସ୍ବାମୀ ୪ ବର୍ଷ ପୂର୍ବେ କଷ୍ଟ ଉପାର୍ଜିତରେ ସଞ୍ଚୟ କରିଥିବା ୨୪,୦୦୦ ଟଙ୍କା ମୂଲ୍ୟହୀନ...

ଯୋଗୀ ସରକାରଙ୍କ ଶାସନରେ ପୋଲିସ ହୋଇଉଠିଛି ପ୍ରତିଶୋଧ ପରାୟଣ: ପ୍ରିୟଙ୍କା

ଲକ୍ଷ୍ନୌ,୩୦।୧୨: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କୁ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା କଡ଼ା ସମାଲୋଚନା କରିଛନ୍ତି। ଯୋଗୀ ସରକାରଙ୍କ ଶାସନରେ ପୋଲିସ ପ୍ରତିଶୋଧ...

ଭାଜପା ସଂସଦୀୟ ଦଳ ବୈଠକ: ସଦସ୍ୟଙ୍କ ଉପସ୍ଥାନ ଏବଂ ଭାଷା ସଞ୍ଜମତା ଉପରେ ଗୁରୁତ୍ୱ

ନୂଆଦିଲ୍ଲୀ,୩।୧୨: ଭାଜପା ସଂସଦୀୟ ଦଳ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଯୋଗଦେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ସଂସଦରେ ଭାଜପା ସଦସ୍ୟଙ୍କ ଉପସ୍ଥାପନ ନେଇ...

ଅହମଦାବାଦ୍‌ରେ ୩୩୪ ସୁପର ସ୍ପ୍ରେଡର: ମେ ୧୫ ପର୍ଯ୍ୟନ୍ତ ସମସ୍ତ ଦୋକାନ ବନ୍ଦ

ଅହମଦାବାଦ୍‌,୧୦।୫: ଗୁଜରାଟରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଅହମଦାବାଦ୍‌ରେ କରୋନା ସଂକ୍ରମଣ ବଢ଼ାଇଥିବା ୩୩୪ ଜଣ ସୁପର ସ୍ପ୍ରେଡରଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କ ଦ୍ୱାରା...

ଚାକିରି ଦେବାକୁ କହି ୧୦୦ କୋଟିର ଠକେଇ: ର଼୍ୟାକେଟରେ ୭୦ ବର୍ଷ ବୟସ୍କା ବୃଦ୍ଧା ସାମିଲ୍‌

ନୋଏଡ଼ା, ୨୯।୮: ଏକ ବଡ଼ ଧରଣର ଠକେଇ ର଼୍ୟାକେଟର ପର୍ଦ୍ଦାଫାଶ୍‌ ହୋଇଛି। ନୋଏଡ଼ା ପୋଲିସ ପକ୍ଷରୁ ଏନେଇ ତନାଘନା ଆରମ୍ଭ ହୋଇଛି। ୧୦୦ କୋଟି ଟଙ୍କାର...

ପୂର୍ବତନ କେନ୍ଦ୍ରମନ୍ତ୍ରୀ ରଘୁବଂଶ ପ୍ରସାଦ କରୋନାରେ ପୀଡ଼ିତ

ପାଟନା,୧୭।୬: ଚାଇନାର ଉହାନରୁ ଆରମ୍ଭ ହୋଇଥିବା କରୋନା ଭାଇରସ୍‌ ସଂକ୍ରମଣର ପ୍ରକୋପ ଏବେ ଭାରତରେ ଦିନକୁ ଦିନ ଜଟିଳ ହେବାରେ ଲାଗିିଛି। ଏହାର ମୁକାବିଲା ପାଇଁ...

କମିବାର ନାଁ ନେଉନାହିଁ ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ,୨୫।୨: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୩...

Advertisement
Archives

Model This Week