Posted inଜାତୀୟ

ଭୂମିପୂଜାରେ ଅଯୋଧ୍ୟରେ ଭିଡ଼ ଏକତ୍ରିତ ନ କରିବାକୁ ଯୋଗୀଙ୍କ ଅପିଲ୍‌

ଆଯୋଧ୍ୟା,୩୧।୭: ଉତ୍ତରପ୍ରଦେଶରେ କରୋନା ଭାଇରସ୍‌ ମହାମାରୀକୁ ଦୃଷ୍ଟିରେ ରଖି ଆଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ଲାଗି ଅଗଷ୍ଟ ୫ରେ ହେବାକୁ ଥିବା ଭୂମିପୂଜା କାର୍ଯ୍ୟକ୍ରମରେ ଭିଡ଼ ନ ଜମାଇବା ପାଇଁ ଲୋକଙ୍କୁ ନିବେଦନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଲକ୍ଷାଧିକ ଲୋକ ସାମିଲ ହେବାକୁ ଇଚ୍ଛୁକ ଅଛନ୍ତି। କିନ୍ତୁ ଏହି ମହାମାରୀ କରୋନା ଯୋଗୁ ଏହା ସମ୍ଭବପର ହୋଇପାରିନାହିଁ। ତେଣୁ କରୋନା କାଳରେ ସମସ୍ତ ନିୟମକୁ ପାଳନ କରି ଏହି ବଡ଼ ଆୟୋଜନକୁ ସମ୍ପନ୍ନ କରିବାକୁ ଚାହୁଁଛନ୍ତି ଯୋଗୀ ସରକାର। ଏଥିପାଇଁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଭୂମିପୂଜା ସମୟରେ ଭିଡ଼ ଏକତ୍ରିତ ନ କରିବାକୁ ସାଧାରଣ ଜନତାଙ୍କୁ ନିବେଦନ କରିଛନ୍ତି। ସେ କହିଛନ୍ତି, ଘରେ ରହି ଏହି କାର୍ଯ୍ୟକ୍ରମର ସିଧା ପ୍ରସାରଣ ଉପଭୋଗ କରନ୍ତୁ ଏବଂ ନିଜ ଘରେ ଦୀପ ଜଳାଇବା ସହ ଅଖଣ୍ଡ ରାମାୟଣ ପାଠ କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଥାନାରେ ପହଞ୍ଚିଲେ ଯୁବତୀ

କେନ୍ଦୁଝର,୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବାଲେଶ୍ୱର ଜିଲା…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri