Posted inଜାତୀୟ

ରାଜଧାନୀରେ ଯୋଗୀଙ୍କ ବୁଲ୍‌ଡୋଜର, ୧୫୦ କୋଟିର ଜମିରୁ ହଟିଲା ଜବର ଦଖଲ…

ନୂଆଦିଲ୍ଲୀ,୨୨।୭: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟରେ ଜବର ଦଖଲ ହଟାଇବା ଅଭିଯାନ ଜାରି ରଖିଛନ୍ତି। ଏବେ ଯୋଗୀ ଦିଲ୍ଲୀରେ ପହଞ୍ଚିଛନ୍ତି। ଏଠାରେ ମଦନପୁର ଖାଦରଠାରେ ଥିବା ରୋହିଙ୍ଗା କ୍ୟାମ୍ପ୍‌କୁ ହଠାଇ ଦିଆଯାଇଛି। ଉତ୍ତରପ୍ରଦେଶ ଜଳସେଚନ ବିଭାଗର ୨.୧୦ ହେକ୍ଟର ଜମି ଉପରେ ରୋହିଙ୍ଗ୍ୟା କ୍ୟାମ୍ପ୍‌ ରହିଥିଲା। ଏହାର ଆନୁମାନିକ ମୂଲ୍ୟ ୧୫୦ କୋଟି ଟଙ୍କା ହେବ ବୋଲି କୁହାଯାଉଛି। ଗୁରୁବାର ଭୋର୍‌ ୪ଟାଠାରୁ ଏଠାରେ ଜବର ଦଖଲ ହଟାଇବା ଅଭିଯାନ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଆରମ୍ଭ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୬ ଜଣଙ୍କ ମୃତ୍ୟୁ…

ମୁମ୍ବାଇ, ୧୪।୮ : ରବିବାର ସକାଳେ ମହାରାଷ୍ଟ୍ରର ବିଡ ଜିଲାରେ ଏକ କାର ଏବଂ ଟେମ୍ପୋ ମଧ୍ୟରେ ମୁହାଁମୁହିଁ ଧକ୍କା ଘଟିଛି। ଏହି ମର୍ମନ୍ତୁଦ ସଡ଼କ...

ସେନାରେ ୩୩୩ ଅଧିକାରୀ ସାମିଲ

ଡେରାଡୁନ,୧୪ା୬: ଉତ୍ତରାଖଣ୍ଡର ଡେରାଡୁନ୍‌ସ୍ଥିତ ଭାରତୀୟ ମିଲେଟାରୀ ଏକାଡେମୀ (ଆଇଏମ୍‌ଏ)ରେ ପାସିଂ ଆଉଟ୍‌ ପରେଡ୍‌ ଶନିବାର ଅନୁଷ୍ଠିତ ହୋଇଯାଇଛି। ପ୍ରଶିକ୍ଷଣ ଶେଷ ପରେ ସେନାରେ ସାମିଲ ହୋଇଛନ୍ତି...

ସକାଳୁ ଖାଲି ପେଟରେ ପିଅନ୍ତୁ ପଇଡ଼ ପାଣି..ମିଳିବ ଅନେକ ଫାଇଦା

ଶରୀର ପାଇଁ ବେଶ୍‌ ଲାଭଦାୟକ ପଇଡ଼ ପାଣି। ସକାଳେ ଖାଲି ପେଟରେ ପଇଡ ପାଣି ପିଇଲେ ଅଧିକ ଫଳପ୍ରଦ ହୋଇଥାଏ। ପଇଡ଼ ପାଣିରେ ଆଣ୍ଟିଅକ୍ସିଡାଣ୍ଟ, ଭିଟାମିନ-ସି,...

କୃଷକ ଆନ୍ଦୋଳନକୁ ସମର୍ଥନ କଲେ ପ୍ରବାସୀ ଭାରତୀୟ, ଭାଲେଣ୍ଟାଇନ୍‌ ଡେ’ରୁ ଆରମ୍ଭ ହେଲା ଗୋଲାପ ଅଭିଯାନ

ନ୍ୟୁୟର୍କ,୧୪।୨: ଭାରତରେ ୩ଟି ନୂତନ କୃଷି ନିୟମ ବିରୋଧରେ ଆନ୍ଦୋଳନ କରୁଥିବା କୃଷକଙ୍କୁ ଆମେରିକାରେ ରହୁଥିବା ପ୍ରବାସୀ ଭାରତୀୟ ସଂଗଠନ ସମର୍ଥନ ଜଣାଇଛି। ରବିବାର ଭାଲେଣ୍ଟାଇନ...

ବିନା ଅନୁମତିରେ ଧାର୍ମିକ ଶୋଭାଯାତ୍ରା ମନା

ଲକ୍ଷ୍ନୌ,୧୯।୪:ଉତ୍ତରପ୍ରଦେଶର ଯୋଗୀ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏଣିକି ରାଜ୍ୟରେ ବିନା ଅନୁମତିରେ କୌଣସି ଶୋଭାଯାତ୍ରା ଏବଂ ଧାର୍ମିକ ଶୋଭାଯାତ୍ରା ଉପରେ ନିଷେଧାଦେଶ ଜାରି...

ଅନ୍ତିମ ସଂସ୍କାର ପାଇଁ ଶ୍ମଶାନ ଘାଟରେ ସରୁନି ଅପେକ୍ଷା

ରାୟପୁର,୧୨।୪: ଦେଶରେ କରୋନାର ଦ୍ୱିତୀୟ ଲହର ଜାରି ରହିଥିବା ବେଳେ ଏହାର ନୂଆ ଷ୍ଟ୍ରେନ୍‌ ଦ୍ରୁତି ଗତିରେ ବ୍ୟାପିବାରେ ଲାଗିଛି। ମହାରାଷ୍ଟ୍ର, ଦିଲ୍ଲୀ, ପଞ୍ଜାବ ଓ...

ପଞ୍ଜାବରେ ଆତଙ୍କବାଦୀଙ୍କ ଅନୁପ୍ରବେଶ: ବଡ଼ ଧରଣର ଆକ୍ରମଣ ଆଶଙ୍କା

ଚଣ୍ଡିଗଡ଼,୧୬।୧୦: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟାଯିବା ପରେ ବିଚଳିତ ହୋଇପଡ଼ିଛି ପାକିସ୍ତାନ। ଫଳରେ ପାକିସ୍ତାନ ଲଗାତର ଭାରତ ସୀମାରେ ଅସ୍ତ୍ରବିରତି ଉଲ୍ଲଂଘନ କରିବା ସହ ଆତଙ୍କବାଦୀଙ୍କୁ...

ସଂସ୍କୃତ ସହର ହେବ ବାରାଣସୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆସନ ବାରାଣସୀ ‘ସଂସ୍କୃତ ସହର’ ଭାବେ ପରିଚିତ ହେବ। ଏ ନେଇ ଉତ୍ତରପ୍ରଦେଶ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ବାରାଣସୀରେ ୧୧୦ରୁ...

Advertisement
Archives

Model This Week