Posted inଜାତୀୟ

ସମାଜବାଦୀ ପାର୍ଟିରେ ଯୋଗଦେଲେ ଯୋଗୀଙ୍କ ମନ୍ତ୍ରୀ

ଲକ୍ଷ୍ନୌ/ନୂଆଦିଲ୍ଲୀ: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପାକୁ ଏକ ବଡ ଝଟକା ଲାଗିଛି। ଯୋଗୀ ସରକାରଙ୍କ ବରିଷ୍ଠ ମନ୍ତ୍ରୀ ତଥା ପଛୁଆ ଜାତିର ନେତା ସ୍ବାମୀ ପ୍ରସାଦ ମୌର୍ଯ୍ୟ ଦଳରୁ ଇସ୍ତଫା ଦେଇ ସମାଜବାଦୀ ପାର୍ଟି(ଏସ୍‌ପି)ରେ ଯୋଗ ଦେଇଛନ୍ତି। ୨୦୧୭ ବିଧାନସଭା ନିର୍ବାଚନ ପୂର୍ବରୁ ମଧ୍ୟ ସେ ଏସ୍‌ପି ଛାଡି ଭାଜପାରେ ଯୋଗ ଦେଇଥିଲେ। ଏହାପୂର୍ବରୁ ସେ ବିଏସ୍‌ପି ସରକାରରେ ମଧ୍ୟ ମନ୍ତ୍ରୀ ଥିଲେ। ପରେ ସେ ମାୟାବତୀଙ୍କୁ ଛାଡି ଏସ୍‌ପିରେ ଯୋଗ ଦେଇଥିଲେ।

ବରିଷ୍ଠ ନେତା ସ୍ବାମୀ ପ୍ରସାଦ ମୌର୍ଯ୍ୟ ମଙ୍ଗଳବାର ସମାଜବାଦୀ ପାର୍ଟିରେ ଯୋଗ ଦେଇଥିବା ନେଇ ଦଳର ଅଧ୍ୟକ୍ଷ ଅଖିଳେଶ ଯାଦବ ଟୁଇଟ୍‌ କରି ଏହି ସୂଚନା ଦେଇଛନ୍ତି। ସାମାଜିକ ନ୍ୟାୟ ଏବଂ ସମାନତା ପାଇଁ ସଂଗ୍ରାମ କରୁଥିବା ଲୋକପ୍ରିୟ ନେତା ସ୍ବାମୀ ପ୍ରସାଦ ମୌର୍ଯ୍ୟ ଏବଂ ତାଙ୍କ ସହ ଆସିଥିବା ଅନ୍ୟ ସମସ୍ତ ନେତା, କର୍ମୀ ଏବଂ ସମର୍ଥକଙ୍କୁ ସମାଜବାଦୀ ପାର୍ଟି ପକ୍ଷରୁ ସ୍ବାଗତ କରାଯାଇଥିବା ଅଖିଳେଶ ଟୁଇଟ୍‌ରରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଏନ୍‌ଏସିର ଠିକଣା ବଦଳିଲା, ଏଣିକି ନୂଆ ପରିଚୟ ହେଉଛି…

ଗଞ୍ଜାମ,୨୭ା୪(ବିଦ୍ୟାଧର ସାହୁ): ଗଞ୍ଜାମ ସହର ବଡ଼ ବଜାରଠାରେ ଥିବା ବହୁ ପୁରାତନ ଏନ୍‌ଏସି କାର୍ଯ୍ୟାଳୟ ଏବେ ଖାଁ ଖାଁ। ବର୍ତ୍ତମାନ ଗଞ୍ଜାମ ଏନ୍‌ଏସିର ନୂଆ ପରିଚୟ ଏବେ…

ପାକିସ୍ତାନକୁ ଭାରତୀୟ ସେନାର କଡ଼ା ଚେତାବନୀ, କହିଲା ‘ପ୍ରମାଣ ଯୁକ୍ତି କରେ ନାହିଁ; ଏହା ନିଷ୍ପତ୍ତି ନିଏ – କେବଳ ୨୨ ମିନିଟରେ…”

ନୂଆଦିଲ୍ଲୀ,୨୭।୪: ଅପରେଶନ ସିନ୍ଦୂରର ବାର୍ଷିକୀ ପୂର୍ବରୁ, ଭାରତୀୟ ସେନା ସୋମବାର ସୋସିଆଲ ମିଡିଆରେ ଏକ ପୋଷ୍ଟ ଶେୟାର କରିଥିଲା, ଯେଉଁଥିରେ ସେ ବର୍ଣ୍ଣନା କରିଥିଲା ଯେ କିପରି…

ରାଜ୍ୟସଭା ସଚିବାଳୟର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଭାଜପାର ହେଲେ ରାଘବ ଚଢାଙ୍କ ସମେତ ସମସ୍ତ ୭ ବିଦ୍ରୋହୀ ଏଏପି ଏମପି

ନୂଆଦିଲ୍ଲୀ,୨୭।୪: ଅରବିନ୍ଦ କେଜ୍ରିୱାଲଙ୍କ ଆମ ଆଦମୀ ପାର୍ଟି (AAP) କୁ ବଡ଼ ଝଟକା ଲାଗିଛି। ରାଜ୍ୟ ସଭା ସମସ୍ତ ବିଦ୍ରୋହୀ AAP ଏମପିଙ୍କୁ – ରାଘବ ଚଡ୍ଡାଙ୍କ…

ଆନ୍ଧ୍ର ବି.ଇଡି ନାମଲେଖା ନାଁରେ ଠକେଇ, ୨ ଗିରଫ

ଝାରସୁଗୁଡ଼ା,୨୭।୪ (ଆଶିଷ ରଞ୍ଜନ ଦାଶ): ଓଡ଼ିଶାର ଅନେକ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ସହ ଖେଳୁଥିବା ଏକ ଆନ୍ତଃରାଜ୍ୟ ଶିକ୍ଷା ଠକେଇ ର଼୍ୟାକେଟକୁ ଝାରସୁଗୁଡ଼ା ପୋଲିସ ଧରିଛି। ଆନ୍ଧ୍ରପ୍ରଦେଶର ବିଭିନ୍ନ…

ଆରମ୍ଭ ହେବ ମା’ ମୁତ୍ୟାଲୁମାଙ୍କ ନବଦିନ ଘଟଯାତ୍ରା, ରଙ୍ଗବେରଙ୍ଗ ଆଲୋକମାଳା ଝଲସୁଛି କୋରାପୁଟ ସହର

କୋରାପୁଟ,୨୭।୪(ଅମିତାଭ ବେହେରା ): ସୋମବାରଠୁ କୋରାପୁଟ ସହରରେ ଆରମ୍ଭ ହେବାକୁ ଯାଉଛି ମା’ ମୁତ୍ୟାଲୁମାଙ୍କ ନବଦିନ ଘଟଯାତ୍ରା । ତେଣୁ ମା’ଙ୍କ ପୁଚିଲାସାହିସ୍ଥିତ ଅସ୍ଥାୟୀ ମଣ୍ଡପ ସମେତ…

‘ମୁଁ ବଳାତ୍କାରୀ ନୁହେଁ…’ନିଜ ସହିତ ଘଟିଥିବା ଗୁଳିକାଣ୍ଡ ଘଟଣା ପରେ କାହିଁକି ଏମିତି କହିଲେ ଟ୍ରମ୍ପ? ଜାଣନ୍ତୁ ଏହାର ବଡ଼ କାରଣ

ଓ୍ବାଶିଂଟନ,୨୭।୪: ୱାଶିଂଟନ, ଡି.ସି.ରେ ହ୍ବାଇଟ ହାଉସ କରେସପଣ୍ଡେଣ୍ଟ୍ସଙ୍କ ରାତ୍ରୀଭୋଜନ ସମୟରେ ଏକ ଅସ୍ତ୍ରଶସ୍ତ୍ର ଧରି ଜଣେ ସନ୍ଦିଗ୍ଧ ବ୍ୟକ୍ତି କାର୍ଯ୍ୟକ୍ରମ ଭଙ୍ଗ କରିବାରୁ ବିଶୃଙ୍ଖଳା ସୃଷ୍ଟି ହୋଇଥିଲା।…

କେନାଲ ପାଣି ବନ୍ଦ ଘୋଷଣା, ଚାଷୀଙ୍କୁ ଫସଲ ରକ୍ଷା ଚିନ୍ତା

ବରଗଡ଼/ଭେଡ଼େନ,୨୭।୪(ପ୍ରେମାନନ୍ଦ ଖମାରୀ/ହୃଷୀକେଶ ଖମାରୀ): ବରଗଡ଼ ମୁଖ୍ୟ କେନାଲ ସେଚାଞ୍ଚଳ ଚାଷୀଙ୍କ ଜୀବନ ରେଖା। ହୀରାକୁଦ ଜଳଭଣ୍ଡାରରୁ ବାହାରିଥିବା ଏହି କେନାଲ ଉପରେ କେବଳ ବରଗଡ଼ ନୁହେଁ, ପଡ଼ୋଶୀ…

୧୭୮ ଯାତ୍ରୀଙ୍କୁ ନେଇ ଭୋପାଳ ଯାଉଥିବା ଏୟାର ଇଣ୍ଡିଆ ବିମାନର ଏମର୍ଜେନ୍ସି ଲ୍ୟାଣ୍ଡିଂ

ମୁମ୍ବାଇ,୨୭।୪: ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇରୁ ଭୋପାଳ ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନକୁ ରବିବାର (୨୬ ଏପ୍ରିଲ) ଏକ ଯାନ୍ତ୍ରିକ ତ୍ରୁଟି ଯୋଗୁ ରାଜା ଭୋଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri