ଯୋଗମାୟା ପୀଠକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତା ଦିଆଯାଉ: ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କେସିଙ୍ଗା,୨ା୯(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ୍‌ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ପୀଠକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତା ଦେବା ସହ ପୀଠର ଉନ୍ନତୀକରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଟ୍ରଷ୍ଟର ସଦସ୍ୟମାନେ ରବିବାର ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି। ଏହା ସହ ମା’ଙ୍କ ପ୍ରତିମୂର୍ତ୍ତି ଓ ମନ୍ଦିର ପରିସରରୁ ଉତ୍ପାଦିତ ରୁଦ୍ରାକ୍ଷ ପ୍ରଦାନ କରିଥିଲେ। ପ୍ରାକୃତିକ ପରିବେଶରେ ଥିବା ଏହି ପୀଠକୁ ବହୁ ପର୍ଯ୍ୟଟକ ଦୂରଦୂରାନ୍ତରୁ ପରିଦର୍ଶନରେ ଆସିଥାନ୍ତି। କିନ୍ତୁ ସରକାରୀ ସ୍ତରରେ ଏହାର ବିକାଶ ଓ ଉନ୍ନୟନ କରାଯାଇ ନାହିଁ। ଏହାର ଉନ୍ନତୀକରଣ ହେଲେ ଅଞ୍ଚଳର ଆର୍ଥିକ ବିକାଶ ହେବ ଓ ବହୁ ଲୋକ ରୋଜଗାର ପାଇପାରିବ ବୋଲି ଟ୍ରଷ୍ଟ ସଦସ୍ୟମାନେ ଦର୍ଶାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତାତିଲେ ଚାଷୀ, ୧୦ରେ ଜେଲଭରୋ ଆନ୍ଦୋଳନ: ଚାଷ, ଚାଷୀ ସମସ୍ୟା ଅସମାହିତ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। କିନ୍ତୁ ଏଠାରେ ଚାଷ ଓ…

ତାବରସାହି ଜଙ୍ଗଲରୁ ୨୫ ଲକ୍ଷର ଗଞ୍ଜେଇ ଜବତ, ଗୋଡ଼ାଇ ଗୋଡ଼ାଇ ବାନ୍ଧିଲା ପୋଲିସ

ମୋହନା,୫ା୮(ମନ୍ମଥ ମିଶ୍ର): ଗଜପତି ଜିଲା ରା.ଉଦୟଗିରି ଥାନା ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲାର ପର୍ଦ୍ଦାଫାଶ କରିଛି । ୨୫୧ କିଲୋଗ୍ରାମ ୨୦୦ ଗ୍ରାମ…

ଯୋଗ୍ୟ ଶିକ୍ଷାନୁଷ୍ଠାନକୁ ଅନୁଦାନ ପ୍ରଦାନ ଦିଆଯାଉ, ଭଞ୍ଜନଗର ବିଧାୟକଙ୍କୁ ଦାବିପତ୍ର

ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଓଡିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି, ଭଞ୍ଜନଗର ବ୍ଲକ ତରଫରୁ ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ଭଞ୍ଜନଗର ବିଧାୟକ…

ବନ୍ୟା କ୍ଷୟକ୍ଷତି ଆକଳନ କଲେ ମନ୍ତ୍ରୀ, ପ୍ରଭାବିତ ଅଞ୍ଚଳରେ ହେବ…

କେନ୍ଦୁଝର,୫ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପଞ୍ଚାୟତିରାଜ ଓ ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାଏକ ବୁଧବାର କେନ୍ଦୁଝର ସର୍କିଟ ହାଉସ୍‌ଠାରେ ବନ୍ୟା ଦ୍ୱାରା ହୋଇଥିବା…

ବ୍ଲକଗ୍ରାଣ୍ଟ ଶିକ୍ଷକଙ୍କ ଧାରଣା

କୃଷ୍ଣପ୍ରସାଦ, ୫।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନ ଧରି ବିଭିନ୍ନ ଦାବି ନେଇ ବ୍ଲକଗ୍ରାଣ୍ଟ ଶିକ୍ଷକମାନେ ରାଜରାସ୍ତାକୁ ଓହ୍ଲାଇ ଆସୁଛନ୍ତି। ପୂର୍ବରୁ ବିଧାନସଭା ସମ୍ମୁଖରେ ଶିକ୍ଷୟିତ୍ରୀମାନେ ମାଣବସା ଗୁରୁବାର…

୨୬ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ RTOର ୨ କର୍ମଚାରୀ, ବାନ୍ଧିଲା ଭିଜିଲାନ୍ସ

ରାଉରକେଲା,୫ା୮(ସଙ୍ଗୀତା ଜେନା) : ଭିଜିଲାନ୍ସ ଜାଲରେ ରାଉରକେଲା RTOର ୨ କର୍ମଚାରୀ । ବ୍ୟାଙ୍କ ଦ୍ୱାରା ନିଲାମ ହୋଇଥିବା ଦୁଇଟି ଟ୍ରକ୍‌ର ନୂତନ ପଞ୍ଜୀକରଣ ପ୍ରମାଣପତ୍ର (ଏଫ୍‌ଆର୍‌ସି)…

ମୁମ୍ବାଇରେ ଶ୍ରମିକଙ୍କ ମୃତ୍ୟୁ, ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ପ୍ରଚେଷ୍ଟାରେ ଗାଁରେ ପହଞ୍ଚିଲା ମୃତଦେହ, କାନ୍ଦବୋବାଳିରେ…

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଛୋଟରାୟପୁର- ବାସୁଦେବପୁର ଗ୍ରାମ ବଡ଼ସାହିର ପ୍ରଦୀପ ମହାରଣାଙ୍କ ୨ୟ ପୁଅ ସନ୍ତୋଷ ମହାରଣା(୩୬) ପରିବାର ପରିପୋଷଣ ନିମନ୍ତେ…

ବାଇକରେ ବନ୍ୟାଞ୍ଚଳ ବୁଲିଲେ ମନ୍ତ୍ରୀ, ହାଟଡିହୀ ଅଞ୍ଚଳକୁ ନେଇ କହିଲେ…

ହାଟଡିହୀ/ଛେନାପଦୀ,୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀର ବନ୍ୟା ପରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଅନେକ ଅଞ୍ଚଳ କ୍ଷତିଗ୍ରସ୍ତ ହୋଇଥିଲା । ତେବେ ରାଜ୍ୟ ପଞ୍ଚାୟତିରାଜ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri