ଦକ୍ଷିଣ କୋରିଆର ନୂଆ ରାଷ୍ଟ୍ରପତି ଭାବେ ଶପଥ ନେଲେ ୟୁନ ସୁକ-ୟୋଲ

ସିଓଲ୍‌,୧୦।୫: ଦକ୍ଷିଣ କୋରିଆର ରକ୍ଷଣଶୀଳ ନେତା ୟୁନ ସୁକ ୟୋଲ ମଙ୍ଗଳବାର ଦେଶର ରାଷ୍ଟ୍ରପତି ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ମଙ୍ଗଳବାର ଦିନ ସିଓଲରେ ଅନୁଷ୍ଠିତ ଶପଥ ଗ୍ରହଣ ସମାରୋହରେ ୟୁନ ସୁକ ୟୋଲ କହିଛନ୍ତି, ଯଦି ଉତ୍ତର କୋରିଆ ପରମାଣୁ ନିରସ୍ତ୍ରୀକରଣ କରିବାକୁ ରାଜି ହୁଏ ତେବେ ସେ ଏହାର ଅର୍ଥନୀତିରେ ଉନ୍ନତି ଆଣିବା ପାଇଁ ଏକ ଦୃଢ ଯୋଜନା ଉପସ୍ଥାପନ କରିବେ।
ଉତ୍ତର କୋରିଆ ବିରୋଧରେ ସର୍ବଦା କଠୋର ଆଭିମୁଖ୍ୟ ଗ୍ରହଣ କରୁଥିବା ୟୁନ ଶପଥ ଗ୍ରହଣ ସମାରୋହରେ ଉତ୍ତର କୋରିଆର ପରମାଣୁ ପରୀକ୍ଷଣ ପ୍ରସ୍ତୁତି ବିଷୟରେ ଉଦ୍ଦିଷ୍ଟ ଚିନ୍ତାଧାରା ବିରୋଧରେ କୌଣସି ଦୃଢ ବାର୍ତ୍ତା ଦେଇ ନାହାନ୍ତି। ଏଥି ସହିତ ଉତ୍ତର କୋରିଆ ମଧ୍ୟ ତାଙ୍କ ପ୍ରସ୍ତାବକୁ ଗ୍ରହଣ କରିବ କି ନାହିଁ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। କାରଣ ଉତ୍ତର କୋରିଆ ପୂର୍ବରୁ ମଧ୍ୟ ପରମାଣୁ ନିରସ୍ତ୍ରୀକରଣ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି।
ମୁଖ୍ୟ ବିରୋଧୀ ପିପୁଲ୍ସ ପାୱାର ପାର୍ଟିର ୬୦ ବର୍ଷୀୟ ୟୁନ୍‌ ୪୮.୬ ପ୍ରତିଶତ ଭୋଟ ଜିତିବା ପରେ ଶାସକ ଡେମୋକ୍ରାଟିକ ପାର୍ଟିର ଲି ଜେ-ମାଇଙ୍ଗଙ୍କୁ ରାଷ୍ଟ୍ରପତି ଦୌଡରୁ ବାହାର କରିଦେଇଥିଲେ। ଡେମୋକ୍ରାଟିକ ପାର୍ଟି ପ୍ରାର୍ଥୀ ୪୭.୮ ପ୍ରତିଶତ ଭୋଟ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ତାରିକ୍ ରହମାନ

ନୂଆଦିଲ୍ଲୀ,୧୭।୨: ଦୀର୍ଘ ଦୁଇ ବର୍ଷର ଅନିଶ୍ଚିତତା ପରେ ବାଂଲାଦେଶରେ ଏକ ନୂତନ ରାଜନୈତିକ ଯୁଗର ଆରମ୍ଭ ହୋଇଛି। ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ମୁଖ୍ୟ ତାରିକ ରହମାନ…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri