ସୁଗା ହେବେ ଜାପାନ ପ୍ରଧାନମନ୍ତ୍ରୀ

ଟୋକିଓ,୧୪।୯-ଜାପାନର ସର୍ବାଧିକ କାଳ ମୁଖ୍ୟ କ୍ୟାବେନେଟ ସଚିବ ରହି ଆସିଥିବା ୟୋଶିହିଡେ ସୁଗା ଦେଶର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ହେବାକୁ ଯାଉଛନ୍ତି। ସୋମବାର ଶାସକ ଲିବେରାଲ ଡେମୋକ୍ରାଟିକ ପାର୍ଟିର(ଏଲଡିପି)ର ସଭାପତି ନିର୍ବାଚିତ ହେବା ପରେ ସେ ସିଞ୍ଜୋ ଆବେଙ୍କ ସ୍ଥାନରେ ସେପ୍ଟେମ୍ବର ୧୬ରେ ଦାୟିତ୍ୱ ଗ୍ରହଣ କରିବେ ବୋଲି ସୂଚନା ମିଳିଛି।
ଗତମାସ ଶେଷ ଆଡକୁ ଆବେ ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ପ୍ରଧାନମନ୍ତ୍ରୀ ପଦରୁ ଓହରି ଯିବାକୁ ଘୋଷଣା କରିଥିଲେ।
ଉଲ୍ଲେଖଯୋଗ୍ୟ, ଆବେଙ୍କ ଅତି ଘନିଷ୍ଠ ଥିବା ୭୧ ବର୍ଷିୟ ସୁଗା ଏକ କୃଷକ ପରିବାରରୁ ଆସିଛନ୍ତି। ସେ ୧୯୮୭ରେ ୟୋକୋହାମା ସିଟି ନିର୍ବାଚନ ଜିତିଥିଲେ। ତେବେ ସେ ୧୯୯୬ରେ ଜାତୀୟ ରାଜନୀତିରେ ପ୍ରବେଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉପ ମୁଖ୍ୟମନ୍ତ୍ରୀଙ୍କୁ କଡ଼ା ଟାର୍ଗେଟ କଲା ବିଜେଡି

ବରଗଡ଼,୧୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଏକ ପାୱାର ସବ୍‌ଷ୍ଟେଶନ ଉଦ୍‌ଘାଟନ କରିବା ପାଇଁ ରବିବାର ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସିଥିଲେ। ତେବେ ଗତ ସାଧାରଣ ନିର୍ବାଚନ…

ବରଗଡ଼ ରାଜନୀତିରେ ହଇଚଇ, ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଏମପିଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା

ଅତାବିରା,୧୨ା୭(ଯୁଧିଷ୍ଠିର ମହାପାତ୍ର): ଅତାବିରାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କ ଉପସ୍ଥିତିରେ ଆୟୋଜିତ ବହୁମୁଖୀ ଭବନ ଲୋକାର୍ପଣ ଓ ବୁଦ୍ଧିଜୀବୀ ସମ୍ମିଳନୀରେ ବରଗଡ଼ ଜିଲାର ସମସ୍ତ ଭାଜପା ବିଧାୟକ…

ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ଚନ୍ଦ୍ରବାବୁ, ୨୦୪୭ ସୁଦ୍ଧା ଭାରତ…

ଅମରାବତୀ,୧୨।୭: ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ଭାରତ ବିଶ୍ୱ ସ୍ତରରେ…

ପୁରୁଷୋତ୍ତମପୁର ରଥଯାତ୍ରା ନେଇ ପୋଲିସର ପ୍ରସ୍ତୁତି

ପୁରୁଷୋତ୍ତମପୁର,୧୨ା୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ରଥଯାତ୍ରାର ସୁପରିଚାଳନା ନେଇ ଏକ ପ୍ରସ୍ତୁତି ବୈଠକ ଆଇଆଇସି କୁଳମଣିସେଠୀଙ୍କ ତତ୍ତ୍ୱାବଧାନରେ ରବିବାର ଅନୁଷ୍ଠିତ ହୋଇଯାଇଛି।…

ଦିଗପହଣ୍ଡିରେ ହେବ ଖେମୁଣ୍ଡି ଲୋକ ମହୋତ୍ସବ, ୨ ମନ୍ତ୍ରୀ ୪ ବିଧାୟକଙ୍କୁ କରାଯିବ ନିମନ୍ତ୍ରଣ

ଦିଗପହଣ୍ଡି,୧୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ରବିବାର ଅପରାହ୍ନରେ ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ପ୍ରସ୍ତୁତି ବୈଠକ…

କନ୍ଧମାଳରୁ ଗଞ୍ଜେଇ ଚଲାଣ ବେଳେ ମାଡ଼ି ବସିଲା ପୋଲିସ, ଆଉ ତା’ପରେ…

ଭଞ୍ଜନଗର,୧୨।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବୁଗୁଡ଼ା ଥାନା…

ଡେଲିଭରି ବୟର ସଙ୍ଗୀନ କାରନାମା! ଅର୍ଡର ଦେବା ପରେ ପଶିଲେ, ମହିଳାଙ୍କୁ ପ୍ରାଇଭେଟ୍ ପାର୍ଟ…

ବେଙ୍ଗାଲୁରୁ,୧୨।୭: ଶନିବାର ବେଙ୍ଗାଲୁରୁରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଡେଲିଭରି ଏଜେଣ୍ଟ ଘରେ ଜୋରଜବରଦସ୍ତ ପ୍ରବେଶ କରି ମହିଳାଙ୍କ ସମ୍ମୁଖରେ ଅଶ୍ଳୀଳ କାର୍ଯ୍ୟ…

ଜାତୀୟସ୍ତରରେ ସମ୍ମାନିତ ହେଲେ ବ୍ରାହ୍ମଣୀଗାଁର ଝିଅ ଲକ୍ଷ୍ମୀପ୍ରିୟା

ଦାରିଙ୍ଗବାଡ଼ି, ୧୨ା୭ (ଅରୁଣ ସାହୁ): ଦାରିଙ୍ଗବାଡ଼ି ବ୍ଲକ୍‌ ବ୍ରାହ୍ମଣୀଗାଁ ଅଞ୍ଚଳରର ଝିଅ ଲକ୍ଷ୍ମୀପ୍ରିୟା ପରିଡ଼ା ପୁଣିଥରେ ଜାତୀୟସ୍ତରରେ ସମ୍ବର୍ଦ୍ଧିତ ହୋଇ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri