Posted inଖେଳ

ତୁମେ ବହୁତ ବଡ଼ ଲୋକ, କେହି ତୁମକୁ ଛୁଇଁ ପାରିବେ ନାହିଁ: ବିମାନବନ୍ଦରରେ କାହାକୁ ଏମିତି କହିଲେ ରୋହିତ ଶର୍ମା

ମୁମ୍ବାଇ,୧।୯: ଭାରତୀୟ ଦିନିକିଆ ଦଳର ଅଧିନାୟକ ରୋହିତ ଶର୍ମା ଫିଟନେସ ପରୀକ୍ଷାରେ ପାସ କରି ମୁମ୍ବାଇ ଫେରିଛନ୍ତି। BCCIର ସେଣ୍ଟର ଅଫ ଏକ୍ସଲେନ୍ସରେ ତାଙ୍କର ୟୋ-ୟୋ ପରୀକ୍ଷା ହୋଇଥିଲା। ଏଥିରେ ସେ ପାସ କରିଥିଲେ। ବିମାନବନ୍ଦରରେ ତାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛ। ଯେଉଁଥିରେ ସେ କହୁଛନ୍ତି ଯେ ତୁମେ ବଡ଼ ଲୋକ ଭାଇ, କେହି ତୁମକୁ ଛୁଇଁ ପାରିବେ ନାହିଁ। ଏକଥା ସେ ଆଉ କାହାକୁ ନୁହେଁ, ଫଟୋଗ୍ରାଫରଙ୍କୁ କହିଥିଲେ। ବିମାନବନ୍ଦରରେ ତାଙ୍କର ଫଟୋ ଏବଂ ଭିଡିଓ ନେବା ଆରମ୍ଭ କରିବା ମାତ୍ରେ ରୋହିତ ସେମାନଙ୍କୁ ପଚାରନ୍ତି ଯେ, ତୁମେ କିଏ ଭାଇ? ତେଣୁ ସେମାନେ ଉତ୍ତର ଦିଅନ୍ତି ଯେ ଆମେ ଫଟୋଗ୍ରାଫର। ଏହା ଉପରେ ରୋହିତ କୁହନ୍ତି, ଆଚ୍ଛା, ତୁମେମାନେ ବହୁତ ବଡ଼ ଲୋକ ଭାଇ, କେହି ତୁମକୁ ଛୁଇଁ ପାରିବେ ନାହିଁ।

ରୋହିତ ଶର୍ମା ଏହି ବର୍ଷ ଟେଷ୍ଟ କ୍ରିକେଟରୁ ଅବସର ନେଇଛନ୍ତି, ଗତବର୍ଷ ସେ T20 ଫର୍ମାଟକୁ ବିଦାୟ ଦେଇଥିଲେ। ସେ ବର୍ତ୍ତମାନ କେବଳ ଦିନିକିଆ ଫର୍ମାଟରେ ଖେଳୁଛନ୍ତି। ଭାରତର ପରବର୍ତ୍ତୀ ODI ସିରିଜ ଅକ୍ଟୋବରରେ ଅଷ୍ଟ୍ରେଲିଆ ସହିତ ଅଛି। ରୋହିତ ଶର୍ମା ଏହା ପୂର୍ବରୁ ଅଷ୍ଟ୍ରେଲିଆ A ବିପକ୍ଷରେ ଭାରତ A ଦଳରେ ମଧ୍ୟ ଖେଳିବେ।


Enter your email to get our daily news in your inbox.

All Right Reserved By Dharitri.Com

ଚିଚୈଗୁଡା ମଣ୍ଡି ନିର୍ମାଣ କାମରେ ଅନିୟମିତତା, ଉପଜିଲାପାଳଙ୍କୁ ଲିଖିତ ଅଭିଯୋଗ

ଜୁନାଗଡ଼,୬।୫(ସୁନୀଲ କୁମାର ସିଂହ): ଧାନ ମଣ୍ଡି ନିର୍ମାଣ ନାମରେ ଚାଷୀଙ୍କ ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ହେଲେ କିଛି ଅସାଧୁ ଠିକାଦାର…

TMC ବିଧାୟକ ଦଳ ବୈଠକରେ ଗର୍ଜିଲେ ଦିଦି; ‘ବହିଷ୍କାର କରନ୍ତୁ,ଇସ୍ତଫା ଦେବିନି’

କୋଲକାତା,୬ା୫: TMC ବିଧାୟକ ଦଳ ବୈଠକରେ ଗର୍ଜିଲେ ମମତା ବାନାର୍ଜୀ । ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ଉପରେ ତୀବ୍ର ଆପତ୍ତି ପ୍ରକାଶ କରି, ଟିଏମସି ମୁଖ୍ୟ ମମତା…

ଶୁଦ୍ଧି ହେଲେ ଜିତୁ ମୁଣ୍ଡା; ଭଉଣୀଙ୍କ ସମାଧି କରି ଜାତି ଭାଇଙ୍କୁ ଭୋଜି ଦେଲେ, ସହାୟତାର ହାତ ବଢ଼ାଇଲେ ମନ୍ତ୍ରୀ

ପାଟଣା,୬ା୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ଡ଼ିଆନାଳୀ ଗ୍ରାମର ଜିତୁ ମୁଣ୍ଡା ବ୍ୟାଙ୍କରୁ ନିଜ ଭଉଣୀର ଜମା ଟଙ୍କା ପାଇବା ପାଇଁ ପ୍ରଚଣ୍ଡ ରୌଦ୍ର ତାପରେ ମଶାଣୀରୁ…

ଚୋରଙ୍କ ଟାର୍ଗେଟରେ ହନୁମାନ ମନ୍ଦିର, ମୁଖାପିନ୍ଧି ଆସି ଲୁଟିନେଲେ ସୁନା ରୂପା ସମେତ ଦାନ ହୁଣ୍ଡି

ଛତ୍ରପୁର,୬ା୫(ଦିଲ୍ଲୀପ ସାମଲ): ଠାକୁରଙ୍କୁ ବି ଛାଡିଲେନି ଦୁର୍ବୃତ୍ତ । ରାତି ଅଧରେ ମନ୍ଦିର ଭିତରେ ପଶି ଲୁଟିନେଲେ ସୁନା ରୁପା ଅଳଙ୍କାର ସମେତ ଦାନ ହୁଣ୍ଡି ।…

ପଥର ଖୋଲରେ ନାବାଳକ ଫସିବା ଘଟଣାରେ ଅଗ୍ନିଶମ ଡିଜିଙ୍କ ସୂଚନା; ବୈଷୟିକ ଚ୍ୟାଲେଞ୍ଜ୍‌, ଅଜଗର ପାଖରେ…

ନୟାଗଡ଼,୬ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା କାଣିପଦା ଜଙ୍ଗଲ ପଥରଖୋଲରେ ନାବାଳକ ଫସିବା ଘଟଣା । ଦୀର୍ଘ ୧୦ ଘଣ୍ଟା ପରେ ଆଜି ଅପରାହ୍ନରେ…

ଗୋଡ଼ ଭାଙ୍ଗିଦେଲା ରୋହିତ ଶର୍ମାଙ୍କ ଶଟ୍‌, ମୁମ୍ବାଇ ଇଣ୍ଡିଆନ୍ସ ଅଭ୍ୟାସ ସମୟରେ ବଡ଼ ଅଘଟଣ,ଦେଖନ୍ତୁ Video

ମୁମ୍ବାଇ,୬।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(IPL ୨୦୨୬)ରେ ମୁମ୍ବାଇ ଇଣ୍ଡିଆନ୍ସର ଷ୍ଟାର୍‌ ବ୍ୟାଟର ରୋହିତ ଶର୍ମା ଆଘାତ ଯୋଗୁ ୫ଟି ମ୍ୟାଚରୁ ବାହାରେ ରହିବା ପରେ ପଡ଼ିଆକୁ ଏକ…

ଗୋଡ଼ ବନ୍ଧା ହୋଇ ଘରେ ପଡୁଛି ପୁଅ, ଅର୍ଥ ଅଭାବରୁ ଚିକିିତ୍ସା ପାଇଁ ମା-ବାପା…

କୁଜଙ୍ଗ,୬ା୫(ମନୋଜ ପ୍ରଧାନ): ଏରସମା ବ୍ଲକ ବାମଦେଇପୁର ପଞ୍ଚାୟତ ବାରାକଣା ଗ୍ରାମର ସୁରେଶ ଚନ୍ଦ୍ର ପାଣି (୪୫) ଜଣେ ଦିନମଜୁରିଆ ଭାବେ କାର୍ଯ୍ୟ କରି ପରିବାର ଚଳାଉଥିଲେ। ପରିବାର…

ଆକ୍ସନ ମୋଡରେ ଶାହା; ୯ରେ ବଙ୍ଗଳାରେ ଶପଥ ଗ୍ରହଣ ସମାରୋହ, ୮ରେ ନିଷ୍ପତ୍ତି ହେବ ମୁଖ୍ୟମନ୍ତ୍ରୀଙ୍କ ନାମ!

କୋଲକାତା,୬ା୫: ପଶ୍ଚିମବଙ୍ଗରେ ଭାଜପାର ଐତିହାସିକ ବିଜୟ ପରେ, ନୂତନ ସରକାର ଗଠନ ପାଇଁ ପ୍ରସ୍ତୁତି ଏବେ ଜୋରଦାର ହୋଇଛି । ରାଜ୍ୟର ପ୍ରଥମ ଭାଜପା ମୁଖ୍ୟମନ୍ତ୍ରୀ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri