Posted inଜାତୀୟ

ତୁମେ ଜଣେ ମହିଳା, କିଛି ଜାଣିନାହଁ: ବିଧାନସଭାରେ ମହିଳା ବିଧାୟକଙ୍କୁ ଗାଳି କଲେ ମୁଖ୍ୟମନ୍ତ୍ରୀ

ପାଟନା,୨୪।୭: ବିହାର ବିଧାନସଭାରେ ଜେଡିୟୁ ମୁଖ୍ୟ ତଥା ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ମହିଳାଙ୍କ ବିଷୟରେ ଏକ ବିବାଦୀୟ ବିବୃତ୍ତି ଦେଇଛନ୍ତି। ବିହାର ବିଧାନସଭାରେ ନୀତୀଶ କୁମାର ଭାଷଣ ଦେଇଥିଲେ। ସେ ଅଭିଯୋଗ କରିଥିଲେ, ୨୦୦୫ ପରେ ଆରଜେଡି ମହିଳାମାନଙ୍କୁ ଆଗକୁ ବଢିବାକୁ ଦେଇନାହିଁ। ଏହି ସମୟରେ ଆରଜେଡି ବିଧାୟକ ରେଖା ଦେବୀ ତାଙ୍କ ପ୍ରତିକ୍ରିୟା ଦେବାକୁ ଚାହୁଁଥିଲେ। ଏହି ସମୟରେ ନୀତୀଶ କୁମାର ତାଙ୍କୁ କହିଥିଲେ, ଆରେ ତୁମେ ଜଣେ ମହିଳା, କିଛି ଜାଣ ନାହିଁ। ଆମେ କହୁଛୁ ଚୁପଚାପ ଶୁଣ। ଏନେଇ ରେଖା ଦେବୀ କହିଛନ୍ତି, ମୁଖ୍ୟମନ୍ତ୍ରୀ ମହିଳା ମାନଙ୍କ ସହ କେଉଁ ଭଳି ଭାବରେ ବ୍ୟବହାର କରାଯାଏ ତାହା ଭୁଲି ଯାଇଛନ୍ତି।

ଏହା ସହିତ ଜେଡିୟୁ ନେତା ଲଲନ ସିଂ ରାବ୍ରି ଦେବୀଙ୍କ ଉପରେ ଏକ ବିବାଦୀୟ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି, ବଜେଟ ଭଳି ଜିନିଷ ରାବ୍ରି ଦେବୀ ବୁଝିପାରନ୍ତି ନାହିଁ। ସେ କିପରି ସାଇନ କରିବେ ଜାଣନ୍ତି ନାହିଁ, ବଜେଟ ଉପରେ ସେ କ’ଣ କହିବେ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬ରେ ଏସବୁ ଖେଳାଳିଙ୍କୁ ମିଳିପାରେ ସୁଯୋଗ: ତାଲିକାରେ ଷ୍ଟିଭ୍ ସ୍ମିଥ୍, ଉମେଶ ଯାଦବ

ମୁମ୍ବାଇ,୨୮ା୧: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ର ଆଗାମୀ ସିଜିନ୍ ଆଉ କିଛିଦିନ ପରେ ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ବିସିସିଆଇ ପକ୍ଷରୁ ‘ରେଜିଷ୍ଟର୍ଡ ଆଭେଲେବଲ୍ ପ୍ଲେୟାର…

ଯୋଗାଣ ମନ୍ତ୍ରୀଙ୍କ କଡ଼ା ତାଗିଦ, ମୃତ ବ୍ୟକ୍ତିଙ୍କ ନାଁରେ ଯେତିକି ଚାଉଳ ଉଠିଥିବ ଦେଢ଼ଗୁଣା…

ଭୁବନେଶ୍ବର,୨୮ା୧:  ମୃତକଙ୍କ ନାଁରେ ଚାଉଳ ଉଠାଉଥିବା ବ୍ୟକ୍ତିଙ୍କୁ କଡ଼ା ତାଗିଦ କଲେ ଯୋଗାଣ ମନ୍ତ୍ରୀ । ମୃତକଙ୍କ ନାଁରେ ଚାଉଳ ଉଠାଉଥିଲେ ଆକ୍ସନ୍ ହେବ କହିଛନ୍ତି କୃଷ୍ଣଚନ୍ଦ୍ର…

୩୦ ବର୍ଷ ପରେ ଅସ୍ତ ହେବେ ଶନି, ହୋଲି ପରେ ଖୋଲିବ ଏହି ୩ ରାଶିର ଭାଗ୍ୟ

ନଅଟି ଗ୍ରହ ମଧ୍ୟରୁ ଗୋଟିଏ ଶନି ମହାରାଜଙ୍କୁ ନ୍ୟାୟ, ଶୃଙ୍ଖଳା ଏବଂ ଦାୟିତ୍ୱର କାରକ ବୋଲି ବିବେଚନା କରାଯାଏ। ଏହା ବ୍ୟକ୍ତିର ଜୀବନର ଅନେକ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରକୁ…

“ରାଜନୀତିରେ ମୂଲ୍ୟ ଦେବାକୁ ପଡ଼େ”: ଅଜିତଙ୍କ ମୃତ୍ୟୁ ପରେ ଏପରି କାହିଁକି କହିଲେ ରାଜ ଠାକରେ

ପୁଣେ,୨୮।୧: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଆକସ୍ମିକ ନିଧନରେ ଅନେକ ବ୍ୟକ୍ତିବିଶେଷ ଶୋକ ପ୍ରକାଶ କରିଛନ୍ତି। ଏପରି ସମୟରେ ମହାରାଷ୍ଟ୍ର ନବନିର୍ମାଣ ସେନା (MNS) ମୁଖ୍ୟ ରାଜ…

ରାଉରକେଲାକୁ ୮୮୮୪ କୋଟିର ଭେଟି, ବମ୍ପର ନିଯୁକ୍ତି ସୃଷ୍ଟି ହେବ କହିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୨୮।୧: ରାଉରକେଲାରେ ଏଣ୍ଟରପ୍ରାଇଜ ଓଡ଼ିଶାର ରଜତ ଜୟନ୍ତୀ ସଂସ୍କରଣ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରାଉରକେଲା ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଆଜି ବଡ଼ ଘୋଷଣା…

ଅଜିତ ପାୱାରଙ୍କ ମୃତ୍ୟୁ ପରେ ମୁହଁ ଖୋଲିଲେ VSR Aviation ମାଲିକ, ସମସ୍ୟା….

ମୁମ୍ବାଇ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର VSR ଆଭିଏସନ୍ ଦ୍ୱାରା ପରିଚାଳିତ ଏକ ବମ୍ବାର୍ଡିୟର୍ ଲିୟରଜେଟ ୪୫ ବିମାନରେ ଯାତ୍ରା କରୁଥିଲେ । ବାରାମତି ବିମାନବନ୍ଦରରେ ଅବତରଣ…

ଅଜିତ ପାୱାରଙ୍କ ମୃତ୍ୟୁ ପରେ ସ୍ତ୍ରୀ ସୁନେତ୍ରା ପାୱାର ହେବେ କି NCP ର ନୂଆ ଶକ୍ତିକେନ୍ଦ୍ର?

ପୁଣେ,୨୮।୧: ଅଜିତ ପାୱାରଙ୍କ ମୃତ୍ୟୁ ପରେ ମହାରାଷ୍ଟ୍ରରେ ନୂଆ ରାଜନୈତିକ ଦୃଶ୍ୟପଟ ଦେଖିବାକୁ ମିଳିପାରେ। ବିମାନ ଦୁର୍ଘଟଣାରେ ଅଜିତଙ୍କ ଆକସ୍ମିକ ବିୟୋଗ ପରେ ଏବେ ସାରା ରାଜ୍ୟର…

କିଏ ସେହି ମହିଳା ପାଇଲଟ ? ଯିଏ ଚଲାଉଥିଲେ ଅଜିତଙ୍କ ବିମାନ

ପୁଣେ,୨୮।୧: ଏକ ଦୁଖଦଃ ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ମୃତ୍ୟୁ ଘଟିଛି। ମୃତକ ୫ ଜଣଙ୍କ ମଧ୍ୟରେ ବିମାନର କୋ-ପାଇଲଟ୍ ଶମ୍ଭାବୀ ପାଠକ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri