Posted inଜାତୀୟ

ଆପଣ ଏତେ ଗମ୍ଭୀର ଯେ…ହଠାତ୍‌ ଏମିତି କହିଦେଲେ ମୋଦି, ଜୋରରେ ହସିବାକୁ ଲାଗିଲେ ଜଷ୍ଟିସ ଚନ୍ଦ୍ରଚୂଡ

ନୂଆଦିଲ୍ଲୀ,୧।୯: ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭରତ ମଣ୍ଡପମରେ ଜିଲା ନ୍ୟାୟପାଳିକାର ଜାତୀୟ ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି। ଏହି ଅଭିଭାଷଣରେ ମୋଦି ମହିଳାଙ୍କ ବିରୋଧରେ ଅପରାଧ ମାମଲାରେ ଶୀଘ୍ର ନ୍ୟାୟ ପ୍ରଦାନକୁ ସମର୍ଥନ କରିଛନ୍ତି। ତେବେ ଏହି ସମୟରେ ମୋଦି ଏପରି କିଛି କହିଛନ୍ତି ଯାହାକୁ ଶୁଣି ଜଷ୍ଟିସ ଚନ୍ଦ୍ରଚୂଡ ଜୋର ଜୋରରେ ହସିବାକୁ ଲାଗିଥିଲେ।

ମୋଦି କହିଥିଲେ, ଆପଣମାନେ ଏତେ ଗମ୍ଭୀର ଯେ ମୋତେ ଲାଗୁଛି ଏହି ସମାରୋହ ମଧ୍ୟ ଅତ୍ୟନ୍ତ ଗମ୍ଭୀର ହେବ। ନ୍ୟାୟପାଳିକାର ଅତ୍ୟନ୍ତ ଗମ୍ଭୀର କାର୍ଯ୍ୟକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ମୋଦି ଏହି ମନ୍ତବ୍ୟ ଦେଇଥିଲେ। ସେ ଆହୁରି କହିଥିଲେ ଯେ, ଦେଶବାସୀ ନ୍ୟାୟପାଳିକାଙ୍କୁ ଏତେ ସମ୍ମାନିତ କରନ୍ତି ଯେ ଏହାକୁ କେବେ ବି ଅବିଶ୍ୱାସ କରାଯାଇ ପାରିବ ନାହିଁ।

ମୋଦି କହିଛନ୍ତି, ଭାରତୀୟମାନେ ସୁପ୍ରିମକୋର୍ଟ ଏବଂ ନ୍ୟାୟପାଳିକା ଉପରେ କେବେ ବି ଅବିଶ୍ୱାସ କରନ୍ତି ନାହିଁ। ତେଣୁ ସୁପ୍ରିମକୋର୍ଟର ଏହି ୭୫ବର୍ଷ ଭାରତର ଗର୍ବକୁ ଆହୁରି ବଢାଇଛି। ଏହା କେବଳ ଗୋଟିଏ ଅନୁଷ୍ଠାନର ଯାତ୍ରା ନୁହେଁ । ଏହା ହେଉଛି ଭାରତର ସମ୍ବିଧାନ ଏବଂ ସାମ୍ବିଧାନିକ ମୂଲ୍ୟବୋଧର ଯାତ୍ରା। ଲୋକତନ୍ତ୍ର ଭାବରେ ଭାରତକୁ ଏହା ପରିପକ୍ୱ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କରିବ ଭାରତ? ରାଜନାଥଙ୍କ ଚେତାବନୀ ପରେ ସେନାରେ ହଲଚଲ!

ନୂଆଦିଲ୍ଲୀ,୫।୪: ଭାରତ ଏବଂ ପାକିସ୍ତାନ ମଧ୍ୟରେ ବାକ୍‌ ଯୁଦ୍ଧ ପୁଣି ଥରେ ତୀବ୍ର ହୋଇଛି। ପାକିସ୍ତାନୀ ପ୍ରତିରକ୍ଷା ମନ୍ତ୍ରୀ ଖୱାଜା ଆସିଫଙ୍କ ସାମ୍ପ୍ରତିକ ବୟାନ ସ୍ପଷ୍ଟ ଭାବରେ…

ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

ଯାତ୍ରା ଜଗତରେ ପାଦ ଥାପିବେ ବଲିଉଡ୍‌ର ଏହି ସୁପରଷ୍ଟାର, ସୂଚନା ଦେଇ ରାଣୀ ପଣ୍ଡା କହିଲେ ଖୁବ୍‌ଶୀଘ୍ର ମୋ’ ଯାତ୍ରାରେ…

ଭୁବନେଶ୍ୱର,୫ା୪: ଯାତ୍ରା ଅଭିନେତ୍ରୀରୁ ମାଲିକାଣୀ ପାଲଟିଥିବା ରାଣୀ ପଣ୍ଡା ଯାତ୍ରାଜଗତକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଲିଉଡ୍‌ର ଜଣେ ସୁପରଷ୍ଟାର ତାଙ୍କ ଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri