ଆପଣ ପତଳା ହୋଇଥିଲେ…

ବ୍ଲାକ୍‌ ଟି’ ଶଟର୍‌ସ ସହିତ ରାପିଂ ସ୍କର୍ଟ ଆପଣଙ୍କୁ ଭଲ ମାନିବ। ଏହା ଆପଣଙ୍କ ପର୍ସନାଲିଟିକୁ ବହୁତ ବୋଲ୍ଡ ଦେଖାଯିବାରେ ସାହାଯ୍ୟ କରିବ। ଆପଣ ଏହି ଆଉଟ୍‌ଫିଟ୍‌ ସହିତ ବ୍ଲାକ୍‌ ବୁଟ୍‌ ପିନ୍ଧିପାରିବେ, ଯାହା ଆପଣଙ୍କୁ ଅଧିକ ଷ୍ଟାଇଲିଶ୍‌ ଦେଖାଯିବାରେ ସାହାଯ୍ୟ କରିବ।
ଯଦି ଆପଣଙ୍କୁ ରେଟ୍ରୋ ଲୁକ୍‌ ପସନ୍ଦ, ତେବେ ତାକୁ ଆପଣ ଆଉଟ୍‌ଫିଟ୍‌ରେ ସାମିଲ କରିପାରିବେ।
ଆପଣଙ୍କ ଲୁକ୍‌କୁ ଅଧିକ ଷ୍ଟାଇଲିଶ୍‌ କରିବାକୁ ଚାହୁଁଛନ୍ତି କି, ତେବେ ଜିନ୍ସ ସହ ଆପଣ ଡେନିମ୍‌ ଜ୍ୟାକେଟ୍‌ କିମ୍ବା ଶ୍ରଗ୍‌କୁ ପେୟାର କରି ପିନ୍ଧିପାରିବେ।
ଶାଢ଼ି ଯଦି ଆପଣଙ୍କୁ ପସନ୍ଦ, ତେବେ ହ୍ବାଇଟ୍‌ ଶାଢ଼ି ପିନ୍ଧିପାରିବେ। ଏହାକୁ ଆପଣ ଡେ’ ଆଣ୍ଡ ନାଇଟ୍‌ ଇଭେଣ୍ଟରେ ପିନ୍ଧିପାରିବେ।
ବୋଲ୍ଡ ଲୁକ୍‌ ପାଇବାକୁ ହେଲେ ବୋଲ୍ଡ ପ୍ରିଣ୍ଟ ଡ୍ରେସ୍‌ ପିନ୍ଧନ୍ତୁ, ଯଦ୍ଦ୍ବାରା ଆପଣ ଫ୍ରେଶ୍‌ ଲୁକ୍‌ ପାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ନଗଦ କାରବାର, ସମ୍ପତ୍ତି ଏବଂ ଯାନବାହାନ କ୍ରୟ ପାଇଁ ପ୍ୟାନ୍ ନିୟମରେ ପରିବର୍ତ୍ତନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୨: ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ଆୟକର ନିୟମର ଡ୍ରାଫ୍ଟରେ ଅନେକ ନୂତନ ଏବଂ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନର ପରାମର୍ଶ ଦିଆଯାଇଛି । ନୂତନ ନିୟମ ଅନୁଯାୟୀ, ନଗଦ…

ଏସ୍‌ଡିଜେଏମ କୋର୍ଟରେ ଆତ୍ମସମର୍ପଣ କଲେ ନିଶା ମହାରଣା: ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ ପରେ…

ବଲାଙ୍ଗୀର,୧୦।୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଚନ୍ଦନଭାଟି ଗାଁର ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାରେ ନିଶା ମହାରଣାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଆଗୁଆ ଜାମିନ ମିଳିଛି।…

ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ୍‌: କେମିତି ଜୀବନ ବଞ୍ଚାଇବାକୁ ତଣ୍ଟି ଧରି ଦୌଡୁଛନ୍ତି ସତ୍ୟ, ପଛରେ…

ଭୁବନେଶ୍ୱର,୧୦।୨: ସାମ୍ନାକୁ ଆସିଲା ସତ୍ୟବ୍ରତ ହତ୍ୟା ମାମଲରେ CCTV ସତ। ସିସିଟିଭିରେ କଏଦ୍‌ ହୋଇଛି ସତ୍ୟଙ୍କ ମଡର ମିଷ୍ଟ୍ରି। ବେକ କଟିଯିବା ପରେ ସିସିଟିଭିରେ ସତ୍ୟବ୍ରତ ଦୌଡ଼ି…

ଆସନ୍ତାକାଲି ପଡିଥାନ୍ତା ହାତଗଣ୍ଡି, ଆଜି ଚାଲିଗଲା ଜୀବନ: ଗଛ କାଟିବାବେଳେ…

ରାଜଗାଙ୍ଗପୁର,୧୦।୨: ଆସନ୍ତାକାଲି ଥିଲା ବାହାଘର, ଆଜି ଚାଲିଗଲା ଜୀବନ। ଏଭଳି ଘଟଣା ଘଟିଛି ସୁନ୍ଦରଗଡ ଜିଲା ଲାଞ୍ଜିବନା ଗାଁରେ। ଗଛ କାଟିବା ବେଳେ ୩୩ କେଭି ତାରରେ…

ଉଡ଼ିବ ପାକିସ୍ତାନର ନିଦ, ଆଉ ୧୧୪ ରାଫାଲ୍‌ କିଣିବାକୁ ପ୍ରସ୍ତାବ

ନୂଆଦିଲ୍ଲୀ,୧୦।୨: ଭାରତୀୟ ବାୟୁସେନା ଆଉ ୧୧୪ ରାଫାଲ୍‌ ଯୁଦ୍ଧବିମାନ କିଣିବ। ଏଥିପାଇଁ ବାୟୁସେନା ପକ୍ଷରୁ ଡିଫେନ୍ସ ଆକ୍ୱିଜେଶନ କାଉନ୍‌ସିଲ୍‌(ଡିଏସି)କୁ ପ୍ରସ୍ତାବ ଦିଆଯିବ। ଫ୍ରାନ୍ସ ରାଷ୍ଟ୍ରପତି ଏମାନୁଏଲ ମାକରଁଙ୍କ…

ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପରିବେଷଣ ଘଟଣା: ବଡ଼ ନିଷ୍ପତ୍ତି ନେଲେ ନିଶା, କୋର୍ଟରେ କରିବେ…

ବଲାଙ୍ଗୀର,୧୦।୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଚନ୍ଦନଭାଟି ଗାଁର ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାରେ ନିଶା ମହାରଣାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଆଗୁଆ ଜାମିନ ମିଳିଛି।…

ଦୁଃଖ ବଖାଣିଲେ ରାଜପାଲ: କାନ୍ଦି କାନ୍ଦି କହିଲେ…

ବଲିଉଡ ଅଭିନେତା ରାଜପାଲ ଯାଦବ ଆଜିକାଲି ଚେକ ବାଉନ୍ସ ମାମଲାକୁ ନେଇ ଚର୍ଚ୍ଚାରେ ଅଛନ୍ତି। କୋର୍ଟଙ୍କ ନିର୍ଦ୍ଦେଶ ପରେ ଅଭିନେତା ର ଦିଲ୍ଲୀର ତିହାର ଜେଲରେ ଆତ୍ମସମର୍ପଣ…

ଧର୍ମଘଟକୁ ମଧ୍ୟାହ୍ନଭୋଜନ ପାଚିକା, ସହାୟିକାଙ୍କ ସମର୍ଥନ

ଭୁବନେଶ୍ୱର,୧୦ା୨: ଆସନ୍ତା ୧୨ ତାରିଖରେ ୧୦ଟି କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ପକ୍ଷରୁ ଧର୍ମଘଟ ଡାକରା ଦିଆଯାଇଛି। ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ର ନାମ ପରିବର୍ତ୍ତନକୁ ବିରୋଧ କରିବା ସହ ଶ୍ରମିକ ବିରୋଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri