Posted inଜାତୀୟ

ମୌସୁମୀ ଅଧିବେଶନ ଆରମ୍ଭରୁ ହଙ୍ଗାମା: ମଣିପୁର ହିଂସା ଘଟଣାରେ ସରକାରଙ୍କୁ ଘେରିଲେ ବିରୋଧୀ

ନୂଆଦିଲ୍ଲୀ,୨୦।୭: ମୌସୁମୀ ଅଧିବେଶନ ଆରମ୍ଭରୁ ହଙ୍ଗାମା। ଦୁଇ କୁକି ମହିଳାଙ୍କ ଉଲଗ୍ନ ଭିଡିଓ ଭାଇରାଲ ହେବାପରେ ସଂସଦରେ ସରକାରଙ୍କୁ ଘେରିଛନ୍ତି ବିରୋଧୀ। ଏନେଇ ସଂସଦରେ ମୋଦୀଙ୍କୁ ଟାର୍ଗେଟ କରିଛନ୍ତି କେଂଗ୍ରେସ ସଭାପତି ମଲ୍ଲିକାର୍ଜ୍ଜୁନ ଖାର୍ଗେ। ସେ କହିଛନ୍ତି, ସବୁ ବିରୋଧୀ ମିଶି ମଣିପୁର ପ୍ରସଙ୍ଗରେ ର୍ଚ୍ଚା କରିବା ନେଇ ନୋଟିସ ଦେଇଛୁ। ବର୍ତ୍ତମାନ ରାଜ୍ୟସଭା ଅଧ୍ୟକ୍ଷ ଚର୍ଚ୍ଚା ନେଇ ଏହାକୁ ଅନୁମତି ଦେବେ କି ନାହିଁ ଦେଖିବା ବାକି ରହିଲା। ପ୍ରଧାନମନ୍ତ୍ରୀ ଏନେଇ ନୀରବ ଅଛନ୍ତିି। ମୋଦୀଙ୍କ ୩୮ଟି ଦଳକୁ ଡାକି ଏନଡିଏ ବୈଠକ କରିବାକୁ ସମୟ ଅଛି କିନ୍ତୁ ମଣିପୁର ଯିବାକୁ ସମୟ ନାହିଁ ବୋଲି ଖାର୍ଗେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

RCBର ଏତିହାସିକ ବିଜୟ, ପ୍ରଥମ ଥର ପାଇଁ ଘରୋଇ ମଇଦାନରେ ଲକ୍ଷ୍ନୌକୁ କଲା ପରାସ୍ତ

ନୂଆଦିଲ୍ଲୀ,୧୫।୪: ଭାରତୀୟ ପ୍ରିମିୟର ଲିଗ୍  ର ଏକ ରୋମାଞ୍ଚକର ମୁକାବିଲାରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ନିଜର ଘରୋଇ ଗ୍ରାଉଣ୍ଡ ଏମ୍.ଏ. ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଲକ୍ଷ୍ନୌ ସୁପର ଜାଏଣ୍ଟସ…

ଏଥର ରାଜସ୍ଥାନ ରୟାଲ୍ସ ହିଁ ଜିତିବ ଆଇପିଏଲ୍‌? ଗୋଟିଏ ପରାଜୟ ଦେଲା ଖୁସିଖବର!

ନୂଆଦିଲ୍ଲୀ,୧୫।୪: ଆଇପିଏଲ୍‌ ୨୦୨୬ ସଂସ୍କରଣରେ ରାଜସ୍ଥାନ ରୟାଲ୍ସ (RR) ଚମତ୍କାର ପ୍ରଦର୍ଶନ ଜାରି ରଖିଛି। ବର୍ତ୍ତମାନ ସୁଦ୍ଧା ଖେଳିଥିବା ୫ଟି ମ୍ୟାଚ୍‌ରୁ ଦଳ ୪ଟିରେ ବିଜୟୀ ହୋଇଥିବାବେଳେ,…

RCB ପ୍ଲେଇଂ ୧୧ରୁ ବାଦ୍‌ ପଡ଼ିଲେ ବିରାଟ କୋହଲି, କାହିଁକି ନିଆଗଲା ଏଭଳି ବଡ଼ ନିଷ୍ପତ୍ତି?

ବେଙ୍ଗାଲୁରୁ,୧୫।୪: ଆଇପିଏଲ୍‌ ୨୦୨୬ର ୨୩ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳୁଛି। ବେଙ୍ଗାଲୁରୁର…

ଫୁଲବାଣୀ ଜେଲରେ ବିଚାରଧିନ କଏଦୀଙ୍କ ମୃତ୍ୟୁ, ଆଦର୍ଶ ଥାନା ପୋଲିସକୁ ଦାୟୀ କଲେ ପରିବାର

ଫୁଲବାଣୀ,୧୫।୪(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଫୁଲବାଣୀ ସର୍କଲ ଜେଲରେ ଥିବା ଜଣେ ବିଚାରଧିନ କଏଦୀଙ୍କ ମୃତ୍ୟୁକୁ ନେଇ ବୁଧବାର ଉତ୍ତେଜନା ପ୍ରକାଶ ପାଇଛି । ତେବେ…

ଦଣ୍ଡନାଚ ଦେଖିବା ବେଳେ ଠେଲାପେଲାକୁ ନେଇ ମାରପିଟ; ୫ ଆହାତ, ମାମଲା ରୁଜୁ କଲା ପୋଲିସ

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତ ଭାଲିଆଝୋଳା ଗ୍ରାମରେ ଦଣ୍ଡନାଚ ଚାଲିଥିବା ବେଳେ ଠେଲାପେଲା । ମଙ୍ଗଳବାର ବିଳମ୍ବିତ ରାତି ପ୍ରାୟ…

ଚା’ ପିଇବାକୁ ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ବାଇକ୍, ତାପରେ…

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ପଞ୍ଚାୟତ ଗୁଣସାଗର ଗ୍ରାମରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଚାହା ପିଇବାକୁ ଘର ନିକଟ ଦୋକାନକୁ…

କାର୍ ଭିତରୁ ୮.୪୭ଲକ୍ଷର ଜାଲ ନୋଟ ଜବତ, ବରଗଡ-ଛତିଶଗଡକୁ ଲମ୍ବିଛି ଚେର

ସୋନପୁର,୧୫।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ସହର ସ୍ଥିତ ଏସ୍‌ବିଆଇ ମୁଖ୍ୟ ଶାଖା ସମ୍ମୁଖରେ ପୋଲିସ ଚଢାଉ କରି ବିପୁଳ ପରିମାଣର ଜାଲ ନୋଟ ଜବତ କରିଛି । ଏଥିରେ…

ଟ୍ରେନ୍‌ରେ ଯାତ୍ରା କରିବା ହେଲା ଶସ୍ତା! ଟିକେଟ ବୁକ୍‌ କଲେ ମିଳିବ ରିହାତି, ଏମିତି ଉଠାନ୍ତୁ… 

ନୂଆଦିଲ୍ଲୀ,୧୫।୪: ଭାରତୀୟ ରେଳବାଇ ଯାତ୍ରୀମାନଙ୍କ ପାଇଁ ଏକ ଖୁସି ଖବର ଆଣିଛି। ଏବେ ଟ୍ରେନ ଟିକେଟ ବୁକ୍‌ କଲେ ଆପଣଙ୍କୁ ମିଳିବ ସ୍ବତନ୍ତ୍ର ରିହାତି। ରେଳବାଇର ନୂଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri