ବିନା ସ୍ଲଟ୍‌ ବୁକିଂରେ ନେଇପାରିବେ ଦ୍ୱିତୀୟ ଡୋଜ୍‌ ଟିକା

ଭୁବନେଶ୍ୱର,୬ା୬(ବ୍ୟୁରୋ): ଏଣିକି ବିନା ସ୍ଲଟ୍‌ରେ ଦିଆଯିବ ଦିତୀୟ ଡୋଜ୍‌ ଟିକା। ଭୁବନେଶ୍ୱରରେ ଦ୍ୱିତୀୟ ଡୋଜ୍‌ ଟିକାକରଣକୁ ଗୁରୁତ୍ୱ ଦିଆଯାଇଛି। ମେ’ ୧୪ ପୂର୍ବରୁ ଟିକା ନେଇଥିବା ଲୋକଙ୍କୁ ଏହି ମିଳିବ ସୁବିଧା ଉପଲବ୍ଧ ହେବ। ପ୍ରଥମ ଡୋଜ୍‌ ନେଇଥିବା ୧୮ରୁ ୪୪ବର୍ଷୀୟଙ୍କ ଅବଧି ସରିବା ପୂର୍ବରୁ ଟିକା ଦିଆଯିବ। ଯେଉଁ ସେଣ୍ଟରରେ ପ୍ରଥମ ଡୋଜ୍‌ ନେଇଥିଲେ, ସେହି ସେଣ୍ଟରରେ ଦ୍ୱିତୀୟ ଡୋଜ୍‌ ଦିଆଯିବ। ଏଥିପାଇଁ ପ୍ରଥମ ଡୋଜ୍‌ ଟିକାର ପ୍ରମାଣପତ୍ର ଆଣିବାକୁ ପଡ଼ିବ ବୋଲି ବିଏମ୍‌ସି କମିଶନର ସଞ୍ଜୟ ସିଂ ଏନେଇ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

‘ତେଲରେ ଲାଗିବ ନିଆଁ’ ! ଆମେରିକାର ବିନାଶକାରୀ ବୋମାମାଡ଼ ମଧ୍ୟରେ, ଇରାନ କରୁଛି ମାଷ୍ଟର ପ୍ଲାନ…

ତେହରାନ,୧୬।୭: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ନୂତନ ସଂଘର୍ଷର ପରିସର ଏବେ ହର୍ମୁଜ ପ୍ରଣାଳୀ ବାହାରକୁ ଲାଲ ସାଗର ପର୍ଯ୍ୟନ୍ତ ବିସ୍ତାରିତ ହୋଇଛି। ଯଦି ଆମେରିକା…

ରଥଟଣା ବେଳେ ଅଘଟଣ: ଶଳାକୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଭିଣୋଇ, ଦଳାଚକଟାରେ ଜଣେ ଆହତ

ପୁରୁଷୋତ୍ତମପୁର, ୧୬।୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଅରଖପୁର ଗ୍ରାମରେ ରଥଯାତ୍ରା ସମୟରେ ଏକ ଅଭାବନୀୟ ଘଟଣା ଘଟିଛି। ରଥଟଣା ଚାଲିଥିବା ବେଳେ ପାରିବାରିକ…

କୁଲାଡ ବଡ଼ଦାଣ୍ଡ ଭକ୍ତମୟ: ମାଉସୀମା ମନ୍ଦିରରେ ଲାଗିଲା ରଥ, ମଝି ରାସ୍ତାକୁ ଆଣିବା ପାଇଁ ନିଆଯାଇଥିଲା ହାଇୱାର ସହାୟତା

ଭଞ୍ଜନଗର, ୧୬।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ ଜଗନ୍ନାଥ ମନ୍ଦିର ପକ୍ଷରୁ ପବିତ୍ର ଗୁଣ୍ଡିଚା ଯାତ୍ରା ଗୁରୁବାର ଅତି ଆଡ଼ମ୍ବର ସହକାରେ ପାଳିତ…

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ବଡ଼ ସୂଚନା, ସକାଳ ସାଢେ ୯ଟାରେ ପୁଣି ଟଣା ହେବ ରଥ

ପୁରୀ,୬।୭: ଭକ୍ତି, ହର୍ଷଉଲ୍ଲାସରେ ଆରମ୍ଭ ହୋଇଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଘଣ୍ଟ, ଘଣ୍ଟା ଏବଂ ହରିବୋଲ ହୁଳହୁଳିରେ ଭକ୍ତ ଶ୍ରଦ୍ଧାର ସହିତ ଟାଣିଥିଲେ ୩ ରଥ। ସନ୍ଧ୍ୟା ପ୍ରାୟ…

ଦିଗପହଣ୍ଡିରେ ନିଆରା ପରମ୍ପରା: ଆଜି ଶେଷ ହେଲା ଶ୍ରୀଜୀଉଙ୍କ ପହଣ୍ଡି, କାଲି ଟଣା ହେବ ରଥ

ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଗଡ଼ଜାତ ଅଞ୍ଚଳ ଦିଗପହଣ୍ଡିରେ ପବିତ୍ର ଘୋଷଯାତ୍ରା ଅବସରରେ ଏକ ନିଆରା ପରମ୍ପରା ଦେଖିବାକୁ ମିଳିଛି। ଗୁରୁବାର…

ଘର ଉପରକୁ ବୋମାମାଡ଼ କରି ହତ୍ୟା ଉଦ୍ୟମ ଘଟଣା: ବିସ୍ଫୋରକ ସାମଗ୍ରୀ ବିକ୍ରେତା ଗିରଫ, ଗଲେ ଜେଲ୍

ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏସ. ଶିବ ରେଡ୍ଡୀଙ୍କ ଘର ଉପରକୁ ବୋମାମାଡ଼ କରି…

ଆମେରିକାକୁ ପୁଣି କଡ଼ା ଚେତାବନୀ ଦେଲା ଇରାନ

ତେହରାନ,୧୬।୭: ଇରାନର ଆହଭାଜ ସହରସ୍ଥିତ ଏକ କର୍କଟ ହସ୍ପିଟାଲକୁ ଅସ୍ଥାୟୀ ଭାବରେ ବନ୍ଦ କରିଦିଆଯାଇଛି। ଆମେରିକାର ବିମାନ ଆକ୍ରମଣ ଯୋଗୁ କର୍ତ୍ତୃପକ୍ଷଙ୍କୁ କେମୋଥେରାପି ନେଉଥିବା ପିଲାମାନଙ୍କ ସମେତ…

ସରିଲା ରଥ ଟଣା, ଅଳ୍ପବାଟ ଗଡ଼ି ଅଟକିଲା ନନ୍ଦିଘୋଷ

ପୁରୀ,୬।୭: ଭକ୍ତି, ହର୍ଷଉଲ୍ଲାସ ପରିବେଶରେ ଆରମ୍ଭ ହୋଇଛି ଚତୁର୍ଦ୍ଧାମୂର୍ତ୍ତୀଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ସନ୍ଧ୍ୟା ପ୍ରାୟ ୫ଟାରେ ଶରଧାବାଲି ଅଭିମୁଖେ ପ୍ରଥମେ ଗଡ଼ିଥିଲା ତାଳଧ୍ବଜ ରଥ। ଘଣ୍ଟ, ଘଣ୍ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri