Posted inଖେଳ

ତୁମକୁ ଫାଇନାଲ୍‌ ଜିତିବାକୁ ପଡ଼ିବ…କୋହଲିଙ୍କୁ ଧୋନୀଙ୍କ ମେସେଜ୍‌

ନୂଆଦିଲ୍ଲୀ,୨୧।୫: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମେ ୧୮ରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରି ପ୍ଲେ ଅଫରେ ସ୍ଥାନ ହାସଲ କରିଛି । ପ୍ଲେ ଅଫରେ ପହଞ୍ଚିବା ପାଇଁ ବେଙ୍ଗାଲୁରୁ ଚତୁର୍ଥ ଏବଂ ଶେଷ ଦଳ ହୋଇଛି। ମ୍ୟାଚ ପରେ ବେଙ୍ଗାଲୁରୁ ଖେଳାଳିମାନେ ସେଲିବ୍ରେଶନରେ ଏତେ ବ୍ୟସ୍ତ ଥିବାରୁ ଏମଏସ ଧୋନୀଙ୍କ ସହ ହାତ ମିଳାଇ ନ ଥିବାରୁ ଅନେକ ଆଲୋଚନା ହୋଇଥିଲା। ଧୋନୀ ଖେଳାଳିଙ୍କ ସହ ହାତ ମିଳାଇ ଡ୍ରେସିଂ ରୁମକୁ ଯାଇଥିଲେ। ଏବେ ଧୋନୀ ଏବଂ କୋହଲିଙ୍କ ମଧ୍ୟରେ ସ୍ବତନ୍ତ୍ର ବାର୍ତ୍ତାଳାପ ଡ୍ରେସିଂ ରୁମ ଭିତରୁ ସାମ୍ନାକୁ ଆସିଛି।
ସ୍‌ବେଙ୍ଗାଲୁରୁ ମ୍ୟାଚ ଜିତିବା ପରେ ବିରାଟ କୋହଲି ଚେନ୍ନାଇ ସୁପର କିଙ୍ଗ୍ସର ଡ୍ରେସିଂ ରୁମକୁ ଯାଇ ସେଠାରେ ଏମଏସ ଧୋନୀଙ୍କ ସହ ହାତ ମିଳାଇଥିଲେ। ଏହି ସମୟରେ ଧୋନୀ କୋହଲିଙ୍କୁ କହିଛନ୍ତି ଯେ, ତୁମେ ଫାଇନାଲକୁ ଯାଇ ଜିତିବା ଉଚିତ୍‌। ଧୋନୀ ବିରାଟ କୋହଲିଙ୍କୁ ଫାଇନାଲରେ ପ୍ରବେଶ କରି ଟାଇଟଲ ମ୍ୟାଚ ଜିତିବାରେ ଶୁଭେଚ୍ଛା ଜଣାଇଛନ୍ତି।
ବେଙ୍ଗାଲୁରୁ ଦଳ ଏପର୍ଯ୍ୟନ୍ତ ତିନିଥର ଫାଇନାଲ ଖେଳିଛି, କିନ୍ତୁ ପ୍ରତ୍ୟେକ ଥର ସେମାନଙ୍କୁ ରନର୍‌ ଅପ ହୋଇ ସନ୍ତୁଷ୍ଟ ହେବାକୁ ପଡିବ। ବେଙ୍ଗାଲୁରୁ ପ୍ରଥମେ ୨୦୦୯ରେ ଫାଇନାଲ ଖେଳିଥିଲା। ଏହା ପରେ ଦଳ ଦ୍ୱିତୀୟ ଥର ପାଇଁ ୨୦୧୧ ଆଇପିଏଲ ର ଫାଇନାଲ ଖେଳିଲା। ତାପରେ ତୃତୀୟ ଥର ପାଇଁ ବେଙ୍ଗାଲୁରୁ ୨୦୧୬ଆଇପିଏଲ ଫାଇନାଲରେ ପ୍ରବେଶ କରିଥିଲା। ଦଳକୁ ପୁଣି ଥରେ ଫାଇନାଲରେ ପ୍ରବେଶ କରିବାର ସୁଯୋଗ ରହିଛି। ବର୍ତ୍ତମାନ ଦଳ ଫାଇନାଲରେ ପହଞ୍ଚିପାରିବ କି ନାହିଁ ତାହା ଦେଖିବା ମଜାଦାର ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ବାଂଲାଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ପିଟିପିଟି ହତ୍ୟା: ପୋଲିସର ଚାଞ୍ଚଲ୍ୟକର ଖୁଲାସା

ଢାକା,୨୫।୧୨: ବାଂଲାଦେଶରେ ଆଉ ଜଣେ ହିନ୍ଦୁ ବ୍ୟକ୍ତିଙ୍କୁ ପିଟିପିଟି ହତ୍ୟା କରାଯାଇଛି। ମୃତକଙ୍କ ନାମ ଅମୃତ ମଣ୍ଡଳ ଓରଫ ସମ୍ରାଟ। ପୋଲିସ ଦାବି କରିଛି, ରାଜବାଡ଼ିର...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri