Posted inଫୁରସତ

ମାଙ୍କଡ଼ ଏମିତି ବଜାଉଛି ଧୁଡ଼ୁକି, ଦେଖିଲେ ଆପଣ ବି ହେବେ ଆଶ୍ଚର୍ଯ୍ୟ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଆଶ୍ଚର୍ଯ୍ୟ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ ହେବାରେ ଲାଗିଛି। ଏଥିରେ ଏକ ମାଙ୍କଡ ଧୁଡ଼ୁକି ବଜାଉଥିବା ଦେଖିବାକୁ ମିଳୁଛି। ଭିଡ଼ିଓରେ ମାଙ୍କଡ଼ ଏପରି ଧୁଡ଼ୁକି ବଜାଉଛି ଯାହାକୁ ଦେଖି ଆପଣ ମଧ୍ୟ ଆଶ୍ଚର୍ଯ୍ୟ ହୋଇ ଯିବେ।
ଏହି ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଭିଡିଓଟି ଭାଇରାଲ ହେବାରେ ଲାଗିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଡାଏନୋସର କହିବ ‘ହ୍ୟାଲୋ’!

ଧରାଯାଉ ଆପଣ ଫ୍ୟାମିଲି ସହିତ ଗୋଟିଏ ହୋଟେଲ୍‌ ବୁକ୍‌ କଲେ। ପରିବାରକୁ ଧରି ଯାଇ ସେଠାରେ ପହଞ୍ଚତ୍ଲେ। ଆଉ ଆପଣ ଖାଦ୍ୟ ପାଇଁ ବରାଦ କଲେ।...

ପିଲାଙ୍କ ପାଠପଢ଼ା ଶେଷ ପରେ ୫୫ ବର୍ଷରେ ଆଇନରେ ଡିଗ୍ରୀ ସହ ୪ ଗୋଲ୍ଡ ମେଡାଲ ହାସଲ କଲେ ମହିଳା

ଗାନ୍ଧିନଗର,୩୦।୧: ପାଠପଢ଼ାର କୌଣସି ବୟସ ନ ଥାଏ। ଯେ କୌଣସି ବୟସରେ ମଧ୍ୟ ଜଣେ ପାଠପଢ଼ି ପାରିବ। ଏହାର ସଦ୍ୟତମ ଉଦାହରଣ ପାଲଟିଛନ୍ତି ଗୁଜରାଟର ୫୫...

ଛାତ୍ର ତିଆରି କଲେ ୪ କେଜି ଓଜନର ହେଲିକପ୍ଟର

ଲକ୍ଷ୍ନୌ,୩।୨: ଭାରତୀୟ ପ୍ରାଦ୍ୟୋଗିକ ସଂସ୍ଥାନ (ଆଇଆଇଟି) କାନପୁରର ଛାତ୍ର ଏବଂ ପ୍ରଫେସର ମିଳିତ ଭାବେ କେବଳ ୪ କେଜିରେ ଏକ ସୁନ୍ଦର ହାଲୁକା ହେଲିକପ୍ଟର ତିଆରି...

ସତ ହୋଇଥିଲା ଭବିଷ୍ୟବାଣୀ

ନୂଆଦିଲ୍ଲୀ,୧୩।୮: ଭାରତୀୟ ରାଜନୀତିରେ ଏମିତି କେତେଜଣ ରାଜନେତା ରହିଛନ୍ତି ଯେଉଁମାନେ କାଳ କାଳ ଧରି ଅମର ହୋଇ ରହିବେ। ଏମାନଙ୍କ ମଧ୍ୟରୁ ଜଣେ ହେଲେ ଦେଶର...

ଏଭଳି ବୁଦ୍ଧି ପ୍ରୟୋଗ କରି ଗଛରୁ ଫଳ ତୋଳୁଛି ହାତୀ , ଆଉ ତା ପରେ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା...

ଅଜବ ପରମ୍ପରା: ଯେଉଁଠି ବର୍ଷର ୫ଦିନ ଦମ୍ପତି ହୁଅନ୍ତି ଅଚିହ୍ନା

ବିଭିନ୍ନ ଦେଶରେ ବିଭିନ୍ନ ପରମ୍ପରା ଏବଂ ପ୍ରଥା ରହିଛି। ଆଜି ବି ଅନେକ ଲୋକ ଅଛନ୍ତି ଯେଉଁମାନେ ଏହି ପୁରୁଣା ପ୍ରଥାର ଅନୁକରଣ କରିଆସୁଛନ୍ତି। ଏହା...

ପୁଣିଥରେ ରାତାରାତି ଶ୍ରମିକଙ୍କ ଭାଗ୍ୟ ବଦଳାଇଲା ହୀରା

ପାନ୍ନା, ୬।୮: ଖଣିରେ କାମ କରୁଥିବା ଶ୍ରମିକଙ୍କ ଭାଗ୍ୟ ପୁଣିଥରେ ବଦଳାଇ ଦେଇଛି ମୂଲ୍ୟବାନ ହୀରା। ଏହାର ଏକ ଜ୍ୱଳନ୍ତ ଉଦାହରଣ ମଧ୍ୟପ୍ରଦେଶର ପାନ୍ନା ଜିଲାରେ...

କେବଳ ଏହି ଉପାୟରେ ବୃଦ୍ଧ ବି ହୋଇପାରିବେ ଯୁବକ

ବୃଦ୍ଧ ବି ଯୁବକ ହୋଇପାରିବେ। ଏହି କଥା ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ବୈଜ୍ଞାନିକମାନେ ସ୍ପଷ୍ଟ କରିଛନ୍ତି। ଶୁଦ୍ଧ ଅମ୍ଳଜାନ ବାର୍ଦ୍ଧକ୍ୟ ପ୍ରକ୍ରିୟାରେ ପରିବର୍ତ୍ତନ ଆଣିଥାଏ। ଏକ...

Advertisement


Archives

Model This Week