ଲେମ୍ବୁର ଉପକାରିତା ବିଷୟରେ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ସାଧାରଣତଃ ଲେମ୍ବୁର ବ୍ୟବହାର ବିଭିନ୍ନ ପୂଜା, ଦେବ କାର୍ଯ୍ୟ, ନୂତନ ବାସଗୃହରେ ପ୍ରବେଶ ବେଳେ, ଯାନବାହନ ଆଦିର ପୂଜା ତଥା ଯେ କୌଣସି ଶୁଭାଶୁଭ ପୂଜା କାର୍ଯ୍ୟରେ ହୋଇଥାଏ। ଲେମ୍ବୁରେ ଅନେକ ପ୍ରକାର ଔଷଧୀୟ ଗୁଣ ଭରି ରହିଛି। ଲଣ୍ଡନ ବିଶ୍ୱବିଦ୍ୟାଳୟର ପୁଷ୍ଟିବିଜ୍ଞାନୀଙ୍କ ଦ୍ୱାରା ହୋଇଥିବା ଏକ ସଦ୍ୟତମ ଗବେଷଣାରୁ ଜଣାପଡିଛି ଯେ, ଯଦି ଜଣେ ବ୍ୟକ୍ତି ନିୟମିତ ଲେମ୍ବୁ ଖାଆନ୍ତି ତେବେ ତାଙ୍କର ରୋଗ ପ୍ରତିରୋଧକ ଶକ୍ତି ପୂର୍ବାପେକ୍ଷା ଆହୁରି ଦୃଢ଼ ହୋଇଥାଏ। କେବଳ ସେତିକି ନୁହେଁ, ରକ୍ତହୀନତା ଦୂର କରିବା, ଜୀର୍ଣ୍ଣ ଶକ୍ତି ବୃଦ୍ଧି କରାଇଥାଏ। ଏହାବ୍ୟତୀତ ଉଷୁମପାଣିରେ ଏକ ଫାଳ ଲେମ୍ଭୁ ରସ ମିଶାଇ ପ୍ରତିଦିନ ସେବନ କଲେ ମୋଟାପଣ ହ୍ରାସ ପାଇଥାଏ। ଏହା ହୃଦ୍‌ଜନିତ ସମସ୍ୟାଠାରୁ କେତେକାଂଶରେ ଦୂରେଇ ରଖିଥାଏ। କିଡ୍‌ନୀ ଷ୍ଟୋନ୍‌କୁ ପ୍ରତିରୋଧ କରିବାର ଶକ୍ତି ମଧ୍ୟ ଏହାର ରହିଛି। ରୋଗ ପ୍ରତିିରୋଧକ ଶକ୍ତିକୁ ଏହା ଦୃଢ଼ କରିବା ସହ ଶରୀରରେ ବିଭିନ୍ନ ପ୍ରକାର ଭୂତାଣୁ ଜନିତ ରୋଗକୁ ପ୍ରତିରୋଧ କରିବାରେ ସହାୟକ ହୋଇଥାଏ। ହେଲେ ଆବଶ୍ୟକତାଠାରୁ ମାତ୍ରାଧିକ ଲେମ୍ବୁରସ ସେବନ କରିବା ଅନୁଚିତ। ଏହାଦ୍ୱାରା ଛାତି ଜ୍ୱାଳା, ବାନ୍ତି, ଓକାର ଲାଗିବା ସହ ଆମାଶୟ ଜନିତ ସମସ୍ୟା ଦେଖାଯାଏ। ତେଣୁ ଦିନରେ ଅତିବେଶିରେ ୨ ଗୋଟି ଲେମ୍ଭୁ ଖାଇବା ଉଚିତ। ଦୈନନ୍ଦିନ ଖାଦ୍ୟ ତାଲିକାରେ ଲେମ୍ବୁ ସାମିଲ କଲେ ତାହା ଆମକୁ ଅନେକାଂଶରେ ସୁସ୍ଥ ତଥା ନୀରୋଗ ରଖିପାରିବା।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ ପାର୍ ହେଉଥିବା ବେଳେ ମହିଳାଙ୍କୁ ପିଟିଦେଲା ଟ୍ରେନ, ତାପରେ…

କୋରାପୁଟ,୨୩।୩ ( ଅମିତାଭ ବେହେରା ): କୋରାପୁଟ ସହରର ଉପକଣ୍ଠରେ ସୋମବାର ସକାଳେ ଏକ ଦୁଃଖଦ ଘଟଣା ଘଟିଛି । ରେଳ ଧକ୍କାରେ ଜଣେ ମହିଳାଙ୍କ ଜୀବନ ଚାଲିଯାଇଛି…

ବିନା ସୂଚନା ଫଳକରେ ବୁର୍ଡା-ସିଆଲବାହାଲି ରାସ୍ତା କାମ: ସାଧାରଣରେ ପ୍ରଶ୍ନବାଚୀ

ଲୋଇସିଂହା,୨୩।୩(ସୁଶାନ୍ତ ବାରିକ):ଗତ ୫ବର୍ଷ ପୂର୍ବେ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକର ବୁର୍ଡା-୨୬ ନଂ ଜାତୀୟ ରାଜପଥରୁ ସିଆଲବାହାଲି ପର୍ଯ୍ୟନ୍ତ ରାସ୍ତା କାମ କରାଯାଇଥିଲା। ସେତେବେଳେ ନିମ୍ନମାନର କାମ…

ସରିଯିବ ତେଲ, ବଞ୍ଚିପାରିବେନି କୌଣସି ଦେଶ! ଯୁଦ୍ଧ ମଧ୍ୟରେ ବଡ଼ ଶକ୍ତି ସଙ୍କଟକୁ ନେଇ ଚେତାବନୀ ଦେଲେ IEA ମୁଖ୍ୟ

ତେହରାନ୍‌,୨୩।୩: ଇରାନ ଏବଂ ଆମେରିକା-ଇସ୍ରାଏଲ ମେଣ୍ଟ ମଧ୍ୟରେ ସଂଘର୍ଷ ପ୍ରାୟ ତିନି ସପ୍ତାହ ଧରି ଚାଲିଛି, କିନ୍ତୁ ବର୍ତ୍ତମାନ ଏହାର କୌଣସି ଅନ୍ତ ଦେଖାଯାଉନାହିଁ। ଏହି ସମୟରେ,…

ସୁନା୬,୭୦୦ ଏବଂ ରୂପା ୧୨,୭୦୦ ଟଙ୍କା କମିଲା, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦାମ୍

ନୂଆଦିଲ୍ଲୀ,୨୩।୩ ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ତୀବ୍ର ହ୍ରାସ ହୋଇଛି । MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ…

ପୂର୍ବତନ ମନ୍ତ୍ରୀ ଜୟଦେବ ଜେନାଙ୍କୁ ହତ୍ୟା ଧମକ ଘଟଣା: ୨ ଜଣଙ୍କୁ ବାନ୍ଧିଲା ପୋଲିସ

ହାଟଡିହୀ,୨୩।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ତପୁର ବିଧାନସଭା କ୍ଷେତ୍ରର ପୂର୍ବତନ କଂଗ୍ରେସ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଜୟଦେବ ଜେନାଙ୍କୁ ହତ୍ୟା ଧମକ ଘଟଣାରେ ନନ୍ଦିପଦା ପୋଲିସ…

ବାଇକ ସହ ମୁହାଁମୁହିଁ ହେଲା ଭାଜପା ନେତାଙ୍କ ଗାଡ଼ି, ଚିଟିଙ୍ଗ ଘାଟିରେ….

ପାରଳାଖେମୁଣ୍ଡି,୨୩।୩(ଗିରିଧାରୀ ପରିଛା): ଚିଟିଙ୍ଗ ଘାଟିରେ ସଡ଼କ ଦୁର୍ଘଟଣା ହୋଇଛି । କାର – ବାଇକ ମୁହାଁ ମୁହିଁ ଧକ୍କା ହୋଇଥିବା ସୂଚନା ରହିଛି । ଚନ୍ଦ୍ରଗିରି ଚିଟିଙ୍ଗ…

ନ୍ୟୁୟର୍କର La Guardia Airportର ରନଓ୍ବେରେ ବଡ଼ ଦୁର୍ଘଟଣା

ନ୍ୟୁୟର୍କ,୨୩।୩: ସୋମବାର (୨୩ ମାର୍ଚ୍ଚ) ନ୍ୟୁୟର୍କର ଲାଗାର୍ଡିଆ ବିମାନବନ୍ଦରରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏକ ଏୟାର କାନାଡା ଏକ୍ସପ୍ରେସ ବିମାନ ରନଓ୍ବେ ଉପରେ ଠିଆ ହୋଇଥିବା…

ଇସ୍ରାଏଲ ଉପରେ ନିକ୍ଷେପ କରାଯାଇଥିବା କ୍ଷେପଣାସ୍ତ୍ରରେ ସ୍ପେନିସ ପ୍ରଧାନମନ୍ତ୍ରୀଙ୍କ ଫଟୋ ଲଗାଇଲା ଇରାନ

ତେହରାନ୍‌,୨୩।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ ଆକର୍ଷଣୀୟ ଘଟଣା ଘଟୁଛି। ଇସ୍ରାଏଲରେ ଲକ୍ଷ୍ୟସ୍ଥଳରେ ନିକ୍ଷେପ କରାଯାଇଥିବା ବାଲିଷ୍ଟିକ କ୍ଷେପଣାସ୍ତ୍ରରେ IRGC…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri