Posted inଫୁରସତ

ଆମ୍‌ଲେଟ୍‌ର ଦାମ୍‌ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ପ୍ରତିଦିନ ଅଣ୍ଡା ଖାଇବା ସ୍ବାସ୍ଥ୍ୟ ପାଇଁ ହିତକର। ଆଉ ଏହା ପକେଟକୁ ସୁହାଇବା ଭଳି ଦାମ୍‌ରେ ବି ଉପଲବ୍ଧ ହୁଏ। ତେଣୁ ଅନେକେ ନିଜ ଖାଦ୍ୟ ତାଲିକାରେ ଏହାକୁ ସାମିଲ କରିଥାଆନ୍ତି। କିଏ ସିଝା ଖାଆନ୍ତି ତ କିଏ ଆମ୍‌ଲେଟ୍‌, ଭୁଜିଆ, ତରକାରି ଅବା ଅନ୍ୟ କିଛି ଡିଶ୍‌ ପ୍ରସ୍ତୁତ କରି ଖାଆନ୍ତି। ତେବେ ଜାଣନ୍ତି କି ନ୍ୟୁୟର୍କସ୍ଥ ମାନହତାନ୍‌ରେ ଅଛି ଏମିତି ଏକ ରେଷ୍ଟୁରାଣ୍ଟ, ଯେଉଁଠି ଗ୍ରାହକଙ୍କୁ ପରଷାଯାଏ ଏଭଳି ଏକ ଆମ୍‌ଲେଟ୍‌, ଯାହାକୁ ଖାଇବା ସମସ୍ତଙ୍କପକ୍ଷେ ସମ୍ଭବ ନୁହେଁ। କାରଣ ଏହାର ଦାମ୍‌ ଆକାଶଛୁଆଁ। ଅର୍ଥାତ୍‌ ଗୋଟିଏ ଆମ୍‌ଲେଟ୍‌ର ମୂଲ୍ୟ ୧୦୦୦ ଡଲାର ବା ୮୪, ୧୬୦ ଟଙ୍କା। ନର୍ମାନ୍‌ସ ରେଷ୍ଟୁରାଣ୍ଟରେ ମିଳୁଥିବା ଏହି ଆମ୍‌ଲେଟ୍‌ରେ ୬ଟି ଅଣ୍ଡା, ଏକ ବଡ଼ ଲୋବଷ୍ଟରର ପୂରା ମାଂସ, ୨୮ ଗ୍ରାମର ଏକ ସ୍ବତନ୍ତ୍ର ପ୍ରକାରର ମାଛଅଣ୍ଡା ଆଦି ପକାଯାଇଥାଏ। ଯାହା ଆମ୍‌ଲେଟ୍‌କୁ ସ୍ବାଦିଷ୍ଠ କରିବା ସହ ଏହାର ଦାମ୍‌ ଅଧିକ କରାଏ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଅଟୋଗ୍ରାଫ୍‌ ପାଇଁ ଏତେ ଟଙ୍କା ଚାର୍ଜ କରୁଥିଲେ ମହାତ୍ମା ଗାନ୍ଧୀ, ଶୁଣିଲେ ହୋଇଯିବେ କାବା!

ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ନାମ କେବଳ କହିବାବେଳେ ଆମ ମନରେ ସରଳତା, ସତ୍ୟ ଏବଂ ଅହିଂସାର ପ୍ରତିଛବି ଉଜାଗର ହୁଏ। ତାଙ୍କ ହସ୍ତାକ୍ଷର ମଧ୍ୟ ଆମ…

‘ଜନସାଧାରଣଙ୍କ ରୋଜଗାରକୁ କିସ୍ତିରେ ଲୁଟୁଛନ୍ତି ସରକାର’, ଭାଜପାକୁ କଡ଼ା ଟାର୍ଗେଟ କଲେ ଖାର୍ଗେ

ନୂଆଦିଲ୍ଲୀ,୨୩।୫: ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ନିରନ୍ତର ବୃଦ୍ଧିକୁ ନେଇ ଦେଶରେ ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଛି। ମାତ୍ର ଆଠ ଦିନ ମଧ୍ୟରେ ତୃତୀୟ ଥର ପାଇଁ…

୧୫ ବର୍ଷ ପରେ IPLରେ ଏମିତି କାରନାମା କଲା RCB

ନୂଆଦିଲ୍ଲୀ,୨୩।୫: ଗତ ବର୍ଷ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ପ୍ରଥମ ଥର ପାଇଁ ଇଣ୍ଡିଆନ ପ୍ରିମିୟର ଲିଗ ଟାଇଟଲ ଜିତିଥିଲା। ସେହି ସିଜିନରେ ମଧ୍ୟ ଦଳ ଟେବୁଲ-ଟପର ନ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଶସ୍ତା ହେବ LPG ଗ୍ୟାସ?

ନୂଆଦିଲ୍‌ଲୀ,୨୩।୫: ସରକାର ଖୁବ ଶୀଘ୍ର ସିନ୍ଥେଟିକ ଇନ୍ଧନ ଡାଇମିଥାଇଲ ଇଥରକୁ LPG ସହିତ ମିଶ୍ରଣ କରିବା ପାଇଁ ଏକ ରୋଡମ୍ୟାପ ପ୍ରସ୍ତୁତ କରିପାରନ୍ତି। ଏହି ପରିପ୍ରେକ୍ଷୀରେ, ବ୍ୟୁରୋ…

ବଢ଼ୁଛି ଆନ୍ଧ୍ର-ଓଡ଼ିଶା ବିବାଦ: କୋଟିଆରେ ଦୁଇ ରାଜ୍ୟର ଚେକ୍‌ପୋଷ୍ଟ ପୋଲିସ ମୁତୟନ କଲା ଆନ୍ଧ୍ର ପୋଲିସ

ପଟ୍ଟାଙ୍ଗି,୨୩ା୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ଯାଉଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମ ଉପରସେମ୍ବି ଗ୍ରାମରେ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ପକ୍ଷରୁ ଚେକ୍‌ପୋଷ୍ଟ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଝାଲମୁଢି ଖୁଆଇଥିବା ବ୍ୟକ୍ତିଙ୍କୁ ମିଳିଲା ସୁରକ୍ଷା: ଜାଣନ୍ତୁ କିଏ ଉଠାଇବ ଖର୍ଚ୍ଚ

ନୂଆଦିଲ୍ଲୀ,୨୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଝାଲମୁଢି ପରିବେଷଣ କରିଥିବା ବିକ୍ରେତାଙ୍କୁ ଏବେ ସୁରକ୍ଷା ଯୋଗାଇ ଦିଆଯାଇଛି ବୋଲି ଜଣାପଡ଼ିଛି। ତାଙ୍କୁ ପାକିସ୍ତାନ ଏବଂ ବାଂଲାଦେଶ ସହିତ ଜଡିତ…

ନୂଆ ଶିଶୁ ମଙ୍ଗଳ ସମିତି ଗଠନ ସମ୍ପର୍କିତ ବିଜ୍ଞପ୍ତି ସ୍ଥଗିତ, ପୂର୍ବ କମିଟି ଜାରି ରଖିବ କାର୍ଯ୍ୟ

କେନ୍ଦୁଝର,୨୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶିଶୁ ମଙ୍ଗଳ ସମିତି ଗଠନକୁ ନେଇ ଚାଲୁଥିବା ଆଇନଗତ ପ୍ରକ୍ରିୟା ମଧ୍ୟରେ ଓଡ଼ିଶା ସରକାରଙ୍କ ମହିଳା ଓ ଶିଶୁ ବିକାଶ…

ବାପାଙ୍କ ମୁଣ୍ଡରେ ବନ୍ଧୁକ, ପୁଅ ବେକରେ ଛୁରି ଲଗାଇ ଦୁର୍ବୃତ୍ତ ଲୁଟିନେଲେ ନଗଦ ଟଙ୍କା ସହ ସୁନାଅଳଙ୍କାର

ଭଦ୍ରକ,୨୩ା୫(ସନାତନ ରାଉତ): ବାପାଙ୍କ ମୁଣ୍ଡରେ ବନ୍ଧୁକ ଓ ପୁଅ ବେକରେ ଛୁରି ଲଗାଇ ଦୁର୍ବୃତ୍ତ ଲୁଟିନେଇଛନ୍ତି ନଗଦ ୨୫ ଲକ୍ଷ ଟଙ୍କା ଓ ସୁନା ଅଳଙ୍କାର। ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri