ଅଧ୍ୟକ୍ଷଙ୍କ ସହ ଶାରୀରୀକ ସମ୍ପର୍କ ନ ରଖିଲେ ପରୀକ୍ଷାରେ କରିଦେବେ ଫେଲ ଏଭଳି ସାଙ୍ଘାତିକ ଅଭିଯୋଗ ଆଣିଲା ପରେ…

ସୋର,୮ା୨(ଜନ୍ମେଜୟ ମିଶ୍ର): ସୋର ଥାନା ବାଗୁଡ଼ି ଶିକ୍ଷକ ପ୍ରଶିକ୍ଷଣ ବିଦ୍ୟାଳୟ(ସିଟି ସ୍କୁଲ)ର ଜଣେ ଛାତ୍ରୀଙ୍କୁ ଅସଦାଚରଣ କରିଥିବା ଅଭିଯୋଗରେ ବିଦ୍ୟାଳୟର ଅଧ୍ୟକ୍ଷ ସୁଶାନ୍ତ କୁମାର ସେଠୀଙ୍କୁ ପୋଲିସ କୋର୍ଟ ଚାଲାଣ କରିଛି। ପ୍ରକାଶ ଯେ, ଅଧ୍ୟକ୍ଷ ସେଠୀ ଉକ୍ତ ଛାତ୍ରୀଙ୍କୁ ବିଭିନ୍ନ ସମୟରେ ଆଶ୍ଳୀଳ ଇଙ୍ଗିତ କରିବା ସହିତ ତାଙ୍କ ମୋବାଇଲକୁ ଆଶ୍ଳୀଳ ମେସେଜ ଦେଉଥିଲେ। ତାଙ୍କ ସହ ଶାରୀରୀକ ସମ୍ପର୍କ ନ ରଖିଲେ ପରୀକ୍ଷାରେ ଫେଲ କରିଦେବେ ବୋଲି କହିଥିଲେ।ଏଥିରେ ଅତିଷ୍ଠ ହୋଇ ଛାତ୍ରୀ ଜଣଙ୍କ ସୋର ଥାନାରେ ଅଭିଯୋଗ କରିଥିଲେ। ଏନେଇ ପୋଲିସ ଏକ ମାମଲା(ନଂ.୧୨୩/୨୫) ରୁଜ୍ଜୁ କରିିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଚ୍ଚ ପୂର୍ବରୁ ବୋତୋସ୍ବାନାରୁ ଆସିବେ ଚିତା

ନୂଆଦିଲ୍ଲୀ,୮|୨(ପି.ଟି.): ବୋତୋସ୍ବାନାରୁ ପ୍ରଥମ ପର୍ଯ୍ୟାୟରେ କେତେକ ଚିତାବାଘ ଚଳିତ ମାସ ଶେଷ ସୁଦ୍ଧା ଭାରତରେ ଆସି ପହଞ୍ଚତ୍ବେ ବୋଲି ଆଶା କରାଯାଉଥିବା କେନ୍ଦ୍ର ପରିବେଶ ମନ୍ତ୍ରୀ ଭୂପେନ୍ଦ୍ର…

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସିପିଆଇର ବିକ୍ଷୋଭ: ଦାବି ପୂରଣ ନ ହେଲେ…

ଛତ୍ରପୁର,୭ା୨ (ଦିଲ୍ଲୀପ ସାମଲ )- ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ସିପିଆଇ) ପକ୍ଷରୁ ବିଭିନ୍ନ ଦାବି ନେଇ ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।…

ଫେବୃଆରୀ ୧୨ରେ ଭାରତ ବନ୍ଦ: ସମର୍ଥନ ଜଣାଇ ପ୍ରସ୍ତୁତି ବୈଠକରେ…

ଦିଗପହଣ୍ଡି, ୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ଶନିବାର ସାରେ ଆସନ୍ତା ଫେବୃୟାରୀ ୧୨ ତାରିଖରେ ବିଭିନ୍ନ ଜନ ସମସ୍ୟାର ସମାଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri