Odisha Elections 2024
Posted inଜାତୀୟ

ବୀମା ଯୋଜନାରେ ଆଇଆର୍‌ସିଟିସିରେ ବଡ଼ ପରବର୍ତ୍ତନ

ନୂଆଦିଲ୍ଲୀ, ୧୮ା୭: ଆଇଆର୍‌ସିଟିସି ପୋର୍ଟାଲରେ ଟ୍ରେନ୍‌ ଟିକେଟ ବୁକିଂ କରୁଥିବା ଯାତ୍ରୀମାନେ ୩୫ ପଇସା ପ୍ରିମିୟମ ଦେଇ ସ୍ବତଃ ୧୦ ଲକ୍ଷ ଟଙ୍କାର ବୀମାଭୁକ୍ତ ହେବେ। ଇଣ୍ଡିଆନ ରେଲ୍‌ଓ୍ବେ କ୍ୟାଟରିଂ ଆଣ୍ଡ ଟ୍ୟୁରିଜମ୍‌ କର୍ପୋରେଶନ ଲିଃ(ଆଇଆର୍‌ସିଟିସି) ପକ୍ଷରୁ ବୀମା ଯୋଜନାରେ ପରିବର୍ତ୍ତନ କରାଯାଇଛି। କୌଣସି ଯାତ୍ରୀ ବୀମାଭୁକ୍ତ ହେବାକୁ ଚାହୁଁ ନ ଥିଲେ ଉପଯୁକ୍ତ ବଟନ୍‌ କ୍ଲିକ୍‌ କରି ଏଥିରୁ ବାଦ୍‌ ପଡ଼ିପାରିବେ। ବଡ଼ କଥା ହେଲା ୧୦ ଲକ୍ଷ ଟଙ୍କା ବ୍ୟକ୍ତିଗତ ଦୁର୍ଘଟଣା ବୀମାଭୁକ୍ତ ହେବା ପାଇଁ ମାତ୍ର ୩୫ ପଇସା ପ୍ରିମିୟମ ଦେବାକୁ ପଡ଼ିବ। ଟ୍ରେନ୍‌ ଯାତ୍ରା ବେଳେ ଦୁର୍ଘଟଣା ଯୋଗୁ ମୃତ୍ୟୁ କିମ୍ବା ଅଙ୍ଗହାନି ଅଥବା ଚିକିତ୍ସା ଖର୍ଚ୍ଚ ଉକ୍ତ ବୀମା ଅନ୍ତର୍ଭୁକ୍ତ। ଏସ୍‌ବିଆଇ ଜେନେରାଲ ଇନ୍‌ସ୍ୟୁରାନ୍ସ କମ୍ପାନୀ ଲିଃ ଏବଂ ଲିବର୍ଟି ଜେନେରାଲ ଇନ୍‌ସ୍ୟୁରାନ୍ସ କମ୍ପାନୀ ଲିଃ ଏହି ବୀମା ପ୍ରଦାନ କରିବେ। ଗତ ମାସରେ ଓଡ଼ିଶାର ବାହାନଗାରେ ଟ୍ରେନ୍‌ ଦୁର୍ଘଟଣାରେ ୨୯୨ ଲୋଙ୍କ ମୃତ୍ୟୁ ଘଟିବା ପରେ ଆଇଆର୍‌ସିଟିସି ବୀମା ଯୋଜନାରେ ପରବର୍ତ୍ତନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏୟାର ଇଣ୍ଡିଆ ବିମାନରେ ବୋମା ଆତଙ୍କ: ବିମାନରୁ ଓହ୍ଲାଇଲେ ଯାତ୍ରୀ

ନୂଆଦିଲ୍ଲୀ,୧୬।୫: ଆଇଜିଆଇ ବିମାନ ବନ୍ଦରରେ ଦିଲ୍ଲୀ-ଭଡୋଦରା ଏୟାର ଇଣ୍ଡିଆ ବିମାନରେ ବୋମା ଆତଙ୍କ ଖେଳିଯାଇଛି। ଜଣେ କ୍ରୁ ସଦସ୍ୟ ବିମାନର ଶୌଚାଳୟରେ ବୋମା ଶବ୍ଦ ଲେଖାଥିବା...

ଅମିତ ଶାହାଙ୍କ ଚେତାବନୀ, ମୋଦିଙ୍କୁ ତୃତୀୟ ଥର ପ୍ରଧାନମନ୍ତ୍ରୀ କର ଓଲଟା ଲଟକେଇ..

ନୂଆଦିଲ୍ଲୀ,୧୬।୫: ଲୋକ ସଭା ନିର୍ବାଚନ ମଧ୍ୟରେ ବିହାରର ମଧୁବନୀରେ ଏକ ରାଲିରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଜନସାଧାରଣଙ୍କୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ...

‘ଇଣ୍ଡିଆ’ ମେଣ୍ଟ ସରକାର ଗଢିଲେ କିଏ ହେବେ ପ୍ରଧାନମନ୍ତ୍ରୀ? ମନର କଥା କହିଲେ ଦିଗବିଜୟ

ନୂଆଦିଲ୍ଲୀ,୧୬।୫: ଭୁପେଶ ବାଘେଲଙ୍କ ପରେ ବର୍ତ୍ତମାନ କଂଗ୍ରେସର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଦିଗବିଜୟ ସିଂ ମଧ୍ୟ ରାହୁଲ ରାଗ ଛାଡିଛନ୍ତି। ରାହୁଲ...

ଏ ମୋଦି ତ ବହୁତ ସୁନ୍ଦର… କାହିଁକି ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ଜୈନପୁର,୧୬।୫: ଉତ୍ତରପ୍ରଦେଶର ଜୈନପୁରରେ ସାଧାରଣ ସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ସୁନ୍ଦର ପିଲାଙ୍କୁ ଦେଖି ପ୍ରଶଂସା କରିଛନ୍ତି। ଏହି ଦୁଇ ପିଲା ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ଅମିତ ଶାହା କହିଲେ-”କେଜ୍‌ରିଓ୍ବାଲଙ୍କୁ ଦିଆଯାଇଛି ସ୍ବତନ୍ତ୍ର ଟ୍ରିଟ୍‌ମେଣ୍ଟ୍‌”, ପ୍ରତିକ୍ରିୟା ଦେଲେ ସୁପ୍ରିମକୋର୍ଟ

ନୁଆଦିଲ୍ଲୀ,୧ା୫: ଏଏପି ମୁଖ୍ୟ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ବେଲ୍‌ ପ୍ରସଙ୍ଗରେ କେନ୍ଦ୍ର ସ୍ବରାଷ୍ଟ୍ର୍‌ମନ୍ତ୍ରୀ ଅମିତ ଶାହା ଦେଇଥିବା ମନ୍ତବ୍ୟ ଉପରେ ପ୍ରତିକ୍ରିୟା ଦେଇଛନ୍ତି ସୁପ୍ରିମକୋର୍ଟ। କେଜ୍‌ରିଓ୍ବାଲଙ୍କୁ ବେଲ୍‌...

କେଜ୍‌ରିଓ୍ବାଲ୍‌ଙ୍କୁ ଆତ୍ମସମର୍ପଣ କରିବାକୁ ପଡ଼ିବ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୬।୫: ଦିଲ୍ଲୀ ଅବକାରୀ ନୀତି ମାମଲାରେ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଗିରଫଦାରୀକୁ ନେଇ ଆବେଦନ ଉପରେ ଗୁରୁବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ଏହି ମାମଲାର ଶୁଣାଣି କରି...

ବିହାରରୁ ମୁହଁ ଫେରାଉଛନ୍ତି ଷ୍ଟାର ପ୍ରଚାରକ

ପାଟନା,୧୬ା୫: ଗୋଟିଏ ପଟେ ଲୋକ ସଭା ନିର୍ବାଚନରେ ଦେଶରେ ସରକାର ଗଠନ କରିବାକୁ କଂଗ୍ରେସ ଦାବି କରୁଛି, କିନ୍ତୁ ଅନ୍ୟପକ୍ଷରେ କଂଗ୍ରେସର ଷ୍ଟାର ପ୍ରଚାରକମାନେ କେଉଁଆଡ଼େ...

‘୫୬ ଇଞ୍ଚ ଛାତିରେ ସାହସ ନାହିଁ’, ଖୋଲା ବିତର୍କ ପ୍ରସଙ୍ଗରେ ମୋଦିଙ୍କୁ ଟାର୍ଗେଟ କଲେ ଜୟରାମ ରମେଶ

ନୂଆଦିଲ୍ଲୀ,୧୬।୫: ନିକଟରେ ଏକ ଚିଠିରେ ଦୁଇଜଣ ପୂର୍ବତନ ବିଚାରପତି ରାହୁଲ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସର୍ବସାଧାରଣରେ ବିତର୍କ କରିବାକୁ କହିଥିଲେ। ଯାହା ଉପରେ ପ୍ରତିକ୍ରିୟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri