ସମୁଦ୍ରରେ ଭାସିଗଲେ ୨ଯୁବକ: ଜଣେ ଉଦ୍ଧାର, ଅନ୍ୟ ଜଣେ ନିଖୋଜ

ପୁରୀ ଅଫିସ, ୧୫।୮: ପୁରୀ ସମୁଦ୍ରରେ ଗାଧୋଉଥିବା ବେଳେ ଯୁବକ ନିଖୋଜ। ନିଖୋଜ ଯୁବକ ହେଉଛନ୍ତି ପଶ୍ଚିମବଙ୍ଗର ରବି ସିଂ। ଆଜି ଅପରାହ୍ନ ୫ଟା ସମୟରେ ରବି ସିଂ ତାଙ୍କର ଅନ୍ୟ ସାଙ୍ଗମାନଙ୍କ ସହ ପୁରୀ ଦିଗବାରେଣୀ ଛକ ନିକଟସ୍ଥ ସମୁଦ୍ରରେ ଗାଧୋଉଥିଲ। ଦୁଇ ଜଣ ହଠାତ୍‌ ଗଭୀର ସମୁଦ୍ରକୁ ଭାସି ଯାଇଥିଲେ। ସେଠାରେ ମୁତୟନ ଥିବା ଲାଇଫଗାର୍ଡମାନେ ବିହାରର ସାଗର କୁମାର ଚୌଧୁରୀକୁ ଉଦ୍ଧାର କରିଥିବା ବେଳେ ରବି ସିଂଙ୍କ ପତ୍ତା ପାଇ ନ ଥିଲେ। ତେବେ ଏଯାଏ ତାଙ୍କର କୌଣସି ପତ୍ତା ମିଳି ନ ଥିବା ବେଳେ ଲାଇଫ ଗାର୍ଡ ଓ ଅଗ୍ନିଶମବାହିନୀର କର୍ମଚାରୀମାନେ ଖୋଜାଖୋଜି ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନ ଉପରେ ମାଡିଗଲା ଟ୍ରକ୍‌

ନିଶ୍ଚିନ୍ତକୋଇଲି,୨୪।୯(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଧୀନ ନିଶ୍ଚିନ୍ତ କୋଇଲି ବଜାରରେ ଶନିବାର ଏକ ଦୁର୍ଘଟଣା ଘଟିଛି। ଦୁଇଟି ସାର ବୋଝେଇ ଟ୍ରକ୍‌ ବଜାର ଉପରେ...

ନାଲ୍‌କୋ ଅଞ୍ଚଳରେ ବଢ଼ୁଛି ପ୍ରଦୂଷଣ: ଧୂଳି ଧୂଆଁରେ ଲୋକେ ଅତିଷ୍ଠ

ବଅଁରପାଳ, ୫।୬ (ଡି.ଏନ୍‌.ଏ.)- ନବରତ୍ନ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନାଲ୍‌କୋ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀ ଅନେକ ସମୟରେ ପ୍ରଦୂଷଣରେ ଛଟପଟ ହେଉଥିବା ଅଭିଯୋଗ ହେଉଛି। ପ୍ଲାଣ୍ଟ କର୍ତ୍ତୃପକ୍ଷ...

ରଣକ୍ଷେତ୍ର ପାଲଟିଲା ରାଜମହଲ ଛକ: ପୋଲିସ-ଜନତା ମୁହାଁମୁହିଁ; ଲାଠିଚାର୍ଜ

ଭୁବନେଶ୍ୱର,୭।୯(ବ୍ୟୁରୋ): ରଣକ୍ଷେତ୍ର ପାଲଟିଛି ସ୍ଥାନୀୟ ରାଜମହଲ ଛକ। ନୂଆ ମୋଟର ଯାନ ନିୟମକୁ ବିରୋଧ ସହ ସରକାରୀ ଗାଡ଼ିକୁ ଛାଡ଼ି ଦିଆଯାଉଥିବା ଅଭିଯୋଗ କରି ତାତିଛନ୍ତି...

ନିଷିଦ୍ଧାଞ୍ଚଳରେ ମାଳ ମାଳ ଟ୍ରଲର

ମହାକାଳପଡ଼ା, ୨୦।୧୦(ଡି.ଏନ୍‌.ଏ.):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ନିଷିଦ୍ଧାଞ୍ଚଳରେ ବେଆଇନ ମାଛ ଧରା ଟ୍ରଲର ମାଳ ମାଳ ଦେଖିବାକୁ ମିଳିଛି। ଏମାନେ ସନ୍ଧ୍ୟା ବେଳେ ଗହୀରମଥା...

ଅଚଳ ଇଭିଏମକୁ ବଦଳାଗଲା

ଚାନ୍ଦବାଲି,୨୯।୪(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମଉସୁଧା ପଞ୍ଚାୟତର ମଉସୁଧା ସ୍କୁଲର ୧୨୬ନଂ ବୁଥ୍‌ରେ ଇଭିଏମ୍‌ରେ ତ୍ରୁଟି ପରିଲକ୍ଷିତ ହୋଇଥିଲା। ଫଳରେ ମତଦାନ ବାଧାପ୍ରାପ୍ତ ହୋଇଛି।...

ନିର୍ବାଚନ ପାଇଁ ରିକ୍ୟୁଜିଶନ ହେଲା ଦୁଇ ଚକିଆ ଯାନ: ଥାନାକୁ ବାଇକ୍‌ ଟାଣି ଆଣିଲା ପୋଲିସ

ଅନୁଗୋଳ ଅଫିସ, ୨୦।୪- ନିର୍ବାଚନ ପାଇଁ ଦୁଇ ଚକିଆ ଯାନ ରିକ୍ୟୁଜିଶନ ଯୋଗୁ ଅନୁଗୋଳ ପୋଲିସ ଲୋକଙ୍କଠାରୁ ବାଇକ୍‌ ସଂଗ୍ରହ କରିଛି। ତେବେ ପୋଲିସ ବିନା...

ମନୋଜ ଛାବ୍ରାଙ୍କୁ ସ୍ପେଶାଲ ଜେଲ ଡିଜି ଭାବେ ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ୱର, ୨୬ା୧୧(ବ୍ୟୁରୋ): ୧୯୮୮ ବ୍ୟାଚ୍‌ର ଓଡ଼ିଶା କ୍ୟାଡର ଆଇପିଏସ୍‌ ଅଫିସର ମନୋଜ ଛାବ୍ରାଙ୍କୁ ସ୍ପେଶାଲ ଜେଲ୍‌ ଡିଜି ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି। ଏ ନେଇ...

ସର୍ବସାଧାରଣ ସ୍ଥାନରେ ଅଳିଆ ପକାଇଲେ ଦେବାକୁ ପଡ଼ିବ ଜରିମାନା

ଭଦ୍ରକ ଅଫିସ,୧୭।୧୦: ଏଣିକି ସର୍ବସାଧାରଣ ସ୍ଥାନରେ ଅଳିଆ ପକାଇଲେ ଜରିମାନା ଦେବାକୁ ପଡ଼ିବ । ଭଦ୍ରକ ପୌରପାଳିକା ପକ୍ଷରୁ ଏପରି କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି।...

Advertisement
Archives

Model This Week