ଦୁର୍ଘଟଣାରେ ଚାଲିଗଲା ଯୁବ ବ୍ୟବସାୟୀଙ୍କ ଜୀବନ

ଧର୍ମଶାଳା,୨ା୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଜାରକା ବଜାରର ପ୍ରତିଷ୍ଠିତ ବ୍ୟବସାୟୀ ଉମାକାନ୍ତ ପାତ୍ର (ପପୁ) ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି। ବାଇକ୍‌ ଯୋଗେ ଯାଜପୁର ଟାଉନ ବାସଭବନରୁ ଜାରକା ବଜାରରେ ଥିବା ନିଜ ବ୍ୟବସାୟସ୍ଥଳକୁ ଆସୁଥିବା ବେଳେ ଷୋହଳ ନମ୍ବର ଜାତୀୟ ରାଜପଥର ଗୋପାଳପୁର ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲେ। ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ପ୍ରଥମେ ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ଭୁବନେଶ୍ବରସ୍ଥିତ ମେଡିକାଲକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଯାଜପୁର ଜିଲା ତଥା ଜାରକା ବଜାରରେ ଥିବା ତ୍ରିବେଣୀ ଡ୍ରେସ୍‌ ହାଉସର ପପୁ ବିଶିଷ୍ଟ ବ୍ୟବସାୟୀ ଭାବେ ନିଜର ପରିଚୟ ସୃଷ୍ଟି କରିଥିଲେ। କିଛି ଦିନ ହେବ ଜାରକା ସ୍କୁଲ ନିକଟରେ ଜିଡିପି ଟେକ୍‌ ଷ୍ଟାଇଲ ନାମରେ ଆଉ ଏକ ବ୍ୟବସାୟ ପ୍ରତିଷ୍ଠାନ ଆରମ୍ଭ କରିଥିଲେ। ଏହି ଖବର ଶୁଣିବା ପରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିରଞ୍ଚିଙ୍କ ଏଏସଆଇକୁ ପଦୋନ୍ନତି: କଠିନ ପରିଶ୍ରମ ଆଣିଦେଲା ସଫଳତା

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବିରଞ୍ଚି ନାରାୟଣ ପଲେଇଙ୍କ ପଦୋନ୍ନତି ହୋଇଛି। କନେଷ୍ଟବଳରୁ ଏଏସଆଇକୁ ପଦୋନ୍ନତି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ, କାରଣ ଜାଣିଲେ…

ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍‌ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର...

ଗତ ୨ ବର୍ଷରେ ୧୧ ହଜାର ଇଞ୍ଜିନିୟର ୫ ହଜାର ଡାକ୍ତର ଦେଶ ଛାଡିଛନ୍ତି, କାହିଁକି ପାକିସ୍ତାନର ହେଉଛି ଏମିତି ଅବସ୍ଥା?ଜାଣନ୍ତୁ…

ଇସଲମାବାଦ,୨୭।୧୨: ପାକିସ୍ତାନ ବର୍ତ୍ତମାନ ଇତିହାସରେ ସବୁଠାରୁ ଗୁରୁତର ପ୍ରତିଭା ପ୍ରସ୍ଥାନର ସମ୍ମୁଖୀନ ହେଉଛି। ଆର୍ଥିକ ଦୁର୍ଦ୍ଦଶା, ରାଜନୈତିକ ଅନିଶ୍ଚିତତା ଏବଂ ବୃତ୍ତିଗତ ସୁଯୋଗର ଅଭାବ ଏପରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri