ଧଳାଜହର କାରବାରରେ ସୁନ୍ଦରୀ ତରୁଣୀ: ଡିଲ୍ ବେଳେ ମାଡ଼ି ବସିଲା ଅବକାରୀ ବିଭାଗ

ଭୁବନେଶ୍ବର,୧।୯: ରାଜଧାନୀ ଭୁବନେଶ୍ୱରରେ କାୟା ମେଲାଇ ବସିଛନ୍ତି ନିଶା ଦ୍ରବ୍ୟ ବେପାରୀ। ରାତି ଦିନ କିଛି ମାନୁ ନାହାନ୍ତି। ସୁନ୍ଦରୀ ତରୁଣୀଙ୍କୁ ଲଗାଇ ଛାତ୍ର, ଯୁବବର୍ଗଙ୍କୁ କରୁଛନ୍ତି ଟାର୍ଗେଟ। ଏହିଭଳି ରବିବାର ବଡ଼ଗଡ଼ ଥାନା କଳ୍ପନା ଅଞ୍ଚଳର ସବାର ସହି ନିକଟରେ ଡିଲ୍ ବେଳେ, ଜଣେ ସୁନ୍ଦରୀ ନିଶା ବେପାରୀଙ୍କୁ ଧରିଛି ଅବକାରୀ ବିଭାଗ।

ଯୁବତୀଙ୍କ ସହିତ ତାଙ୍କର ପୁରୁଷ ବନ୍ଧୁ ଓ ଅନ୍ୟ ଜଣେ ସହଯୋଗୀଙ୍କୁ ମଧ୍ୟ ଧରିଛି ଅବକାରୀ ବିଭାଗ। ଅଭିଯୁକ୍ତଙ୍କ ନିକଟରୁ 275 ଗ୍ରାମ ବ୍ରାଉନ ସୁଗାର ଜବତ ହୋଇଥିବା ବେଳେ ଗୋଟିଏ ଆଇ20 କାର୍ ମଧ୍ୟ ଜବତ ହୋଇଛି। ପୋଲିସ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଅଭିଯୁକ୍ତମାନେ ଛାତ୍ରୀ ଛାତ୍ର ହୋଇଥିଲେ ମଧ୍ୟ ନିଜେ ବ୍ରାଉନ ସୁଗାର ସେବନ କରିବା ସହିତ ବିଭିନ୍ନ କଲେଜର ଅନ୍ୟ ଛାତ୍ରୀ ଛାତ୍ରମାନଙ୍କୁ ନିଶରଦ୍ରବ୍ୟ ବିକ୍ରି କରୁଥିଲେ।

ତେବେ ତିନି ଅଭିଯୁକ୍ତ ବ୍ରାଉନ୍ସୁଗାର ସେବନ କରୁଥିବା ଗଣମାଧ୍ୟମ ଆଗରେ ସ୍ୱୀକାର କରିଥିଲେ ମଧ୍ୟ ବିକ୍ରି କରୁଥିବା ପ୍ରଶ୍ନକୁ ଖାରଜ କରିଛନ୍ତି। ଜନ୍ମଦିନ ପାଳନ କରିବା ପାଇଁ ସେମାନେ ଏତେ ମାତ୍ରାରେ ବ୍ରାଉନ ସୁଗାର କିଣି ଫେରୁଥିବା ବେଳେ ସେମାନଙ୍କୁ ଅବକାରୀ ବିଭାଗ ଧରିଥିବା ସେମାନେ କହିଛନ୍ତି। ସେମାନେ ଏହା ମଧ୍ୟ ଦାବି କରିଛନ୍ତି ଯେ, ରାଜଧାନୀ ଭୁବନେଶ୍ୱରରେ ବ୍ରାଉନ ସୁଗାର ପାଇଁ ଯୁବତୀମାନଙ୍କର ଅଧିକ ଡିମାଣ୍ଡ ରହୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ଜଳ ସଙ୍କଟ ବଢ଼ିବ: ଜାଣନ୍ତୁ କାରଣ କ’ଣ…

ନୂଆଦିଲ୍ଲୀ,୩୦ା୪: ଭାରତରେ ଇନ୍ଧନ ସଙ୍କଟ ଦୂର କରିବାକୁ ଯାଇ ୮୦% ପେଟ୍ରୋଲରେ ୨୦% ଇଥାନଲ ମିଶ୍ରଣ କରାଯାଉଥିବାବେଳେ ଆଗାମୀ ଦିନରେ ୧୫% ପେଟ୍ରୋଲରେ ୮୫% ଇଥାନଲ ମିଶ୍ରଣ…

ଭାଜପା ଆଗରେ ରହିବା ପୂର୍ବାନୁମାନକୁ ଟିଏମ୍‌ସିର ଖଣ୍ଡନ

କୋଲକାତା,୩୦ା୪: ପଶ୍ଚିମବଙ୍ଗ ନିର୍ବାଚନରେ ଭାଜପା ଆଗରେ ରହିବ ବୋଲି ବିଭିନ୍ନ ଏକ୍‌ଜିଟ୍‌ ପୋଲ୍‌ ପୂର୍ବାନୁମାନ କରିଥିବାବେଳେ ଟିଏମ୍‌ସି ରାଜ୍ୟ ସଭା ସଦସ୍ୟ ଡେରେକ୍‌ ଓ’ବ୍ରାଏନ୍‌ ଏହାକୁ ଖଣ୍ଡନ…

ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହାଇଡ୍ରାମା: ରଜତ ପାଟିଦାରଙ୍କ ଆଉଟ୍‌କୁ ନେଇ ଅମ୍ପାୟାରଙ୍କ ସହ କୋହଲିଙ୍କ ଝଗଡ଼ା

ଅହମ୍ମଦାବାଦ,୩୦।୪: ଆଇପିଏଲ ୨୦୨୬ରେ ପୁଣି ଏକ ବଡ଼ ବିବାଦ ସାମ୍ନାକୁ ଆସିଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (RCB)ର ଅଧିନାୟକ ରଜତ ପାଟିଦାରଙ୍କ…

ଭୀଷଣ ବର୍ଷା, ବେଙ୍ଗାଲୁରୁ ସହର ଜଳାର୍ଣ୍ଣବ

ବେଙ୍ଗାଲୁରୁ,୩୦ା୪: ବେଙ୍ଗାଲୁରୁରେ ଅଚାନକ ଭାବେ ଆରମ୍ଭ ହୋଇଥିବା ବର୍ଷା ପରବର୍ତ୍ତୀ ସମୟରେ ଭୀଷଣ ରୂପ ନେବାରୁ ସାରା ସହର ଜଳାର୍ଣ୍ଣବ ହୋଇପଡ଼ିଛି। ସହରର ବିଭିନ୍ନ ଅଞ୍ଚଳ ଜଳବନ୍ଦୀ…

ପୁଅକୁ ଦୋକାନରେ ବସାଇ ଜଳଖିଆ ଖାଇବାକୁ ଯାଇଥିଲେ ବାପା, ଆସିଲା ବେଳକୁ…

ଅତାବିରା,୩୦।୪(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ମୁଖ୍ୟ ବଜାର ସମ୍ମୁଖ ଏକ ପାନ ଦେକାନ ଫ୍ରିଜରେ ଲାଗିଥିବା ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଗୁରୁବାର ସନ୍ଧ୍ୟାରେ…

ଏକ୍‌ଜିଟ୍‌ ପୋଲ୍‌କୁ ନେଇ ମମତାଙ୍କ ବଡ଼ ବୟାନ

କୋଲକାତା,୩୦ା୪: ପଶ୍ଚିମବଙ୍ଗରେ ଏଥର ଭାଜପା ଏବଂ ଟିଏମ୍‌ସି ମଧ୍ୟରେ କଡ଼ା ଟକ୍କର ହେବ ବୋଲି କେତେକ ପୋଲ୍‌ ଏଜେନ୍ସି ଆକଳନ କରିଥିଲାବେଳେ ଭାଜପା ସର୍ବାଧିକ ଆସନ ପାଇ…

TMCର ବଡ଼ ଅଭିଯୋଗ, ‘ବାଲଟ ବକ୍ସ ଖୋଲିବାକୁ ଚେଷ୍ଟା’, ଆସିଲା ସିସିଟିଭି ଫୁଟେଜ!

କୋଳକାତା,୩୦।୪: ବିଧାନସଭା ନିର୍ବାଚନ ପରେ ପଶ୍ଚିମବଙ୍ଗରେ ପୁଣିଥରେ ରାଜନୀତି ଉଷ୍ମ ହୋଇଛି। ନେତାଜୀ ଇଣ୍ଡୋର ଷ୍ଟାଡିୟମ ବାହାରେ ଥିବା ଷ୍ଟ୍ରଙ୍ଗ ରୁମ ସମ୍ମୁଖରେ ଟିଏମସି ନେତା ଶଶି…

୪,୪,୪,୪,୪… ଗୋଟିଏ ଓଭରରେ କ୍ରମାଗତ ୫ଟି ଚୌକା ମାରି ଇତିହାସ ସୃଷ୍ଟି କଲେ ବିରାଟ କୋହଲି, ଏହି ସ୍ବତନ୍ତ୍ର ତାଲିକାରେ ସ୍ଥାନ ପାଇଲେ

ନୂଆଦିଲ୍ଲୀ,୩୦।୪: ଗୁଜରାଟ ଟାଇଟାନ୍ସ ବିପକ୍ଷ ମ୍ୟାଚରେ ବିରାଟ କୋହଲି ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। କାଗିସୋ ରାବାଡାଙ୍କ ଦ୍ୱାରା ବୋଲ୍ଡ ହୋଇଥିବା ଗୋଟିଏ ଓଭରରେ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri