ପିସ୍ତଲରୁ ନିଜକୁ ଗୁଳି କରିଦେଲେ ଯୁବ କଂଗ୍ରେସ ନେତା, ସହରରେ ଶୋକର ଛାୟା

ସୋନପୁର,୨୧l୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା କଂଗ୍ରେସ କମିଟିର କୋଷାଧ୍ୟକ୍ଷ ରାଜେଶ ମିଶ୍ର(୪୦) ଆତ୍ମହତ୍ୟା କରିଛନ୍ତି। ମଙ୍ଗଳବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ସୁବର୍ଣ୍ଣପୁର ସହର ଭଗବତୀପ୍ଲଟ ସ୍ଥିତ ବାସଭବନରେ ନିଜ ପିସ୍ତଲରୁ ମୁଣ୍ଡକୁ ଗୁଳି ମାରି ସେ ଆତ୍ମହତ୍ୟା କରିଥିବା ଜଣାପଡିଛି । ସୋନପୁର ଥାନା ପୋଲିସ ଘଟଣାର ତଦନ୍ତ କରୁଛି । ରାଜେଶ ଛାତ୍ର ସମୟରୁ କଂଗ୍ରେସ ସହିତ ଜଡ଼ିତ ରହିଥିଲେ। ତାଙ୍କ ମୃତ୍ୟୁରେ ସହରରେ ଶୋକର ଛାୟା ଖେଳି ଯାଇଛି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

ସେପ୍ଟେମ୍ବର ୨୩ରେ ଘଟିବ ବିରଳ ଘଟଣା; ଦିନ-ରାତି ୧୨-୧୨ ଘଣ୍ଟା….

ନୂଆଦିଲ୍ଲୀ,୨୧।୯: ଆସନ୍ତା ୨୩ ସେପ୍ଟେମ୍ବରରେ ଆକାଶରେ ଦେଖିବାକୁ ମିଳିବ ଏକ ବିଶେଷ ଭୌଗଳିକ ଘଟଣା । ଏହି ତାରିଖରେ ଦିନ ଓ ରାତିର ସମୟ ପ୍ରାୟ ସମାନ…

ଅମିତ ଶାହାଙ୍କୁ ଭେଟିଲେ ଗୌତମ ଗମ୍ଭୀର: ଦେଲେ ଏହି ବିଶେଷ ଉପହାର, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ସୋମବାର କେନ୍ଦ୍ରୀୟ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତକାରର ଫଟୋ ଗମ୍ଭୀର…

ସୁପୋଷିତ ଓଡ଼ିଶା ମିଶନ: ୨୧,୫୯୪ ଅଙ୍ଗନୱାଡି କେନ୍ଦ୍ରରେ ସର୍ଭେ କାର୍ଯ୍ୟ ଆରମ୍ଭ

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ମାଧ୍ୟମରେ ରାଜ୍ୟର ୨୧,୫୯୪ଟି ଅଙ୍ଗନୱାଡି କେନ୍ଦ୍ରରେ ଜାତୀୟ ସେବା ଯୋଜନା (NSS)ର ବିଭିନ୍ନ ଶାଖାରେ କାର୍ଯ୍ୟରତ ୪,୩୩୪ ଜଣ ସ୍ବେଚ୍ଛାସେବୀ…

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ଗଭୀର ଅବପାତର ରୂପ ନେଲା ଲଘୁଚାପ, ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି ଆରମ୍ଭ

ଗଞ୍ଜାମ,୨୧।୯(ବିଦ୍ୟାଧର ସାହୁ ): ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତର ରୂପ ନେଇ ବଙ୍ଗୋପସାଗର ଆଡ଼କୁ ଗତି କରିବା ନେଇ ଭାରତୀୟ ପାଣିପାଗ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?