ପ୍ରେମ ପ୍ରତାରଣା କରି ଯୁବକ ଗିରଫ

ରାଉରକେଲା ଅଫିସ,୧୩।୩: ଜଣେ ଯୁବତୀଙ୍କୁ ପ୍ରେମ ପ୍ରତାରଣା ଅଭିଯୋଗରେ ଟାଙ୍ଗରପାଲି ପୋଲିସ ଜଣଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ହେଲେ ତୋଫାନ ଓଝା(୨୮)। ତାଙ୍କୁ ରବିବାର କୋର୍ଟ ଚାଲାଣ କରାଯାଇଛି। ଏ ନେଇ ପୋଲିସ ଏକ ମାମଲା (ନଂ.୩୪/୨୨) ରୁଜୁ କରିଛି।

ପୋଲିସ ସୂଚନା ଅନୁସାରେ, ଗତ କିଛି ମାସ ତଳେ ଟାଙ୍ଗରପାଲି ନବକୃଷ୍ଣନଗରର ତୋଫାନ ଉକ୍ତ ଅଞ୍ଚଳର ଜଣେ ଯୁବତୀଙ୍କ ସହ ପ୍ରେମ ସମ୍ପର୍କ ସ୍ଥାପନ କରିଥିଲେ। ଯୁବତୀ ଜଣଙ୍କୁ ବିବାହ କରିବାକୁ କହି ସେ ତାଙ୍କ ସହ ଶାରିରୀକ ସମ୍ପର୍କ ରଖିଆସୁଥିଲେ। ଯୁବତୀଙ୍କ ପରିବାର ଲୋକେ ଏହା ଜାଣିବା ପରେ ତୋଫାନଙ୍କୁ ବିବାହ କରିବା ପାଇଁ କହିବାରୁ ସେ ଫେରାର ହୋଇଯାଇଥିଲେ। ଏ ନେଇ ପରିବାର ପକ୍ଷରୁ ଥାନାରେ ଅଭିଯୋଗ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ରୁତ ଗତିରେ ଆସି କାରକୁ ଧକ୍କା ଦେଲା ବାଇକ, ୨….

ପଟ୍ଟାଙ୍ଗି,୨୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ବାଲିଘାଟ ସରିଗୁଡା ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । କାର ସହ ମୋଟର ସାଇକେଲ…

ସେପ୍ଟେମ୍ୱର ୧ରୁ ମହଙ୍ଗା ହେବ ଅଟୋ ଭଡା, ଜାଣନ୍ତୁ କେତେ ଦବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୨୬।୮: ମୁମ୍ୱାଇରେ CNG ରେ ଚାଲୁଥିବା କଳା-ହଳଦିଆ ଟ୍ୟାକ୍ସି ଏବଂ ଅଟୋ ରିକ୍ସାରେ ଯାତ୍ରା କରିବା ୧ ସେପ୍ଟେମ୍ୱରରୁ ମହଙ୍ଗା ହୋଇଯିବ। ମହାରାଷ୍ଟ୍ର ପରିବହନ ପ୍ରାଧିକରଣ ବୁଧବାର…

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

୧ ସେପ୍ଟେମ୍ୱରରେ ଶନି-ଗୁରୁଙ୍କ ମହାମିଳନ! ୩ ରାଶିଙ୍କ ସୁନା ଭଳି ଚମକିବ କ୍ୟାରିୟର, ଆଖି ପିଛୁଳାକେ ଧନ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଏବଂ ସେମାନଙ୍କ ଦ୍ୱାରା ସୃଷ୍ଟି ହେଉଥିବା ଶୁଭ-ଅଶୁଭ ଯୋଗର ବିଶେଷ ମହତ୍ତ୍ୱ ରହିଛି। ୧ ସେପ୍ଟେମ୍ୱର ୨୦୨୬ରେ ଶନି ଏବଂ ଦେବଗୁରୁ…

ଗ୍ଲାସିୟର ହ୍ରଦ, ହିମସ୍ଖଳନ, କିମ୍ବା ଭୂମିକମ୍ପ… ହଠାତ କାହିଁକି ନେପାଳରେ ଆସିଲା ବନ୍ୟା? ବୈଜ୍ଞାନିକମାନେ କହିଲେ ପ୍ରକୃତ କାରଣ

କାଠମାଣ୍ଡୁ,୨୬।୮: ନେପାଳର ରାସୁୱା ଜିଲାର ଭୋଟେ କୋଶି ନଦୀରେ ବନ୍ୟାର ପ୍ରକୃତ କାରଣ ସ୍ଥାନୀୟ ବର୍ଷା ନୁହେଁ, ବରଂ ଏକ ବିଶାଳ ହିମସ୍ଖଳନ ହୋଇପାରେ। କାଠମାଣ୍ଡୁ ବିଶ୍ୱବିଦ୍ୟାଳୟର…

ସ୍କୁଲ ପଛ ନାଳରୁ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ସୋମବାରଠାରୁ ଥିଲେ ନିଖୋଜ

କୋରାପୁଟ,୨୬।୮(ଅମିତାଭ ବେହେରା): ବୋରିଗୁମ୍ମା ବ୍ଲକ ଗୁମୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ ପଛପଟ ନାଳରୁ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି । ମୃତ…

ପେଟ୍ରୋଲିୟମ ମନ୍ତ୍ରାଳୟର ବଡ଼ ସୂଚନା, ୩୧ ଅଗଷ୍ଟ ପରେ ମିଳିବନି ଗ୍ୟାସ ସିଲିଣ୍ଡର? ଶୀଘ୍ର ସାରନ୍ତୁ ଏହି କାମ…

ନୂଆଦିଲ୍ଲୀ,୨୬।୮: ଯଦି ଆପଣଙ୍କ ଘରେ ମଧ୍ୟ ରୋଷେଇ ଗ୍ୟାସ ସିଲିଣ୍ଡର ବ୍ୟବହୃତ ହେଉଛି, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। ତେଲ କମ୍ପାନୀ ଏବଂ…

Zamatoରୁ ଅର୍ଡର କରୁଥିଲେ ସାବଧାନ! ଦିନ ଦ୍ୱିପ୍ରହରରେ ଲୁଟୁଛି କମ୍ପାନୀ

ନୂଆଦିଲ୍ଲୀ,୨୬।୮: ଆଜିକାଲି ଲୋକମାନେ ଅନଲାଇନରେ ଖାଦ୍ୟ ଅର୍ଡର କରିବାର ଅଭ୍ୟାସ ବିକଶିତ କରିଛନ୍ତି। ଏହାର ସୁଯୋଗ ନେଇ, ଖାଦ୍ୟ ବିତରଣ ସେବାଗୁଡ଼ିକ ପ୍ରାୟତଃ ଅତ୍ୟଧିକ ପରିମାଣରେ ଚାର୍ଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri