ବନ୍ୟଜନ୍ତୁ ଶିକାର କରି ଯୁବକ ଗିରଫ: ବନ୍ଧୁକ ଜବତ

ବଲାଙ୍ଗୀର ଅଫିସ,୧୩।୩: ବଲାଙ୍ଗୀର ବନବିଭାଗର ମୋବାଇଲ ସ୍କ୍ବାଡ୍‌ କରକଚିଆ ଛକ ନିକଟରେ ଶନିବାର ଚଢ଼ାଉ କରଛନ୍ତି। ଏଥିରେ ସମ୍ପୃକ୍ତ ଜଣେ ବନ୍ୟଜନ୍ତୁ ଶିକାରୀଙ୍କୁ ଗିରଫ କରିବା ସହ ତାଙ୍କ ଠାରୁ ଏକ ଦେଶୀ ବନ୍ଧୁକ ଓ ଦୁଇଟି ମୃତ ବନ୍ୟ ବିଲେଇ ଓ ଏକ ମୃତ ଠେକୁଆ ଜବତ କରିଛନ୍ତିି । ବଲାଙ୍ଗୀର ଡିଏଫଓ ସମୀର ଶତପଥୀଙ୍କ ସହ ରେଞ୍ଜ ଅଧିକାରୀ ଓ ଷ୍ଟାଫ ଚଢ଼ାଉରେ ସାମିଲ୍‌ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାବନପୁରରେ ଗୋଷ୍ଠୀସଂଘର୍ଷ, ୧୦ରୁ ଊର୍ଦ୍ଧ୍ୱ ଆହତ

ପାତ୍ରପୁର,୧୬ା୯(ଡି.ଏନ୍‌.ଏ.)- ଜରଡ଼ା ଥାନା ଖମ୍ବାରୀଗଁା ପଞ୍ଚାୟତ ବାବନପୁର ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି।...

ନବବଧୂ ହତ୍ୟା ମାମଲା: ଗୋଟିଏ ପରିବାରର ୫ ଜଣଙ୍କୁ ଆଜୀବନ କାରାଦଣ୍ଡ

ବାଲେଶ୍ୱର ଅଫିସ,୨୫।୨: ଅତିରିକ୍ତ ଜିଲା ଓ ଦୌରାଜଜ୍‌ଙ୍କ କୋର୍ଟ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ଯୌତୁକ ଜନିତ ନବବଧୂ ହତ୍ୟା ମାମଲାରେ ଗୋଟିଏ ପରିବାରର...

୨୮,୯୭୦ ପର୍ଯ୍ୟଟକ ନନ୍ଦନକାନନ ବୁଲିଲେ

ବାରଙ୍ଗ,୯।୧(ଡି.ଏନ୍‌.ଏ.): ପାଗ ଭଲଥିବାରୁ ଚଳିତ ବର୍ଷ ଦ୍ବିତୀୟ ରବିବାରରେ ୨୮,୯୭୦ଜଣ ପର୍ଯ୍ୟଟକ ନନ୍ଦନକାନନ ବୁଲିବାକୁ ଆସିଛନ୍ତି। ସେଥି ମଧ୍ୟରେ ଅଫ୍‌ଲାଇନରେ ୨୭୦୯ ଓ ଅନ୍‌ଲାଇନରେ ୧୮୧୯...

ଦୌଡ଼କୁଦ,ସଫ୍ଟବଲ ପ୍ରତିଯୋଗିତା ଉଦ୍‌ଯାପିତ: ଦୁଲା, ଶୁଭଶ୍ରୀ, ଅଭି ଓ ଯମୁନା ଚାମ୍ପିୟନ

ବାଲେଶ୍ୱର ଅଫିସ,୧୨।୧୧- ବାଲେଶ୍ୱର ଖ୍ରୀଷ୍ଟିଆନ୍‌ ହାଇସ୍କୁଲ ଖେଳ ପଡ଼ିଆରେ ସୋମବାର ଅପରାହ୍ନରେ ୬୫ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଦୌଡ଼କୁଦ (ଆଥ୍‌ଲେଟିକ୍ସ) ସଫ୍ଟବଲ ପ୍ରତିଯୋଗିତା ଉଦ୍‌ଯାପିତ...

ଛେଳିଆ ମାଝି ହତ୍ୟାକାଣ୍ଡ ଘଟଣା: ୯ ଜଣଙ୍କୁ ଆଜୀବନ କାରାଦଣ୍ଡ

ରାୟଗଡ଼ା ଅଫିସ,୧୭।୧୨: ବହୁଚର୍ଚ୍ଚିତ ଛେଳିଆ ମାଝି ହତ୍ୟାକାଣ୍ଡ ମାମଲାରେ ଅଦାଲତ ୯ ଜଣ ଅଭିଯୁକ୍ତଙ୍କୁ ଆଜୀବନ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଜିଲା ଦୌରାଜଜ୍‌ ସୋମଶେଖର...

ଛୁରାମାଡ଼ରେ ଯୁବକ ମୃତ, ଅଭିଯୁକ୍ତ ଗିରଫ

କୋଦଳା,୧୫ା୧୦(ଡି.ଏନ.ଏ.)-କୋଦଳା ଥାନା ବଡ ଗୁଢ଼ିଆଳି ଗ୍ରାମରେ ଛୁରା ମାଡ଼ରେ ମଙ୍ଗଳବାର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଉକ୍ତ ଗ୍ରାମର ମୋଚିୟା ନାୟକଙ୍କ ପୁଅ...

ଅଭିଯୁକ୍ତଙ୍କୁ ୨୦ବର୍ଷ ଜେଲ, ୫୦ ହଜାର ଜରିମାନା

ଯାଜପୁର ଟାଉନ, ୨୪ା୧୨ (ଡି.ଏନ.ଏ.): ନାବାଳିକା ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ୨୦ବର୍ଷ ଜେଲ ଦଣ୍ଡାଦେଶ ସହ ୫୦ ହଜାର ଟଙ୍କା ଜରିମାନା କରି ଏକ ରାୟ...

ନିର୍ଦ୍ୱନ୍ଦ୍ୱରେ ଉପାଧ୍ୟକ୍ଷା ନିର୍ବାଚିତ

ହିଞ୍ଜିଳିକାଟୁ,୭।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ପୌର ପରିଷଦର ଉପାଧ୍ୟକ୍ଷା ଭାବେ ବିଜେଡି ଦଳର ସୁଚିତ୍ରା ପଣ୍ଡା ଗୁରୁବାର ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ୨୧ଓ୍ବାର୍ଡ ବିଶିଷ୍ଟ ପୌର...

Advertisement
Archives

Model This Week