ଯୁବକଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ: ଘଟଣା ପଛରେ…

ଦାରିଙ୍ଗବାଡି,୮।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଜଣେ ଯୁବକଙ୍କୁ ୩ ଜଣ ସଂଘବଦ୍ଧ ଭାବେ ଆକ୍ରମଣ କରିଥିବା ଥାନାରେ ଯୁବକ ଜଣକ ଅଭିଯୋଗ କରିଛନ୍ତି । ଅଭିଯୋଗ କରିଥିବା ଯୁବକ ହେଲେ ଉକ୍ତ ଥାନା ଦନେକବାଡି ପଞ୍ଚାୟତ ମାଣ୍ଡୁବାଡ଼ି ଗ୍ରାମର ବଳେନ୍ଦ୍ର ନାୟକ (୩୦ ) । ସେ ନିଜ ଅଭିଯୋଗ ପତ୍ରରେ ଦାରିଙ୍ଗବାଡି ୩ ଛକର ୩ ଜଣ ବ୍ୟବସାୟିଙ୍କ ନାମରେ ଅଭିଯୋଗ କରିଛନ୍ତି। ସେ ଘଟଣା ସମ୍ପର୍କରେ ଉଲ୍ଲେଖ କରିଛନ୍ତି ଯେ, ବଳୟ ଏକ ବାଇକ ଯୋଗେ ଦାରିଙ୍ଗବାଡିରୁ ଭୁବନେଶ୍ୱର ଯାଉଥିଲେ ତେବେ ପୁରୁଣା ଷ୍ଟେଟବ୍ୟାଙ୍କ ନିକଟରେ ଜଣେ ବ୍ୟବସାୟୀ ରାସ୍ତା ମଝିରେ ପିକଅପ ଭ୍ୟାନ ଠିଆ କରିଥିଲେ। ବଳୟ ପଛରେ ବାଇକରେ ଯାଉଥିବା ବେଳେ ଉକ୍ତ ପିକଅପଭ୍ୟାନକୁ ରାସ୍ତାରୁ ସାଇଡ ଦେବାପାଇଁ ବଳୟ ବାଇକ ହର୍ଣ୍ଣ ବଜାଇଥିଲେ।ସେ ବାରମ୍ବାର ହର୍ଣ୍ଣ ବଜାଇବାରୁ ପିକଅପ ଭ୍ୟାନ ମାଲିକ ରାଗିଯାଇ ବଳୟଙ୍କୁ ଆକ୍ରମଣ କରିବା ସହ ତାଙ୍କ ନୂଆ ବାଇକକୁ ଭାଙ୍ଗିଦେଇଥିବା ଥାନାରେ ଅଭିଯୋଗ କରିଛନ୍ତି ।ତେବେ ଘଟଣା ସମ୍ପର୍କରେ ଥାନାରେ ଲିଖିତ ଅଭିଯୋଗ ଦେଇଥିବା ବେଳେ ଖବର ଲେଖିବା ସୁଦ୍ଧା ମାମଲା ରୁଜୁ ହୋଇ ନ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଟ୍ରିକ ପରୀକ୍ଷାଫଳ: ଚଳିତ ଶିକ୍ଷା ବର୍ଷରେ ବି ଗଜପତି ଜିଲା ରାଜ୍ୟରେ ପ୍ରଥମ, ୯୯.୩୧ ପ୍ରତିଶତ ସହ…

ପାରଳାଖେମୁଣ୍ଡି,୨।୫ (ଗିରିଧାରୀ ପରିଚ୍ଛା): ଚଳିତ ବର୍ଷ ମାଟ୍ରିକ ବୋର୍ଡ ପରୀକ୍ଷା ଫଳାଫଳ ଶନିବାର ଅପରାହ୍ନରେ ପ୍ରକାଶ ପାଇଛି । ସମଗ୍ର ରାଜ୍ୟରେ ମାଟ୍ରିକ ଫଳାଫଳ ହାର ୯୫.୩୩…

ଲିଲି, କପିଳେଶ୍ୱର ଯୁଗ୍ମ ବ୍ଲକ ଟପ୍ପର୍‌

କର୍ଲାମୁଣ୍ଡା,୨ା୫(ପ୍ରଦୀପ କୁମାର ସାହୁ): ଶନିବାର ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ କଲାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତେରେଶିଙ୍ଗା ନୋଡାଲ ହାଇସ୍କୁଲ ଛାତ୍ରୀ ଲିଲି ଗହୀର…

ବିଦ୍ୟୁତ୍‌ ତାରରେ ଲାଗିଗଲେ ମା’, ପୁଅ, ଆଉ ତା’ପରେ…

ରିଆମାଳ,୨ା୫(ବଦ୍ରୀ ନାରାୟଣ ଅଗ୍ରୱାଲା) ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଧୀନ କୁଣ୍ଢେଇଗୋଳା ଗ୍ରାମରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବିଦ୍ୟୁତ୍‌ ତାର ସଂଷ୍ପର୍ଶରେ ଆସି ଶନିବାର…

ହରମୋହନ, ଯୁଧିଷ୍ଠିରଙ୍କୁ ଗୁରୁ ଦାୟିତ୍ୱ ଦେଲା ଭାଜପା; ତୃଣମୂଳସ୍ତରରେ…

ହାଟଡିହୀ/ନିରାକାର ପରିଡା,୨।୫(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ହରମୋହନ ଶାସିନୀ ଏବଂ ଯୁଧିଷ୍ଠିର ମଲ୍ଲିକଙ୍କୁ ଭାଜପା ତରଫରୁ ଗୁରୁ ଦାୟିତ୍ୱ ପ୍ରଦାନ କରାଯାଇଛି ।…

ଗଞ୍ଜାମ ବ୍ଲକ ଟପ୍ପର ହେଲେ ଖୁସି ବାରିକି, ଡାକ୍ତର ହୋଇ ରୋଗୀ ସେବା କରିବା…

ଗଞ୍ଜାମ,୨।୫(ବିଦ୍ୟାଧର ସାହୁ): ଚଳିତ ବର୍ଷ ମାଟ୍ରିକ ବୋର୍ଡ ପରୀକ୍ଷା ଫଳାଫଳ ଶନିବାର ଅପରାହ୍ନରେ ପ୍ରକାଶ ପାଇଛି l ଏଥିରେ ଗଞ୍ଜାମ ନୋଡାଲ ବାଳିକା ଉଚ୍ଚ ବିଦ୍ୟାଳୟ ଛାତ୍ରୀ…

ହାଟଡିହୀ ବିଡିଓଙ୍କୁ ଅଫିସରେ ପଶି ଧମକ: ‘ଜିତୁ ମୁଣ୍ଡା ପରି ତୋତେ ଆଜି କଙ୍କାଳ କରିଦେବି’, କାବୁ କରି…

ହାଟଡିହୀ/ଛେନାପଦୀ,୨।୫(ନିରାକାର ପରିଡା/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବିଡ଼ିଓ ରଞ୍ଜନ କୁମାର ପରିଡ଼ାଙ୍କ ଅଫିସରେ ପଶି ଜଣେ ବ୍ୟକ୍ତି  ଧମକ ଦେବା ସହ କେନ୍ଦୁଝର ଜିତୁ…

ସିଜିମାଲି ଓ କୁଟ୍ରୁମାଳି ସୁରକ୍ଷା ପାଇଁ ଗର୍ଜିଲେ ଆଦିବାସୀ: କମ୍ପାନୀ ପ୍ରୀତି ଓ ପୋଲିସ ଦମନ ବିରୋଧରେ ପାହାଡ଼ ସତ୍ୟାଗ୍ରହ

ଥୁଆମୂଳ ରାମପୁର, ୨।୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଓ ରାୟଗଡ଼ା ଜିଲା ସୀମାନ୍ତରେ ଥିବା ସିଜିମାଲି ଓ କୁଟ୍ରୁମାଳି ପାହାଡ଼କୁ ନେଇ ସଂଗ୍ରାମ ଏବେ ତୀବ୍ରତର ହୋଇଛି। ସିଜିମାଲିର…

ଓଡ଼ିଶା କଂଗ୍ରେସରେ ବଡ଼ ଅଦଳବଦଳ: ସନ୍ତୋଷ ସିଂ ସାଲୁଜାଙ୍କୁ ମିଳିଲା ପିସିସି ସଂଗଠନ ପ୍ରଭାରୀ ଦାୟିତ୍ୱ

ଭୁବନେଶ୍ୱର,୨।୩: ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (PCC) ସଂଗଠନକୁ ଅଧିକ ସୁଦୃଢ଼ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ପିସିସି ସଭାପତି ଭକ୍ତ ଚରଣ ଦାସ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri