ଯୁବକଙ୍କୁ ପିଟିପିଟି ହତ୍ୟା, ସରପଞ୍ଚଙ୍କ ଘରେ ନିଆଁ ଲଗାଇଦେଲେ ଉତ୍ତ୍ୟେକ୍ତ ଲୋକେ

ବାଲେଶ୍ୱର ଅଫିସ,୮ା୭: ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଅଧିନସ୍ଥ ଶ୍ରୀଜଙ୍ଗ ଗାଁରେ ଜଣେ ଯୁବକଙ୍କୁ ଚୋରି ଅଭିଯୋଗରେ ପିଟିପିଟି ହତ୍ୟା କରିଥିବାର ଜଣାପଡ଼ିଛି।
କଙ୍ଗାରୁ କୋର୍ଟରେ ଯୁବକଙ୍କୁ ନିସ୍ତୁକ ପିଟିଥିଲେ କିଛି ଲୋକ। ଗୁରୁତର ଅବସ୍ଥାରେ ଚିକିତ୍ସାଧୀନ ଅବସ୍ଥାରେ ବାଲେଶ୍ୱର ମେଡିକାଲରେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ହେଲେ ଖନ୍ତାପଡ଼ା ଥାନା ଅନ୍ତର୍ଗତ ଇଞ୍ଚୁଡ଼ି ପଞ୍ଚାୟତର ସଞ୍ଜୟ ଦଳେଇ (୩୫)। ଗୁରୁବାର ସଞ୍ଜୟ ଏକ ଚିଙ୍ଗୁଡ଼ି ପୋଖରୀ ହିଡ଼ରୁ କିଛି ଲୁହାଛଡ଼ ନେଇ ଆସିଥିଲେ। ପୋଖରୀ ମାଲିକ ଟୁନାକୁ ଚୋରି ଅଭିଯୋଗରେ ଆଣି ଇଞ୍ଚୁଡ଼ି ସରପଞ୍ଚ ରମଣୀ ରଞ୍ଜନ ମହାଳିକଙ୍କ ଜିମା ଦେଇଥିଲେ। ପରେ ସରପଞ୍ଚଙ୍କ ସମର୍ଥକମାନେ ସଞ୍ଜୟଙ୍କୁ ନିସ୍ତୁକ ପିଟିଥିଲେ ଲୋକେ। ଗୁରୁତର ସଞ୍ଜୟଙ୍କ ଆଜି ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଫଳରେ ତାଙ୍କ ମୃତ୍ୟୁକୁ ନେଇ ଗାଁରେ ଚାପା ଉତ୍ତେଜନା ଜାରି ରହିଛି। ଉତ୍ତ୍ୟକ୍ତ ଲୋକେ ସରପଞ୍ଚଙ୍କ ଘର ଆଗରେ ନିଆଁ ଲଗେଇ ଦେଇଛନ୍ତି। ଘଟଣାସ୍ଥଳରେ ଏଯାଏ ପୋଲିସ ପହଞ୍ଚି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପୂର୍ବରୁ ପୋଲିସର ଚଢ଼ାଉ, ଏତେ ଲିଟର ଦେଶୀ ମଦ ଜବତ

ବ୍ରାହ୍ମଣୀଗାଁ , ୨୯ ।୩ (ମନୋରଞ୍ଜନ ରଣା ): କନ୍ଧମାଳ ଜିଲା ବ୍ରାହ୍ମଣୀଗାଁ ପୋଲିସ ପକ୍ଷରୁ ଶୁକ୍ରବାର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଛି। ଚଢାଉବେଳେ ୨୨...

‘ବିଜେଡି ସରକାରଙ୍କ ଇଞ୍ଜିନକୁ ୨୪ ବର୍ଷ ହେଲାଣି, କେବଳ ପଲ୍ୟୁସନ କରୁଛି’

ଭୁବନେଶ୍ୱର, ୨୯।୩(ସୁନିତ୍‌ ମିଶ୍ର): ମୋଦି ଗ୍ୟାରେଣ୍ଟି ପାଇଁ ବର୍ତ୍ତମାନ ଓଡିଶାର ଗରିବ ଲୋକଙ୍କ ଜୀବନ ଧାରଣମାନରେ ପରିବର୍ତ୍ତନ ଆସିଛି। ଗରିବ ଲୋକଙ୍କର ମୌଳିକ ଆବଶ୍ୟକତା ଯଥା...

ଘୋଷଣା ହେଲା ବିଜେଡିର ତୃତୀୟ ପ୍ରାର୍ଥୀ ତାଲିକା! ଏହି ପ୍ରାର୍ଥୀଙ୍କ ନାଁରେ ଲାଗିଲା ମୋହର…

ଭୁବନେଶ୍ୱର,୨୯।୩: ମୁଣ୍ଡ ଉପରେ ନିର୍ବାଚନ। ନିର୍ବାଚନ ଯେତେ ପାଖେଇ ଆସୁଛି ନବୀନ ନିବାସରେ ଭିଡ ସେତିକି ଜମୁଛି। ତେବେ ଆସନ୍ତା ବିଧାନସଭା ନିର୍ବାଚନ ପାଇଁ ହୋଲିରେ...

‘ଡବଲ ଇଞ୍ଜିନ ସରକାର ଲାଗି ଶପଥପାଠ କରାଇଲା ଭାଜପା’

ଛତ୍ରପୁର,୨୮।୩(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲା ଛତ୍ରପୁର ସ୍ଥିତ ଶିବକୁମାର ପଟ୍ଟନାୟକ ରିଡିଙ୍ଗ ରୁମ୍‌ଠାରେ ଭାଜପା ପକ୍ଷରୁ ଏକ ସମ୍ବର୍ଦ୍ଧନା ସଭା ଆୟୋଜନ ହୋଇଯାଇଛି l...

ଅନସୂୟାଙ୍କ ପ୍ରାର୍ଥତ୍ତ୍ୱକୁ ବିରୋଧ: ପରିବର୍ତ୍ତନ ନ ହେଲେ ଅନ୍ୟ ପନ୍ଥା

ରାୟଗଡ଼ା,୨୯।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବିଧାନସଭା ଆସନ ପ୍ରାର୍ଥତ୍ନୀ ଅନସୂୟା ମାଝିଙ୍କ ପ୍ରାର୍ଥତ୍ତ୍ୱକୁ ବିରୋଧ ତେଜିବାରେ ଲାଗିଛି। ଶୁକ୍ରବାର ବିଜେଡି ରାଜ୍ୟ ଉପସଭାପତି ଏନ୍‌.ଭାସ୍କର ରାଓଙ୍କ...

ଆଗକୁ ନିର୍ବାଚନ: ବଦଳିଲେ ଜିଲା ମହିଳା ମୋର୍ଚ୍ଚା ସଭାନେତ୍ରୀ

ଭଦ୍ରକ,୨୯।୩(ସନାତନ ରାଉତ): ସାଧାରଣ ନିର୍ବାଚନ ପୂର୍ବରୁ ଭଦ୍ରକ ଜିଲା ମହିଳା ମୋର୍ଚ୍ଚା ସଭାନେତ୍ରୀ ପଦରେ ବଦଳ କରାଯାଇଛି। ଭଦ୍ରକ ବ୍ଲକ ଅଧୀନ କୋରକୋରା ପଞ୍ଚାୟତ ନୂଆସାହିର...

ତାତି ଛୁଇଁଲା ୪୦

ଭୁବନେଶ୍ୱର,୨୯।୩: ଚଳିତବର୍ଷ ପ୍ରଥମ ଥର ପାଇଁ ରାଜ୍ୟରେ ୪୦ ଡ଼ିଗ୍ରୀ ଛୁଇଁଲା ତାତି। ଟିଟଲାଗଡ, ବଲାଙ୍ଗିର, ବୌଦ୍ଧ, ଭବାନୀପାଟଣା ଓ ନୟାଗଡରେ ତାପମାତ୍ରା ୪୦ ଡ଼ିଗ୍ରୀ...

ଦ୍ୱିତୀୟ ଥର ଭରସା ରଖିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ବିଷ୍ଣୁବ୍ରତ

ବାସୁଦେବପୁର,୨୯ା୩(ନାରାୟଣ ପ୍ରସାଦ ବାରିକ୍‌): ଭଦ୍ରକ ଜିଲା ବାସୁଦେବପୁର ବିଜେଡି ଶିବିର ଏବେ ଚଳଚଞ୍ଚଳ ହୋଇପଡ଼ିଛି। ବାସୁଦେବପୁର ବିଧାୟକ ବିଷ୍ଣୁବ୍ରତ ରାଉତରାୟ ପୁନର୍ବାର ଏହି ନିର୍ବାଚନ ମଣ୍ଡଳୀରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri