ଘରେ ଚାଲିଥିଲା ନୂଆଖାଇ ପର୍ବ ପାଳନ, ଏପଟେ ଯୁବକଙ୍କୁ ନିର୍ମମ ହତ୍ୟା କଲେ ଦୁର୍ବୃତ୍ତ, ଉତ୍ତ୍ୟକ୍ତ ଲୋକେ ରାସ୍ତାକୁ ଓହ୍ଲାଇ…

ବରଗଡ଼/ସୋହେଲା,୨୮ା୮(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ ପାତ୍ର): ଗୁରୁବାର ପଶ୍ଚିମ ଓଡ଼ିଶାରେ ଘରେଘରେ ନୂଆଖାଇ ପର୍ବ ବେଶ୍‌ ଆନନ୍ଦ ଉଲ୍ଲାସରେ ପାଳିତ ହେଉଥିବା ବେଳେ ବରଗଡ଼ ଜିଲା ସୋହେଲା ହଳଦୀପାଲି ନିକଟ ପେଟ୍ରୋଲ ପମ୍ପରେ ଏକ ହତ୍ୟାକାଣ୍ଡ ଘଟିଛି। ପେଟ୍ରୋଲ ପମ୍ପ ପରିସରରେ ହଲଦୀପାଲିର ବଳିଷ୍ଠ ପ୍ରଧାନ ବସିଥିବା ସମୟରେ ତାଙ୍କୁ ଗର୍ଭନା ଗ୍ରାମର ଲିପୁ ସାହୁ ନାମକ ଏକ ଯୁବକ ଟାଙ୍ଗିଆରେ ଆକ୍ରମଣ କରି ନିର୍ମମ ହତ୍ୟା କରିଛନ୍ତି। ପୋଲିସ ଅଭିଯୁକ୍ତଙ୍କୁ ଥାନାରେ ଅଟକ ରଖିଛି।

ଅନ୍ୟପକ୍ଷରେ ସ୍ଥାନୀୟ ଲୋକେ ରାସ୍ତାରୋକୋ କରି ଆନ୍ଦୋଳନ କରୁଥିବା ବେଳେ ସୋହେଲା ପୋଲିସ ପହଞ୍ଚି ଆନ୍ଦୋଳନକାରୀଙ୍କ ସହିତ ଆଲୋଚନା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

କାଲି ମିଳିବ ସୁଭଦ୍ରା ଟଙ୍କା, ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭ା୩: ଆସନ୍ତାକାଲି ଅର୍ଥାତ୍‌ ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧ କୋଟି ୧୨…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକଙ୍କ ଅସଦାଚରଣ, ଗ୍ରାମବାସୀଙ୍କ ହୋ-ହଲ୍ଲା ପରେ…

ବାସୁଦେବପୁର,୭ା୩(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତର ଚାନ୍ଦିମାଳଠାରେ ଥିବା ଜବାହୀ ନବୋଦୟ ବିଦ୍ୟାଳୟରେ ପଢୁଥିବା ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ…

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri