Posted inଖେଳ

ଆଇଫେଲ ଟାଓ୍ବାର ଉପରେ ଚଢିଗଲେ ଯୁବକ, ଆଉ ତା’ପରେ…

ପ୍ୟାରିସ,୧୧ା୮: ପ୍ୟାରିସ ଅଲିମ୍ପିକ୍ସ ଉଦ୍‌ଯାପନୀ ଉତ୍ସବର କିଛି ଘଣ୍ଟା ପୂର୍ବରୁ ଏକ ଅଦ୍ଭୁତ ଘଟଣା ଦେଖିବାକୁ ମିଳିଥିଲା। ଜଣେ ଯୁବକ ଫୁଙ୍ଗୁଳା ଦେହରେ ଆଇଫେଲ ଟାଓ୍ବାର ଉପରକୁ ଚଢୁଥିବା ଦେଖିବାକୁ ମିଳିଥିଲା। ଫ୍ରେଞ୍ଚ ପୋଲିସ ତୁରନ୍ତ ଆଇଫେଲ ଟାଓ୍ବାର ଅଞ୍ଚଳକୁ ଖାଲି କରିଦେଇଥିଲେ।

ଆଇଫେଲ ଟାଓ୍ବାରର ଉଚ୍ଚତା ହେଉଛି ୩୩୦ ମିଟର (୧,୦୮୩ ଫୁଟ୍‌)। ସେ ସ୍ମାରକର ଦ୍ୱିତୀୟ ଭାଗରେ ଲଗା ଯାଇଥିବା ରିଙ୍ଗ ଉପରକୁ ଚଢିଯାଇଥିଲେ। ସେ କେଉଁ ବାଟ ଦେଇ ଚଢିଥିଲେ ତାହା ଜଣାପଡ଼ିନାହିଁ। ଫ୍ରେଞ୍ଚ ପୋଲିସ ଲୋକଟିକୁ ଓହ୍ଲାଇବାର ବ୍ୟବସ୍ଥା କରିଥିଲେ। ଅଲିମ୍ପିକ୍ସର ପ୍ରତିଯୋଗିତାଗୁଡ଼ିକ ଶେଷ ହୋଇଯିବା ପରେ ପ୍ୟାରିସରେ ସୁରକ୍ଷାକର୍ମୀମାନଙ୍କ ଧ୍ୟାନ ଉଦ୍‌ଯାପନୀ ଉତ୍ସବ ଉପରକୁ ଚାଲିଯାଇଥିଲା।

ସୂଚନାଯୋଗ୍ୟ, ପୋଲିସ ଅପରାହ୍ନ ଅଞ୍ଚଳକୁ ଖାଲି କରିଥିଲା। କିଛି ପର୍ଯ୍ୟଟକ ଦ୍ୱିତୀୟ ତାଲାରେ ଅଟକି ଯାଇଥିଲେ। ସ୍ଥାନ ଛାଡ଼ିଚାଲିଯିବା ଲାଗି ସେମାନଙ୍କୁ ୩୦ ମିନିଟ ସମୟ ଦିଆଯାଇଥିଲା। ଆଇଫେଲ ଟାଓ୍ବାର ଉପରେ ଚଢିଥିବା ଲୋକଙ୍କୁ ଅଟକ ରଖି ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ଆଇଫେଲ ଟାଓ୍ବାର ଉଦ୍‌ଘାଟନୀ ଉତ୍ସବର ଅନ୍ୟତମ ଆକର୍ଷଣ ଥିଲା। ଉଦ୍‌ଯାପନୀ ଉତ୍ସବ କିନ୍ତୁ ଉତ୍ତରାଞ୍ଚଳ ସହର ଉପକଣ୍ଠ ସେଣ୍ଟ ଡେନିସ ଷ୍ଟେଡ୍‌ ଡି’ ଫ୍ରାନ୍ସରେ ଆୟୋଜିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ସମସ୍ୟା କହିଲେ ଲୋକେ: ୧୬୬ ଅଭିଯୋଗ ଶୁଣିଲେ…

ବାଙ୍କୀ,୨୩।୩( ଶୁଭେନ୍ଦୁ ମହାପାତ୍ର ): କଟକ ଜିଲା ଡମପଡା ବ୍ଲକ ଅଧୀନ ଜାତମୁଣ୍ଡିଆ ପଞ୍ଚାୟତ ଭବନଠାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କଟକ ଜିଲାପାଳ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ପୁଣିଥରେ ସାରା ବିଶ୍ୱରେ ଘାରିଲାଣି ଲକ୍‌ଡାଉନ ଛାୟା, ପ୍ରସ୍ତୁତି ଆରମ୍ଭ କରିଦେଲେଣି ଅନେକ ଦେଶ

ନୂଆଦିଲ୍ଲୀ,୨୩।୩: ମଧ୍ୟପ୍ରାଚ୍ୟରେ, ଇରାନ ସହିତ ଚାଲିଥିବା ଉତ୍ତେଜନା ହର୍ମୁଜ ପ୍ରଣାଳୀକୁ ପ୍ରାୟତଃ ଅବରୋଧ କରିଛି, ଯେଉଁଠାରୁ ବିଶ୍ୱ ତୈଳ ଯୋଗାଣର ଏକ ବଡ଼ ଅଂଶ ଯାଏ। ଏହା…

ଭବାନୀପୁର ଆସନ ମମତା ବାନାର୍ଜୀଙ୍କ ପାଇଁ କାହିଁକି ଏତେ ସ୍ବତନ୍ତ୍ର, ଜାଣନ୍ତୁ କ’ଣ କହିଲେ ଦିଦି…

କୋଲକାତା,୨୩ା୩: ପଶ୍ଚିମବଙ୍ଗ ରାଜନୀତିରେ ଭବାନୀପୁର ପରି କିଛି ନିର୍ବାଚନମଣ୍ଡଳୀର ଐତିହାସିକ ଗୁରୁତ୍ୱ ରହିଛି। ଏହି ଆସନର ନିର୍ବାଚନୀ ଯାତ୍ରା ରାଜ୍ୟରେ କଂଗ୍ରେସ ପ୍ରାଧାନ୍ୟରୁ ଟିଏମ୍‌ସିର ଉତ୍ଥାନ ପତ୍ତନ…

ଯୁଦ୍ଧ ମଧ୍ୟରେ ଏଲପିଜିକୁ ନେଇ ବଡ଼ ପଦକ୍ଷେପ ନେଲେ ସରକାର, ଏଣିକି…

ନୂଆଦିଲ୍ଲୀ,୨୩।୩: ଉପସାଗରୀୟ ଦେଶଗୁଡ଼ିକରେ ଚାଲିଥିବା ସଂଘର୍ଷ ଏବେ ଭାରତର ଶକ୍ତି ଯୋଗାଣକୁ ପ୍ରଭାବିତ କରୁଛି। ଅଶୋଧିତ ତୈଳ ଏବଂ ଗ୍ୟାସ ଯୋଗାଣ ପ୍ରଭାବିତ ହୋଇଛି, ଯାହା ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri