ଥାନାରେ ଯୁବକଙ୍କ ଆତ୍ମହତ୍ୟା

ଗୋପାଳପୁର,୩ା୫: ଗଞ୍ଜାମ ଜିଲା ଗୋଳନ୍ଥରା ଥାନାରେ ଜଣେ ଯୁବକ ସୋମବାର ରାତି ପ୍ରାୟ ୮ଟାରେ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଗୋଳନ୍ଥରା ଥାନା ଅଧୀନ ରଙ୍ଗିପୁର ଗ୍ରାମର ଗଣେଶ ଡାକୁଆ। ଅପରାହ୍ନରେ ରଙ୍ଗିପୁର ପଞ୍ଚାୟତ କାର୍ଯ୍ୟାଳୟରେ ରାଶନ ଚାଉଳ ବଣ୍ଟାବେଳେ ଗଣେଶ ଗଣ୍ଡଗୋଳ କରିଥିଲେ। ଏ ନେଇ ଥାନାକୁ ଖବର ମିଳିଥିଲା। ପୋଲିସ ପହଞ୍ଚି ଗଣେଶଙ୍କୁ ଉଠାଇ ନେଇ ଥାନା ପରିସରରେ ଥିବା ମହିଳା ଓ ଶିଶୁ ଡେସ୍କରେ ରଖିଥିଲା। ରାତି ପ୍ରାୟ ୮ଟାରେ ଗଣେଶ ବେକରେ ନିଜ ବେଲ୍ଟ ବାନ୍ଧି ଝୁଲିପଡ଼ିଥିଲେ। ପୋଲିସ କର୍ମଚାରୀ ତାଙ୍କୁ ଉଦ୍ଧାର କରି ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଟାମାଳରେ ଭାଜପା, ବୌଦ୍ଧରେ ବିଜେଡି ଆଗୁଆ

ବୌଦ୍ଧ,୨୩।୫: ୧୦ ରାଉଣ୍ଡ ଗଣତି ସୁଦ୍ଧା କଣ୍ଟାମାଳ ବିଧାନସଭା ଆସନରେ ଭାଜପା ପ୍ରାର୍ଥୀ ଚରଣ ଡାଙ୍ଗ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡିର ମହୀଧର ରଣାଙ୍କଠାରୁ ୫୩୨୦...

ପୋଲିସ ହେପାଜତରେ ମୃତ୍ୟୁ ଘଟଣା: ‘ମୃତଦେହ ଲୁଚାଇ ଦାହ କରିଛି ପୋଲିସ’

ପୁରୀ ଅଫିସ,୨୦ା୧୧: କେ. ରମେଶ ଦାସଙ୍କ ମୃତ୍ୟୁ ଘଟଣାରେ ସମ୍ପର୍କୀୟମାନେ ଭିନ୍ନ କଥା କହିଛନ୍ତି। ରମେଶଙ୍କ ମା’, ବାପାଙ୍କୁ ପୋଲିସ ସହର ବାହାରର ଏକ ଥାନାକୁ...

ସାତକୋଶିଆ ମହୋତ୍ସବ ଉଦ୍‌ଯାପିତ: ତାଳବାଦ୍ୟ, ଓଡ଼ିଶୀ ନୃତ୍ୟରେ ଦର୍ଶକ ବିମୋହିତ

ଅନୁଗୋଳ ଅଫିସ, ୯।୧୨ – ଅନୁଗୋଳ ଅମଲାପଡ଼ାସ୍ଥିତ ବାସନ୍ତୀ ଦୁର୍ଗାପୂଜା ପଡ଼ିଆରେ ନୃତ୍ୟ ନିଳୟ ପକ୍ଷରୁ ଚାଲିଥିବା ସପ୍ତମ ସାତକୋଶିଆ ମହୋତ୍ସବ ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

ସବୁଜିମା ଫେରିବା ନେଇ ଆଶଙ୍କା: ଚାରା ନେବାକୁ ଆଗ୍ରହ ଦେଖାଉନାହାନ୍ତି ସହରୀ ଲୋକ

ପୁରୀ ଅଫିସ, ୮ା୭: ପୁରୀ ଜିଲାକୁ ଏକପ୍ରକାର ଗଛ ଶୂନ୍ୟ କରିଦେଇଛି ପ୍ରଳୟଙ୍କରୀ ସାମୁଦ୍ରିକ ଝଡ଼ ଫନୀ। ବାତ୍ୟାରେ ଜିଲାରେ ଲକ୍ଷ ଲକ୍ଷ ଗଛ ଭାଙ୍ଗିଯିବାରୁ...

କୋଭିଡ୍‌ ଗାଡିରେ ଅରଗୁଣା କନ୍ଦା ଚୋରାଚାଲାଣ

ଭଞ୍ଜନଗର,୧ା୭(ଡି.ଏନ.ଏ)- କୋଭିଡ୍‌ ପାଇଁ ଔଷଧ ନେବାଆଣିବାରେ ବ୍ୟବହୃତ ଏକ ଟ୍ରକରେ ବେନିୟମ ଭାବେ ଅରଗୁଣା କନ୍ଦା ଚୋରା ଚାଲାଣ ହେଉଥିଲା। ଗଞ୍ଜାମ ଜିଲା ଭଞ୍ଜନଗର ଉତ୍ତର...

ଏସ୍‌ସିବିରେ ଜଗା-କାଳିଆ

କଟକ ଅଫିସ,୭।୯: ଏସ୍‌ସିବିରେ କନ୍ଧମାଳର ଯୋଡ଼ାମୁଣ୍ଡ ଶିଶୁ ଜଗା-କାଳିଆ। ଶନିବାର ଅପରାହ୍ନରେ ରାଜଧାନୀ ଏକ୍ସପ୍ରେସ୍‌ ଯୋଗେ କଟକ ଷ୍ଟେଶନରେ ପହଞ୍ଚିବା ପରେ ତାଙ୍କୁ ସ୍ବତନ୍ତ୍ର ଆମ୍ବୁଲାନ୍ସ...

ଅଣ୍ଡାକୁ ଶତ୍ରୁ କବଳରୁ ଜଗିଛି ମା’ କୁମ୍ଭୀର

ମହାକାଳପଡ଼ା,୧୪ା୬(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ନଦୀ ଓ ଯୋର ଆଦି ସ୍ଥାନରେ କୁମ୍ଭୀରଙ୍କ ଚଳପ୍ରଚଳ ଦେଖିବାକୁ ମିଳିଥାଏ। ବିଶେଷକରି ଉପକୂଳ ଅଞ୍ଚଳର...

ଜାଗରରେ ମନ୍ଦିର ଯାଉଥିବା ବେଳେ ଅଘଟଣ: ପୋଖରୀକୁ ଓଲଟିଲା ଗାଡ଼ି

ଉଦଳା,୨୧।୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଉଦଳା ଥାନା ଅନ୍ତର୍ଗତ ଏକ ପୋଖରୀ ଭିତରକୁ ଶୁକ୍ରବାର ଗୋଟିଏ ଭ୍ୟାନ୍‌ ଓଲଟି ପଡିଛି। ସେଥିରେ ଥିବା ୪ଜଣ ଅଳ୍ପକେ ବର୍ତ୍ତିଯାଇଛନ୍ତି।...

Advertisement
Archives

Model This Week