ଏପ୍ରିଲରେ କରିଥିଲେ ବିବାହ: ଘରୁ ମିଳିଲା ଯୁବକଙ୍କ ମୃତଦେହ

ଭବାନୀପାଟଣା,୨।୭(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା କାଳୀମନ୍ଦିର ପଡ଼ାରୁ ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ସେ ହେଲେ ସୁଶାନ୍ତ ସାହୁ (୨୩)। ସୁଶାନ୍ତ ଏକ ହୋଟେଲରେ ମିସ୍ତ୍ରୀ ଭାବେ କାମ କରୁଥିବା ବେଳେ ସେ ଗତ ଏପ୍ରିଲରେ ବିବାହ କରିଥିଲେ।

ସେହିପରି ସହରର ଧୋବାପଡ଼ାରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର କରିଛି। ସେ ହେଲେ ରୀଙ୍କୁ ସେଠି(୨୯)। ପୋଲିସ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଅନ୍ୟପକ୍ଷେ ପୋଲିସ ୨ଟି ପୃଥକ ମାମଲା ରୁଜୁ କରି ଅଧିକ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନନ୍ତ ନାୟକ ହେଲେ ଜାତୀୟ ଏସ୍‌ଟି କମିଶନ ସଦସ୍ୟ

କେନ୍ଦୁଝର,୨୦।୨(ସ୍ବ.ପ୍ର.): କେନ୍ଦୁଝର ଜିଲାର ପୂର୍ବତନ ଭାଜପା ଏମ୍‌ପି ଅନନ୍ତ ନାୟକଙ୍କୁ ଜାତୀୟ ଅନୁସୂଚିତ ଜନଜାତି କମିଶନ ଭାବେ ନିଯୁକ୍ତି ମିଳିଛି। ଏହାକୁ ନେଇ ଜିଲାରେ ଖୁସିର...

ରାସ୍ତାରେ ଧାନ ଗଦା କରି ଚାଷୀଙ୍କ ଆନ୍ଦୋଳନ

ପଦ୍ମପୁର,୧୩।୧: ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ୨ମାସ ବିତିଯାଇଛି । ତେବେ ଜିଲାର ପଦ୍ମପୁର ଉପଖଣ୍ଡର ବିଭିନ୍ନ ମଣ୍ଡିରେ ଏହି ପ୍ରକ୍ରିୟା ଶୀଥିଳ...

ଅଧାପନ୍ତରିଆ ପଡ଼ିଛି ସହରର ରାସ୍ତା ନିର୍ମାଣ

ପାରଳାଖେମୁଣ୍ଡି,୫।୫(ଡି.ଏନ୍‌.ଏ): ଗଜପତି ଜିଲା ସଦର ମହକୁମାଠାରେ ବର୍ଷ ବର୍ଷ ଧରି ସହରର ରାସ୍ତା ନିର୍ମାଣ କାର୍ଯ୍ୟ ଅଧାପନ୍ତରିଆ ଭାବରେ ପଡ଼ିରହିଛି। ସମ୍ପୂର୍ଣ୍ଣ ନ ହେଉଣୁ କେଉଁଠି...

ଖବରଦାତାଙ୍କୁ ଯାଜପୁର ଥାନା ଅଧିକାରୀଙ୍କ ଦୁର୍ବ୍ୟବହାର

ଯାଜପୁର ଟାଉନ,୨୦ା୧(ଡି.ଏନ୍‌.ଏ.):ନବନିର୍ମାଣ କୃଷକ ସଂଗଠନ କର୍ମକର୍ତ୍ତା ଗୁରୁବାର ଯାଜପୁର ଜିଲାପାଳଙ୍କ ବାସଭବନକୁ ଧାନ ବିକ୍ରି ସମସ୍ୟା ନେଇ ଅଭିଯୋଗ କରିବାକୁ ଯିବାବେଳେ ଓଟିଭିର ଜଣେ ଖବରଦାତାଙ୍କୁ...

ଅନୁଦାନ ଅଭାବରୁ ଅଟକିଛି

ମାଧପୁର, ୩୧ା୫ ଜଳକଷ୍ଟରେ କଟିଗଲା ଖରାଦିନ। ପିଇବା ପାଣି ପାଇଁ ଡହଳବିକଳ ହେଲେ ଲୋକେ। ଅଥଚ ୨୪ ଲକ୍ଷ ଟଙ୍କା ବ୍ୟୟରେ ନିର୍ମାଣ ହୋଇଥିବା ଓଭର...

‘ବିଷ୍ଣୁଙ୍କ ଆଦର୍ଶକୁ ଯୁବପିଢ଼ି ଅନୁସରଣ କରନ୍ତୁ’

ଭଦ୍ରକ ଅଫିସ, ୧ା୧୦: ଦିବଂଗତ ବିରୋଧୀ ଦଳ ଉପନେତା ତଥା ଭଦ୍ରକ ଜିଲା ଧାମନଗର ବିଧାୟକ ସ୍ବର୍ଗତ ବିଷ୍ଣୁ ସେଠୀ ଜଣେ ସମ୍ବେଦନଶୀଳ ବ୍ୟକ୍ତିତ୍ୱ, ରାଜନେତା,...

ବିଲରେ ପଡ଼ି ରହିଛି ନାବାଳିକାଙ୍କ ମୃତଦେହ, ଗଣବଳାତ୍କାର ପରେ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଲେ ପରିବାର

ନବରଙ୍ଗପୁର,୧୪।୧୨(ବି.ପ୍ର.): ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକ ବି.ଗୁମଣ୍ଡଳୀ ଗ୍ରାମରେ ଶନିବାର ଜଣେ ନାବାଳିକାଙ୍କ କ୍ଷତାକ୍ତ ମୃତଦେହ ପଡ଼ି ରହିଛି। ଯୁବତୀଙ୍କୁ ଗଣବଳାତ୍କାର କରାଯାଇ ହତ୍ୟା କରାଯାଇଥିବା...

୭ ବର୍ଷୀୟା ଝିଅକୁ ମା’ର ନିର୍ଯାତନା

ଖୋର୍ଦ୍ଧା ଅଫିସ,୨୧ା୩: ଖୋର୍ଦ୍ଧା ମଧୁସୂଦନ ନଗର ଅଞ୍ଚଳରେ ଜଣେ ୭ବର୍ଷୀୟା ଝିଅକୁ ମା’ ଅକଥନୀୟ ନିର୍ଯାତନା ଦେଉଥିବା ଘଟଣା ସାମ୍ନାକୁ ଆସିଛି। ଦୀର୍ଘଦିନ ହେଲା ଦ୍ୱିତୀୟ...

Advertisement
Archives

Model This Week