ବେଳାଭୂମିରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଗୋପାଳପୁର,୧୫।୮-ଗଞ୍ଜାମ ଜିଲା ସୁନାପୁର ବେଳାଭୂମିରୁ ଶନିବାର ଗୋଳନ୍ଥରା ଥାନା ପୋଲିସ ଜଣେ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର କରିଛି। ମୃତକଙ୍କ ପରିଚୟ ମିଳିପାରି ନାହିଁ।
ପ୍ରକାଶ ଯେ, ସୁନାପୁର ବେଳାଭୂମିରେ ଆଜି ସକାଳେ ଜଣେ ଯୁବକଙ୍କ ମୃତଦେହ ପଡିଥିବା ସ୍ଥାନୀୟ ଲୋକ ଦେଖିବାକୁ ପାଇଥିଲେ। ପରେ ଏ ନେଇ ସ୍ଥାନୀୟ ପୋଲିସକୁ ସୂଚନା ଦେଇଥିଲେ। ଖବରପାଇ ବ୍ରହ୍ମପୁର ସଦର ଏସ୍‌ଡିପିଓ ଜୟନ୍ତ କୁମାର ମହାପାତ୍ର, ଗୋଳନ୍ଥରା ଥାନା ଅଧିକାରୀ ବାବୁଲି ନାୟକ ଓ ସାଇଣ୍ଟିଫିକ ଟିମ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ଼ ମେଡିକାଲକୁ ପଠାଇଛନ୍ତି। ଏ ନେଇ ଗୋଳନ୍ଥରା ଥାନାରେ ନଂ. ୨୧୪/୨୦ ହତ୍ୟା ମାମଲା ରୁଜୁ ହୋଇଛି। ପୋଲିସ ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାରକୋଟରେ ଚାଞ୍ଚଲ୍ୟ: ଲଜରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ସାଥିରେ ରହୁଥିବା ଯୁବକ ଫେରାର

ଦେବଗଡ଼, ୧୨।୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟସ୍ଥିତ ଏକ ଲଜରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ମହିଳା ଜଣକ ହେଲେ ବାରକୋଟ…

ଆଙ୍କୋରଡା ଗ୍ରାମରେ ମା’ ସୁବର୍ଣ୍ଣରେଖା ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଉଦ୍‌ଯାପିତ; ପୂଜାର୍ଚ୍ଚନା କଲେ MP ପ୍ରଦୀପ ପାଣିଗ୍ରାହୀ

ଦିଗପହଣ୍ଡି,୧୨।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅନ୍ତର୍ଗତ ଆଙ୍କୋରଡା ଗ୍ରାମର ଅଧିଷ୍ଠାତ୍ରୀ ଦେବୀ ମା’ ସୁବର୍ଣ୍ଣରେଖା ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ମହୋତ୍ସବ ମଙ୍ଗଳବାର ବିଳମ୍ବିତ…

୧୭ ଦିନରେ ପହଞ୍ଚିଲା ଭଞ୍ଜନଗର ଯାତ୍ରା: ମା’ ବ୍ୟାଘ୍ରଦେବୀଙ୍କ ଆଶୀର୍ବାଦ ନେଲେ ବାଚସ୍ପତି ସୁରମା ପାଢ଼ୀ

ଭଞ୍ଜନଗର,୧୨।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ମଙ୍ଗଳବାର ୧୭ ଦିନରେ ପହଞ୍ଚିଛି। ଆଉ ୮ ଦିନ ପରେ ୨୦ ତାରିଖରେ ଯାତ୍ରା ଉଦଯାପିତ ହେବ। ଆସନ୍ତା…

ଦିନରେ ଲୁଚୁଛି, ରାତିରେ ବୁଲୁଛି: ରତନେଇ ପାହାଡ଼ ଖୋଲରେ ଡେରା ପକାଇଛି କଲରାପତରିଆ,ଡ୍ରୋନ୍ କ୍ୟାମେରାରେ…

ଦିଗପହଣ୍ଡି,୧୨। ୫(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଫରେଷ୍ଟ ରେଞ୍ଜ ଅଧିନ ରତନେଇ ରେଖାଙ୍କିତ ସଂରକ୍ଷିତ ଜଙ୍ଗଲ ଜକର ଫରେଷ୍ଟ ବିଟ୍ର ଜକର ଗ୍ରାମ ନିକଟ ମା…

ଇନଷ୍ଟାଗ୍ରାମ୍‌ରେ ଖୁଲମ୍‌ ଖୁଲା ମନର କଥା କହିଦେଲେ ତ୍ରିଶା! ବିଜୟଙ୍କୁ ନେଇ କହିଦେଲେ…

ଦକ୍ଷିଣ ଭାରତୀୟ ସିନେମା ଜଗତର ଦୁଇଟି ବଡ଼ ନାଁ ଥାଲାପଥି ବିଜୟ ଏବଂ ତ୍ରିଷା କୃଷ୍ଣନ୍। କେତେବେଳେ ସେମାନଙ୍କ ଅନସ୍କ୍ରିନ୍ କେମିଷ୍ଟ୍ରି ତ କେତେବେଳେ ଅଫସ୍କ୍ରିନ୍ ଆଫେୟାର୍,…

ୟୁପିରେ ଆରମ୍ଭ ହୋଇପାରେ ଅନଲାଇନ କ୍ଲାସ ଓ ୱାର୍କ ଫ୍ରମ ହୋମ୍‌! ଆକ୍ସନରେ ଯୋଗୀ ସରକାର

ଲକ୍ଷ୍ନୌ,୧୨।୫: ଉତ୍ତରପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ। ମଙ୍ଗଳବାର ଦିନ ‘୫ କାଳିଦାସ ମାର୍ଗ ’ ସ୍ଥିତ ନିଜ ସରକାରୀ ବାସଭବନରେ ଅଧିକାରୀମାନଙ୍କ…

ବାଂଲାଦେଶର ଐତିହାସିକ ବିଜୟ

ଢାକା,୧୨ା୫: ଅଧିନାୟକ ନଜମୁଲ ହୋସେନ ଶାଣ୍ଟୋଙ୍କ ଶତକ ପରେ ମେହିଦି ହାସନ ମିରାଜ ଓ ନାହିଦ ରାଣାଙ୍କ ୫ ଉଇକେଟ ସଫଳତା ବଳରେ ପାକିସ୍ତାନ ବିପକ୍ଷରେ ଖେଳାଯାଇଥିବା…

ସରକାର ହେଉ ହେଉ ଥାଲାପଥି ବିଜୟଙ୍କୁ ଝଟ୍‌କା! ସୁପ୍ରିମକୋର୍ଟ ପହଞ୍ଚିଲା…

ଚେନ୍ନାଇ,୧୨।୫: ଟିଭିକେ ବିଧାୟକ ଆର. ଶ୍ରୀନିବାସ ସେତୁପତି ମାଡ୍ରାସ ହାଇକୋର୍ଟଙ୍କ କୌଣସି ଫ୍ଲୋର ଟେଷ୍ଟରେ ଭୋଟ ଦେବାରୁ ବାରଣ କରିବା ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri