ବିବାହ ପୂର୍ବରୁ ଉଠିଲା କୋକେଇ

ଝାରସୁଗୁଡା ଅଫିସ, ୯।୨: ବାହାଘର ଆଉ ମାସେ ଥିବାବେଳେ ନର୍ବନ୍ଧକୁ ଥିଲା ଆଉ୨ ଦିନ । ପୁଅ ବାହାଘରକୁ ନେଇ ପରିବାର ଲୋକେ ଆୟୋଜନରେ ଲାଗି ପଡିଥିଲୋ ଏଭଳି ସ୍ଥିତିରେ ଜଣେ ଯୁବକଙ୍କ ଦୁର୍ଘଟଣାରେ ବୁଧବାର ମୃତ୍ୟୁ ଘଟିଛି । ଏଭଳି ଏକ ଦୁଃଖତ ଖବର ଆସିଛି ଝାରସୁଗୁଡା ଜିଲା ଲଖନପୁର ବ୍ଲକ୍‌ ବନ୍ଧବାହାଲ ଏମ୍‌ସିଏଲ୍‌ କଲୋନୀରୁ । ମୃତ ଯୁବକ ଜଣଙ୍କ ହେଲେ ଦୀପକ ସା(୩୦)।

ଏ ମାର୍ଚ୍ଚ ୯ରେ ବାହାଘର ରହିଥିବାବେଳେଆସନ୍ତା ୧୧ରେ ନିର୍ବନ୍ଧ ଥିଲା । ଏଭଳି ସ୍ଥିତିରେ ଯୁବକ ଦୀପକ ଓ ତାଙ୍କର ଅନ୍ୟଜଣେ ସାଙ୍ଗଙ୍କ ସହିତ ସେ ବାଇକ୍‌ରେ ବୁଧବାର ଝାରସୁଗୁଡା ଯାଇଥିଲୋ ରାସ୍ତାରରେ ଦୁର୍ଘଟଣା ଘଟିବା ଫଳରେ ତାଙ୍କର ମୃତ୍ୟୁ ହୋଇଛି ।ଏଭଳି ସ୍ଥିତିରେ ପରିବାର ଲୋକେ ଭାଙ୍ଗିପଡିଥିବାବେଳେ ବନ୍ଧବାହାଲ କଲୋନୀରେ ଶୋକର ଛାୟା ଖେଳିଯାଇଛି ।
ସୂଚନାନୁସାରେ, ଝାରସୁଗୁଡା ସଦର ଥାନା ଅନ୍ତର୍ଗତ ୪୯ନଂ ଜାତୀୟ ରାଜପଥ ଏଚ୍‌ କଂଟାପାଲି ନିକଟରେ ବୁଧବାର ଏକ ବୋଲେରୋ ବାଇକ୍‌କୁ ଧକ୍କା ଦେଇଥିଲା । ଏଥିରେ ବାଇକ୍‌ରେ ଥିବା ୨ ଜଣ ଗୁରୁତର ଆହତ ହୋଇଥିଲେ । ଗୁରୁତର ଆହାତଙ୍କୁ ସ୍ଥାନୀୟ ଲୋକେ ଚିକିସତ୍ାପାଇଁ ଜିଲା ମୁଖ୍ୟ ଡାକ୍ତରଖାନାକୁ ପଠାଇଥିଲେ । ସେଠାରେ ଜଣଙ୍କର ମୃତ୍ୟୁ ହୋଇଥିଲା। ପୋଲିସ ଖବରପାଇ ଡାକ୍ତରଖାନାରେ ପହଞ୍ଚି ଯୁବକଙ୍କ ମୃତଦେହ ଜବତ କରିଛି । ଏ ନେଇ ସଦର ଥାନାରେ ଏକ କେସ୍‌ ରୁଜୁ କରି ପୋଲିସ ତଦନ୍ତ ଚଳାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆ ମେଣ୍ଟର ଓଡ଼ିଶା ବନ୍ଦର ପ୍ରଭାବ: ଦାରିଙ୍ଗବାଡ଼ିରେ ରାସ୍ତା ଅବରୋଧ

ଦାରିଙ୍ଗବାଡ଼ି, ୮।୧୦ (ଅରୁଣ ସାହୁ): ବିଭିନ୍ନ ଦାବି ନେଇ ଇଣ୍ଡିଆ ମେଣ୍ଟ ପକ୍ଷରୁ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ି ବ୍ଲକରେ ଦେଖିବାକୁ ମିଳିଛି।…

ଅମଳ ପୂର୍ବରୁ ଚାଷୀମୁଣ୍ଡରେ ଚଡ଼କ: ଧାନ ଫସଲରେ ରୋଗପୋକ, ମଉଳି ଯାଉଛି ଅମଳ ଆଶା

ବରଗଡ଼,୮ା୧୦(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି ବୋଲି କୁହାଯାଏ। ହେଲେ ଏଠାରେ ଧାନଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ସମସ୍ୟା ଏଠାରେ ସାଧାରଣରେ…

ବରଗଡ଼ରେ ବନ୍ଦକୁ ସ୍ବତଃସ୍ଫୂର୍ତ୍ତ ସମର୍ଥନ: ଗାଡ଼ି ଚଳାଚଳ ଠପ୍‌

ବରଗଡ଼,୮।୧୧(ପ୍ରେମାନନ୍ଦ ଖମାରୀ): ଗୁରୁବାର ଓଡ଼ିଶା ବନ୍ଦ ଡାକରାକୁ ବରଗଡ଼ରେ ସ୍ବତଃସ୍ଫୂର୍ତ୍ତ ସମର୍ଥନ ମିଳିଛି। ସକାଳୁ ଦୋକାନ, ବଜାର ବନ୍ଦ ରହିଛି । ଗାଡ଼ି ଚଳାଚଳ ଠପ ପଡିଥିବା…

ନାନା ପାଟେକରଙ୍କ ଦେହାନ୍ତର ସାତ ଦିନ ପୂର୍ବରୁ ଏକ ଟୁଇଟ କରିଥିଲେ ପରେଶ ରାୱଲ; କ’ଣ ଥିଲା ସେଥିରେ?ଯାହା ଏବେ ହେଉଛି ଭାଇରାଲ

ମୁମ୍ବାଇ,୮।୧୦: ବରିଷ୍ଠ ହିନ୍ଦୀ ଚଳଚ୍ଚିତ୍ର ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ଗୁରୁବାର ସକାଳେ ଗୋଆସ୍ଥିତ ବାସଭବନରେ ଏହି ଲୋକପ୍ରିୟ ଅଭିନେତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ି ଯାଇଥିଲା ଏବଂ…

ନାନା ପାଟେକରଙ୍କ ପତ୍ନୀ କିଏ? ଛାଡ଼ପତ୍ର ନ ନେଇ ୩୫ ବର୍ଷ ଧରି ଅଲଗା ରହିବାର କାରଣ କହିଥିଲେ…

ମୁମ୍ବାଇ,୮।୧୦: ବଲିଉଡର ବରିଷ୍ଠ ଅଭିନେତା ନାନା ପାଟେକର ୭୫ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି। ୮ ଅକ୍ଟୋବର ୨୦୨୬ରେ ଗୋଆସ୍ଥିତ ତାଙ୍କ ବାସଭବନରେ ତାଙ୍କୁ ହୃଦଘାତ…

ନାନା ପାଟେକରଙ୍କ ପରିବାରରେ କିଏ କିଏ ଅଛନ୍ତି? ପତ୍ନୀଙ୍କଠାରୁ ଅଲଗା ରହୁଥିଲା ବେଳେ ଜଣେ ପୁଅଙ୍କର ମୃତ୍ୟୁ ହୋଇସାରିଛି

ମୁମ୍ବାଇ,୮।୧୦: ବଲିଉଡର ବରିଷ୍ଠ ଅଭିନେତା ନାନା ପାଟେକର ୭୫ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି। ମଣିପାଲ ହସ୍ପିଟାଲର ଅଙ୍କୋଲୋଜି ବିଭାଗ ମୁଖ୍ୟ ଡାକ୍ତର ଶେଖର ସାଲକର…

୪ ଦଫା ଦାବିରେ ଓଡ଼ିଶା ବନ୍ଦ, ପଦ୍ମପୁରରେ କଂଗ୍ରେସର ପିକେଟିଂ

ପଦ୍ମପୁର, ୮।୧୦ (ପ୍ରଦୀପ୍ତ ଦାଶ): ୪ ଦଫା ଦାବି ନେଇ କଂଗ୍ରେସ ଓ ‘ଇଣ୍ଡି’ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକର ପ୍ରଭାବ ଗୁରୁବାର ସକାଳୁ…

ଆସିଲା ନାନା ପାଟେକରଙ୍କ ମୃତ୍ୟୁର ଅସଲ କାରଣ! ଡାକ୍ତର କହିଲେ…

ମୁମ୍ବାଇ,୮।୧୦: ବରିଷ୍ଠ ଅଭିନେତା ନାନା ପାଟେକର ଗୁରୁବାର ସକାଳ ୫ଟା୨୦ ସମୟରେ ପରଲୋକ ହୋଇଛି। ହୃଦଘାତ (କାର୍ଡିଆକ ଆରେଷ୍ଟ) ଯୋଗୁ ତାଙ୍କର ମୃତ୍ୟୁ ହୋଇଛି ବୋଲି କୁହାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?