କନିଅର ମଞ୍ଜି ଖାଇ ଜୀବନ ହାରିଲେ

ପାଟଣା,୭।୧୨(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଅଧୀନ ଗଣ୍ଡବେଡ଼ା ଗ୍ରାମର ଜଣେ ବ୍ୟକ୍ତି ପାରିବାରିକ କଳହକୁ ନେଇ ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ ରାଜେନ୍ଦ୍ର ମୁଣ୍ଡା। ଗତ ଶନିବାର ସେ କନିଅର ମଞ୍ଜି ଖାଇ ଗୁରୁତର ହୋଇ ପଡ଼ିଥିଲେ। ପରିବାର ଲୋକେ ତାଙ୍କୁ ଚିକିତ୍ସା ପାଇଁ କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ତେବେ ଚିକିତ୍ସାଧୀନ ଅବସ୍ଥାରେ ରବିବାର ବିଳମ୍ବିତ ରାତିରେ ତାଙ୍କର ମତ୍ୟୁ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

୬ ପ୍ରକଳ୍ପକୁ ରାଜ୍ୟ ସରକାରଙ୍କ ଅନୁମୋଦନ

ଭୁବନେଶ୍ୱର,୨୧ା୪(ବ୍ୟୁରୋ): କରୋନା ମୁକାବିଲା କରୁଥିବା ରାଜ୍ୟ ସରକାର ସୋମବାର ୯୧୦୦.୨୯ କୋଟି ଟଙ୍କାର ପୁଞ୍ଜିିନିବେଶ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତିି। ଏଥିଯୋଗୁ ରାଜ୍ୟରେ ୬ ହଜାର ୫୨୫...

ଭିତରକନିକାରେ ୨୦୧୫ ବିଦେଶୀ ପକ୍ଷୀ ବଢ଼ିଲେ

ରାଜନଗର, ୧୪ା୧ (ଡି.ଏନ.ଏ.): ଚଳିତବର୍ଷ ବିଶ୍ୱର ଅନ୍ୟତମ ପକ୍ଷୀ ବିହାର ରୂପେ ପରିଚିତ ଭିତରକନିକା ଜାତୀୟ ଉଦ୍ୟାନରେ ବିଦେଶାଗତ ପକ୍ଷୀଙ୍କ ସଂଖ୍ୟା ବୃଦ୍ଧି ପାଇଛି। ବୁଧବାର...

ପ୍ରଦର୍ଶିତ ହେଲା ଫନୀ ସମ୍ପର୍କିତ ବୃତ୍ତଚିତ୍ର

ଭୁବନେଶ୍ୱର,୨୮।୯(ବ୍ୟୁରୋ): ସାମୁଦ୍ରିକ ଝଡ ‘ଫନୀ’ର ସଫଳ ମୁକାବିଲା ଉପରେ ପର୍ଯ୍ୟବସିତ ବୃତ୍ତଚିତ୍ର ଶୁକ୍ରବାର ନ୍ୟାଶନାଲ ଜିଓଗ୍ରାଫିକ୍‌ ଚ୍ୟାନେଲରେ ରାତି ୯ଟାରେ ପ୍ରସାରିତ ହୋଇଯାଇଛି। ଏହି ବୃତ୍ତ...

ଲିଙ୍ଗରାଜ ମନ୍ଦିର ସଂଲଗ୍ନ ଅଞ୍ଚଳ ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୫ କୋଟି ଟଙ୍କା ଘୋଷଣା

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ଶ୍ରୀଲିଙ୍ଗରାଜ ମନ୍ଦିର ସୌନ୍ଦର୍ଯ୍ୟକରଣ ପାଇଁ ଚତୁଃପାର୍ଶ୍ୱରୁ ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଲିଙ୍ଗରାଜ ସଂଲଗ୍ନ ବିକାଶ ପାଇଁ ୫...

ସଙ୍ଗରୋଧ କେନ୍ଦ୍ରରୁ ଚୋରି ଘଟଣା:୨ ଅଟକ, ଚୋରି ସାମଗ୍ରୀ ଜବତ

ଭଦ୍ରକ ଅଫିସ/ପଦ୍ମପୁର,୧୬।୬(ଡି.ଏନ୍‌.ଏ.): ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ଗୋରାମାଟି ପଞ୍ଚାୟତର ତୋରଣପଦା ସଙ୍ଗରୋଧ କେନ୍ଦ୍ରରୁ ଗତ ୫ ତାରିଖରେ ଚୋରି ହୋଇଥିଲା। ଏହି ଘଟଣାରେ ମଙ୍ଗଳବାର...

୧୮୦ ଲିଟର ଦେଶୀ ମଦ ସହ ପୋଚ ଜବତ, ୪ ଗିରଫ

ବ୍ରହ୍ମପୁର ଅଫିସ,୬।୫- କୁକୁଡାଖଣ୍ଡି ବ୍ଲକ ଉପର କୁମ୍ଭଝରି, ସୁକୁଣ୍ଡା ଛକ ଓ ଗୋକର୍ଣ୍ଣପୁର ଗ୍ରାମରେ ଚାଲିଥିବା ବେଆଇନ ମଦ ଭାଟି ଉପରେ ବୁଧବାର ବ୍ରହ୍ମପୁର ଅବକାରୀ...

ବନ୍ଦ ଥିବା ବଜାର ଅଞ୍ଚଳ ବୁଲିଲେ ଜିଲାପାଳ

ବ୍ରହ୍ମପୁର ଅଫିସ, ୧୮ା୩ – କରୋନା ମୁକାବିଲା ପାଇଁ ଜିଲା ପ୍ରଶାସନ ପକ୍ଷରୁ କଠୋର ପଦକ୍ଷେପ ଗ୍ରହଣ କରାଯାଉଛି। ରବିବାରରୁ ଗଞ୍ଜାମ ଜିଲାରେ ଭିଡ ତଥା...

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୨୬୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୯ା୨(ବ୍ୟୁରୋ): ଶନିବାର ରାଜ୍ୟରୁ ଆଉ ୧୨୬୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୬୭,୧୦୯ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି।...

Advertisement
Archives

Model This Week