ଷ୍ଟ୍ରଙ୍ଗରୁମ୍‌ରେ ପଶିଲେ ଯୁବକ, ବିଜେବି କଲେଜରେ ଉତ୍ତେଜନା

ଭୁବନେଶ୍ୱର,୨୫।୩(ବ୍ୟୁରୋ): ଶନିବାର ସକାଳେ ପୌର ନିର୍ବାଚନର ଭୋଟ ଗଣତି। ହେଲେ ଶୁକ୍ରବାର ସନ୍ଧ୍ୟାରେ ଭୁବନେଶ୍ୱର ବିଜେବି କଲେଜ ଷ୍ଟ୍ରଙ୍ଗରୁମ୍‌ ସାମ୍ନାରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। ଜଣେ ଯୁବକ ଷ୍ଟ୍ରଙ୍ଗରୁମ୍‌ ଭିତରେ ପଶିଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି।

ସମ୍ପୃକ୍ତ ଯୁବକଙ୍କୁ ଉପସ୍ଥିତ କିଛି ଲୋକ ଆକ୍ରମଣ କରିଛନ୍ତି। ଫଳରେ ଯୁବକ ଜଣକ ଗୁରୁତର ଆହତ ହୋଇଥିବା ଜଣାପଡିଛି। ଏପରି କି ଘଟଣାସ୍ଥଳରେ ପୋଲିସ ଏବଂ ଲୋକଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଛି। ଅନ୍ୟପକ୍ଷେ ଟ୍ରଙ୍ଗରୁମ୍‌ରେ ଲାଗିଥିବା ସିସିଟିଭି ମଧ୍ୟ ଠିକ ଭାବେ ରେକର୍ଡିଂ ହେଉ ନ ଥିବା ଲୋକଙ୍କ ଅଭିଯୋଗ ହୋଇଛି। ଖବର ପାଇ କମିଶନରେଟ ପୋଲିସ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ ଉପରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା ଓଲଟି ଲାଗିଗଲା ନିଆଁ, ଡ୍ରାଇଭର ନିଖୋଜ

ରାଉରକେଲା,୨୫ା୫(ସଙ୍ଗୀତା ଜେନା): ରାଉରକେଲାର ନୂତନ ବ୍ରାହ୍ମଣୀ ବ୍ରିଜ୍‌ ଉପରେ ଏକ ବଡ଼ଧରଣର ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ହାଇଓ୍ବା ଓଲଟି ପଡ଼ିବାରୁ ଏଥିରେ ନିଆଁ ଲାଗିଯାଇଥିଲା।…

ବୈଶିଙ୍ଗା-ରୁପ୍ସା ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା, ଶିକ୍ଷକ ମୃତ

ବୈଶିଙ୍ଗା,୨୫।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ବଜାର ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଏଥିରେ ବେତନଟୀ ବ୍ଲକ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ…

ଲୋକଙ୍କ ସମସ୍ୟା ଶୁଣିଲେ : ସମସ୍ୟାର ତ୍ବରିତ୍ ସମାଧାନ ନିର୍ଦ୍ଦେଶ ଦେଲେ ଏଡିଏମ୍

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ):  ବରଗଡ଼ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁଙ୍କ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ।…

ତାପମାତ୍ରା ୪୦ ଡିଗ୍ରୀ: ମିଳୁନି ପିଇବା ପାଣି, ଗରା, ବାଲଟି ଓ ଡେକଚି ଧରି…

ପାଟଣା, ୨୫।୫ (ବୀର କିଶୋର ଦାଶ): କେନ୍ଦୁଝର ଜିଲାରେ ତାପମାତ୍ରା ୪୦ ଡିଗ୍ରୀ ସେଲସିଅସ୍‌କୁ ଛୁଇଁଥିବା ବେଳେ ପାଟଣା ବ୍ଲକ୍ ଅନ୍ତର୍ଗତ ଡୁମୁରିଆ ପଞ୍ଚାୟତର ବଣମହୁଳଡିହା ପାତୁଳୁ…

ସୌମ୍ୟ ମୃତ୍ୟୁ: ବିବାଦୀୟ ADGଙ୍କ ବଦଳି, ମା ଆଣିଥିଲେ ସାଂଘାତିକ…

ଭୁବନେଶ୍ୱର,୨୨।୫: ବରିଷ୍ଠ ଆଇପିଏସ୍ ଅଧିକାରୀ ଦୟାଲ ଗଙ୍ଗୱାରଙ୍କ ବଦଳି କରାଯାଇଛି। ତାଙ୍କୁ ADGP (କମ୍ୟୁନିକେସନ) ପଦରୁ ହଟାଯାଇ ଗୃହ ବିଭାଗରେ OSD (ଅଫିସର ଅନ୍ ସ୍ପେସିଆଲ୍ ଡ୍ୟୁଟି)…

ଚାଲିଥିଲା ଦେହ ବ୍ୟବସାୟ, ମାଡ଼ି ବସିଲା ପୋଲିସ, ପାଖରୁ ମିଳିଲା ଏହି ଆପତ୍ତିଜନକ ଜିନିଷ

ବରଗଡ଼,୨୫ା୫(ପ୍ରେମାନନ୍ଦ କମାରୀ): ବରଗଡ଼ ଟାଉନ ଥାନା ପୋଲିସ ରବିବାର ଡାଙ୍ଗ ଛକ ନିକଟ ପିପିଲିପାଲି ଗ୍ରାମରେ ଏକ ସେକ୍ସ ରାକେଟ ଠାବ କରିଛି। ସେଠାରେ ଦେହ ବ୍ୟବସାୟ…

ଚର୍ଚ୍ଚାରେ ରାଜ୍ୟ ରାଜନୀତି: ବିଜେଡି ଛାଡ଼ିବା ପଛରେ ମୂଳ କାରଣ କହିଦେଲେ ଦେବାଶିଷ, ଶ୍ରୀମୟୀ ଦେଇଥିଲେ…

ଭୁବନେଶ୍ୱର,୨୫।୫:  ରାଜ୍ୟ ରାଜନୀତିରେ ଏକ ବଡ଼ ହଲଚଲ। ରାଜ୍ୟ ସଭା ଏମ୍ ପି ଦେବାଶିଷ ସାମନ୍ତରାୟ ବିଜେଡି ଛାଡ଼ିଛନ୍ତି। ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା…

ମିଳିତ ଜନଅଭିଯାଗ ଶୁଣାଣି: ପ୍ରଚଣ୍ଡ ଖରାକୁ ଖାତିର ନ କରି ବ୍ଲକ କାର୍ଯ୍ୟାଳୟରେ ପହଞ୍ଚିଲେ ଶତାଧିକ ଲୋକ

ଦାରିଙ୍ଗବାଡ଼ି,୨୫ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଏବଂ ଏସ୍‌ପି ହରିଶ ବିଶିଙ୍କ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri