ନାବାଳିକାଙ୍କୁ ଗର୍ଭବତୀ କରି ଫେରାର

ଆର.ଉଦୟଗିରି,୧୦।୧(ଡି.ଏନ.ଏ.): ମୋହନା ଥାନା ଅଞ୍ଚଳର ଜଣେ ୧୩ ବର୍ଷୀୟ ନାବାଳିକା ଗର୍ଭବତୀ ହୋଇଥିବା ରବିବାର ଥାନାରେ ଅଭିଯୋଗ ହୋଇଛି। ନାବାଳିକା ଜଣକ ଘରେ ଏକୁଟିଆ ରହୁଥିବାର ସୁଯୋଗ ନେଇ ଯୁବକ ଜଣକ ଶାରୀରିକ ସମ୍ପର୍କ ରଖି ଆସୁଥିଲେ।

ନାବାଳିକା ଜଣକ ଗର୍ଭବତୀ ଥିବା ଜଣାପଡ଼ିବା ପରେ ଯୁବକ ଜଣକ ଫେରାର ହୋଇଯାଇଛନ୍ତି। ପରିବାର ଲୋକେ ଏହା ଜାଣି ଚାଇଲ୍ଡ ଲାଇନକୁ ଜଣାଇଥିଲେ। ପରେ ମୋହନା ଥାନାରେ ଏତଲା ଦେଇଥିଲେ। ଏ ନେଇ ପୋଲିସ ଏକ ମାମଲା ରୁଜୁକରି ନାବାଳିକାଙ୍କକ ଡାକ୍ତରୀ ମାଇନା କରାଇଛି। ଯୁବକଙ୍କୁ ଧରିବା ନେଇ ପୋଲିସ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ମାଟ୍ରିକ୍‌ ଖାତା ମୂଲ୍ୟାୟନ

କଟକ ଅଫିସ,୩ା୪: ସୋମବାରଠାରୁ ମାଟ୍ରିକ୍‌, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍‌ ପରୀକ୍ଷାଖାତା ମୂଲ୍ୟାୟନ ଆରମ୍ଭ ହେବ। ଏଥିପାଇଁ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ...

ମହାନଦୀରେ ବନ୍ୟା

ଭୁବନେଶ୍ୱର, ୧୫ା୮(ବ୍ୟୁରୋ): ଲଗାଣ ବର୍ଷା ଓ ବନ୍ୟାରେ ପଶ୍ଚିମ ଓଡ଼ିଶାରେ ସଙ୍ଗିନ ସ୍ଥିତି ସୃଷ୍ଟି ହୋଇଥିବାବେଳେ ବିଭିନ୍ନ ନଦୀରେ ବନ୍ୟାଜଳ ପ୍ରବାହିତ ହେଉଛି। ଉପରମୁଣ୍ଡରେ ପ୍ରବଳ...

ଯେକୌଣସି ସମୟରେ ଯେକୌଣସି ବ୍ୟକ୍ତି ହୋଇପାରନ୍ତି କରୋନା ସଂକ୍ରମିତ: ବାଗ୍‌ଚୀ

ଭୁବନେଶ୍ୱର,୧।୪(ବ୍ୟୁରୋ): କରୋନା ଏଭଳି ଏକ ରୋଗ ଯାହାକି ଧର୍ମ, ଜାତି, ଧନି, ଗରିବ,ବର୍ଣ୍ଣ ନିର୍ବିଶେଷରେ ଏକ ଭୟଙ୍କର ପରିସ୍ଥିତି ସୃଷ୍ଟି କରିଛି। ଏହା ଯେକୌଣସି ସମୟରେ...

ବିଳମ୍ବିତ ରାତି ପର୍ଯ୍ୟନ୍ତ ବାଣ ଫୁଟାଇଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ରବିବାର ଆଲୋକର ପର୍ବ ଦୀପାବଳି। କିଭଳି ଏହାକୁ ଶାନ୍ତିଶୃଙ୍ଖଳାରେ ପାଳନ କରାଯିବ ସେନେଇ କମିଶନରେଟ ପୋଲିସ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି। ରାଜଧାନୀର ବିଭିନ୍ନ...

ଜମିରୁ ଶୁଖୁନି ପାଣି

ବନ୍ତ,୨୬ା୧୨(ଡି.ଏନ.ଏ.) ଭଦ୍ରକ ଜିଲା ବନ୍ତ ବ୍ଲକ ଅଞ୍ଚଳର ଶତାଧିକ ଏକର ଜମିରେ ପାଣି ଜମି ରହିଛି। ଫଳରେ ଚାଷୀ ଧାନ ଅମଳ କରିବାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।...

ଧାନଖଳାରେ ଅଗ୍ନିକାଣ୍ଡ: ଜଳିଗଲା ଲକ୍ଷାଧିକ ଟଙ୍କାର ଧାନ, ମେଶିନ

ପାଟଣା,୧୩।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜଗର ପଞ୍ଚାୟତ ନୂଆଗାଁ ଚତୁରି ସାହିରେ ଶୁକ୍ରବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ଧାନ ଅମଳ ପାଇଁ ଗାଁରେ ଥିବା...

ବ୍ୟୋମକେଶଙ୍କୁ ଯୁବ ସଭାପତି, ଦେବୀରଞ୍ଜନଙ୍କୁ ଛାତ୍ର ସଭାପତି ଦାୟିତ୍ୱ ଦେଲେ ନବୀନ

ଭୁବନେଶ୍ୱର,୨୭ା୯(ବ୍ୟୁରୋ)-ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟଙ୍କୁ ବିଜୁ ଯୁବ ଜନତା ଦଳର ସଭାପତି ଭାବେ ନିଯୁକ୍ତି ଦିଆଯାଇଛି। ସେହିପରି ବାଙ୍କୀ ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀଙ୍କୁ ବିଜୁ...

ଚାଉଳ ଦେଲେ କ’ଣ ହେବ, ପାଣି ନାହିଁ

ସମ୍ବଲପୁର,୧୫।୫ (ବ୍ୟୁରୋ): ଚାଉଳ ଦେଲେ କ’ଣ ହେବ, ପାଣି ଦିଅ। ନ ହେଲେ କିଭଳି ଭାତ ରୋଷେଇ ହେବ । ପ୍ରଥମେ ପିଇବାକୁ ପାଣି ତା...

Advertisement
Archives

Model This Week