କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ଯୁବକଙ୍କୁ ଆକ୍ରମଣ କଲା ଭାଲୁ, ଅବସ୍ଥା ଗୁରୁତର

ବରଗଡ଼,୧୨।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଛେତଗାଁ ଗ୍ରାମରେ ଅଭାବନୀୟ ଘଟଣା । କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ଯୁବକ ଗୁରୁତର ହୋଇଛନ୍ତି । ଗନ୍ଧର୍ବ ଛତରଙ୍କ ପୁଅ ସାମନ୍ତ ଛତର (୪୧)ଙ୍କ ଶରୀରର ବିଭିନ୍ନ ଅଂଶରେ ଗଭୀର ଆଘାତ ଲାଗିଛି ।ନୂଆପଡା ଜିଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତାଙ୍କ ଅବସ୍ଥା ସଙ୍କଟାପର୍ଣ୍ଣ ରହିଥିବା ସୂଚନା ରହିଛି ।

ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି । କେନ୍ଦୁ ପତ୍ର ସଂଗ୍ରହ ପାଇଁ ଜଙ୍ଗଲକୁ ଯାଉଥିବା ଲୋକମାନେ ଚିନ୍ତାରେ ରହିଛନ୍ତି । ଏହି ଘଟଣାକୁ ନେଇ କେନ୍ଦୁ ପତ୍ର ବିଭାଗ ଓ ପ୍ରଶାସନ ତରଫରୁ କ୍ଷତିପୂରଣ ସହ ଉତ୍ତମ ଚିକିତ୍ସା ପାଇଁ ଗ୍ରାମବାସୀ ଦାବି ଜଣାଇଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକାଙ୍କୁ ହତ୍ୟା କରି ଜଙ୍ଗଲରେ ପୋତିଥିଲେ ପ୍ରେମିକ, ୨୬ ଦିନ ପରେ…

କେନ୍ଦୁଝର/ବଡ଼ବିଲ୭।୬(ନରେଶ ଚନ୍ଦ୍ର ପଟ୍ଟନାୟକ/ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଧୀନ ଝାଡ଼ଗାଁରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ପ୍ରେମିକାଙ୍କୁ ଗଳାକାଟି ହତ୍ୟା ପରେ ପ୍ରେମିକ ଜଙ୍ଗଲରେ…

କ୍ରଶରରେ ବିସ୍ଫୋରଣ: ଜଣେ ମୃତ, ଏକାଧିକ ଆହତ ଚର୍ଚ୍ଚା

ଢେଙ୍କାନାଳ,୭ା୬(ରତନ ନାୟାର): ଢେଙ୍କାନାଳ ଜିଲା ଗଁଦିଆ ତହସିଲ ନିହଲପ୍ରସାଦ ଥାନା କଷ୍ଟିପାଳ ଅଞ୍ଚଳରେ ଥିବା ଏକ କ୍ରଶରରେ ରବିବାର ଅପରାହ୍ନରେ ବିସ୍ଫୋରଣ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

NEET-UG ୨୦୨୬, ପରୀକ୍ଷା ପାଇଁ ସହର ଆଲର୍ଟମେଣ୍ଟ କଲା NTA

ନୂଆଦିଲ୍ଲୀ,୭ା୬(ପି.ଟି.): ଏନ୍‌ଇଇଟି-ୟୁଜି ପରୀକ୍ଷା ଆସନ୍ତା ୨୧ରେ ହେବାକୁ ଯାଉଛି । ଏଥିପାଇଁ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ପରୀକ୍ଷା ସହର ଆଲର୍ଟମେଣ୍ଟ କରିଛି । ପରୀକ୍ଷାର୍ଥୀ କେଉଁ…

ଗୁପ୍ତେଶ୍ୱର ଶୈବପୀଠରେ ଏକାଠି ହେଲେ ୧୯୮୨ ମାଟ୍ରିକ ବ୍ୟାଚର ଛାତ୍ର, ସରକାରୀ ସ୍କୁଲର ଅଭାବ….

ଦିଗପହଣ୍ଡି,୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ୧୯୮୨ ମାଟ୍ରିକ ବ୍ୟାଚ ପୁରାତନ ଛାତ୍ରସଂଘର ଆଲୋଚନା ସଭା ରବିବାର ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ଶ୍ରୀ…

ସରିଲା ମା’ ଫୁଲସୁନ୍ଦରୀଙ୍କ ଠାକୁରାଣୀ ଯାତ୍ରା, ମନ୍ଦିରକୁ ଫେରିଲେ ଫୁଲସୁନ୍ଦରୀ-ବରାହୀ ଠାକୁରାଣୀ

ପୁରୁଷୋତ୍ତମପୁର,୭।୬(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଚାଲିଥିବା ମା’ ଫୁଲସୁନ୍ଦରୀଙ୍କ ଦ୍ବିବାର୍ଷିକ ଯାତ୍ରା ରବିବାର ଉଦଯାପନ ହୋଇଛି । ରାତିରେ ମା’ ଫୁଲସୁନ୍ଦରୀ ଓ ମା’ ବରାହୀ…

ବାଘ ଛାଲ ଜବତ, ଧରାପଡ଼ିଲେ ଦୁଇ ଅଭିଯୁକ୍ତ

ପାତ୍ରପୁର,୭।୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡ଼ା ଥାନା ପୋଲିସ ଶନିବାର ୨ଟି କଲରାପତିରିଆ ବାଘ ଛାଲ ଜବତ କରିଛି। ଏପରିକି ପୋଲିସ ବନ୍ଧୁକ ବ୍ୟାଗ, ଧାରୁଆ…

ଇସ୍ରାଏଲର ପାଲଟା ଆକ୍ରମଣ; ହିଜବୋଲାର କମାଣ୍ଡ ସେଣ୍ଟର ଧ୍ବସଂ, ନେତାନ୍ୟାହୁ…

ଜେରୁଜେଲମ, ୭।୬: ଇସ୍ରାଏଲ ଏବଂ ଲେବାନନ ମଧ୍ୟରେ ଚାଲିଥିବା ସଂଘର୍ଷ ଏବଂ ଉତ୍ତେଜନା ମଧ୍ୟରେ, ରବିବାର ଏକ ନୂତନ ଘଟଣା ସାମ୍ନାକୁ ଆସିଛି । ଇସ୍ରାଏଲୀ ସେନା…

ଏୟାରଫୋର୍ସ Y ଗ୍ରୁପ ପରୀକ୍ଷା, ଓଡ଼ିଶାରେ ପ୍ରଥମ ସ୍ଥାନ ହାସଲ କଲେ ଆସୁରାଳୀର ସୌରଜ୍ୟୋତି ଦାସ

ତିହିଡ଼ି,୭ା୬(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକର ଆସୁରାଳୀ ଅଞ୍ଚଳ ପାଇଁ ଗର୍ବ ଓ ଗୌରବ ଆଣିଛନ୍ତି ଅସୁରାଳିର ଯୁବ ପ୍ରତିଭା ସୌରଜ୍ୟୋତି ଦାସ । ପ୍ରଥମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri