ହାତୀପଲକୁ ଘଉଡ଼ାଇବା ପାଇଁ ଯାଇ ଆଉ ଫେରିଲେନି , ଚାଲିଗଲା ଜୀବନ

ପାଟଣା, ୩।୮ (ବୀର କିଶୋର ଦାଶ): ହାତୀ ଘଉଡ଼ାଇବାକୁ ଯାଇ ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। କେନ୍ଦୁଝର ଜିଲା ପାଟଣା ରେଞ୍ଜ ଖିରେଇଟାଙ୍ଗିରୀ ସେକ୍ସନ ଅନ୍ତର୍ଗତ ଦୁଧିଆଚୁଆ ନିକଟରେ ଶନିବାର ବିଳମ୍ବିତ ରାତିରେ ଏହି ଅଘଟଣ ଘଟିଛି। ମୃତକ ହେଲେ କେନ୍ଦୁଝର ସଦର ରେଞ୍ଜ ଅନ୍ତର୍ଗତ କେରି ଗ୍ରାମ ବଡ଼ପଶି ସାହିର ନବଘନ ନାଏକ।

ସୂଚନା ଅନୁଯାୟୀ, ଶନିବାର ବିଳମ୍ବିତ ରାତିରେ ପ୍ରାୟ ୨୦ଟି ହାତୀ ଥିବା ଏକ ହାତୀପଲକୁ ଘଉଡ଼ାଇବା ପାଇଁ ନବଘନ ଅନ୍ୟମାନଙ୍କ ସହ ଯାଇଥିଲେ। ଏହି ସମୟରେ ହଠାତ୍ ଏକ ହାତୀ ତାଙ୍କ ଉପରେ ଆକ୍ରମଣ କରିଥିଲା। ଫଳରେ ନବଘନ ଗୁରୁତର ହୋଇଥିଲେ।

ଖବର ପାଇ ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନବଘନଙ୍କୁ ଉଦ୍ଧାର କରି କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ତେବେ ସେଠାରେ ଡାକ୍ତର ପରୀକ୍ଷା-ନିରୀକ୍ଷା କରିବା ପରେ ନବଘନଙ୍କୁ ମୃତ ଘୋଷଣା କରିଥିଲେ।

ଘଟଣାକୁ ନେଇ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଥିବା ବେଳେ ହାତୀପଲକୁ ଘଉଡ଼ାଇବା ଓ ମଣିଷ-ହାତୀ ସଂଘର୍ଷ ରୋକିବା ନେଇ ବନ ବିଭାଗ ପକ୍ଷରୁ ପଦକ୍ଷେପ ଜାରି ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଫେଲ୍‌ ମାରିବ ଟେକ୍ନୋଲୋଜି, ୮୦ ବୟସରେ ଥକି ପଡ଼ିନାହାନ୍ତି ତ୍ରିନାଥ, ୩ ଦିନରେ ତିଆରି କରୁଛନ୍ତି…

ଜଗନ୍ନାଥପ୍ରସାଦ,୫ା୧୧(ବିଭୁ ପ୍ରସାଦ ପଟ୍ଟନାୟକ): ଆଜିର ବୈଷୟିକ ଜ୍ଞାନକୌଶଳ(ଟେକ୍ନୋଲୋଜି) ଯୁଗରେ ଯେଉଁଠି ପାରମ୍ପରିକ ହସ୍ତଶିଳ୍ପ ହଜିଯିବାକୁ ବସିଲାଣି, ସେଭଳି ସମୟରେ ଜଣେ ୮୦ ବର୍ଷର ବୃଦ୍ଧ ନିଜର କୌଳିକ…

ବଲାଙ୍ଗୀରରେ ଗଡ଼ିଲା ସୋଲାର ରଥ, ଓଡ଼ିଶାର ତୃତୀୟ ସ୍ଥାନରେ…

ବଲାଙ୍ଗୀର,୫ା୧୧(ସୁନିଲ କୁମାର ମହାନ୍ତି): ମୁକ୍ତ ବିଜୁଳି ଯୋଜନା ସମ୍ପର୍କରେ ଲୋକଙ୍କୁ ଅଧିକ ସଚେତନ କରିବା ସହ ରୁଫ୍‌ ଟପ୍‌ ସୋଲାର ଗ୍ରହଣ ପାଇଁ ଉତ୍ସାହିତ କରିବା ଲକ୍ଷ୍ୟରେ…

୪ ବର୍ଷ ପରେ ବି ପରମହଂସ ପଞ୍ଚାୟତକୁ ଗଡ଼ିଲାନି ବସ୍‌, ତେଜିଲା ଅସନ୍ତୋଷ

କଟକ ସଦର,୫।୧୧(ସୁଶାନ୍ତ କୁମାର ଜେନା): ୨୦୨୧ – ୨୦୨୨ ଆର୍ଥିକ ବର୍ଷରେ ବ୍ଲକ କାର୍ଯ୍ୟଳୟ ସହିତ ସଂଯୋଗ କରିବା ପାଇଁ ଲକ୍ଷ୍ମୀ ବସ ସେବା ଆରମ୍ଭ କରାଯାଇଥିଲା।…

କେରଳରେ ଓଡ଼ିଆ ଯୁବକଙ୍କ ମୃତ୍ୟୁ, ମୃତଦେହ ଗାଁକୁ ଫେରାଇ ଆଣିବା ପାଇଁ ଡିଏଲ୍‌ଓଙ୍କୁ ଭେଟିଲେ ପରିବାରବର୍ଗ

ଛତ୍ରପୁର,୫ା୧୧(ଦିଲ୍ଲୀପ ସାମଲ): କେରଳରେ ସଡ଼କ ଦୁର୍ଘଟଣାରେ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଝରପୋଖରୀ ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ହେଲେ ଗ୍ରାମର ଜଗବନ୍ଧୁ ଦାସଙ୍କ…

ଈଶ୍ୱର ବିନ୍ଧାଣୀଙ୍କ ଘରେ ୧୭ ଘଣ୍ଟା ଧରି ଚଢ଼ାଉ କରୁଥିଲା ଇଡି, ଆସିଲା ବଡ଼ ଟ୍ବିଷ୍ଟ୍‌; ଘରୁ ମିଳିଲା….

ଉଦଳା,୫।୧୧(ସନ୍ତୋଷ କୁାର ବାଛିନି): ବେଆଇନ ଆର୍ଥିକ କାରବାର ଓ ୧୨୨ କୋଟି ଟଙ୍କାର ଠକେଇ ଅଭିଯୋଗରେ ଜଣେ ବ୍ୟକ୍ତିଙ୍କ ଘରେ ଦୀର୍ଘ ୧୭ ଘଣ୍ଟା ଧରି ଚଢ଼ାଉ…

ବରିଷ୍ଠ ଅଧିକାରୀଙ୍କୁ ବିଧାୟକଙ୍କ ଦୁର୍ବ୍ୟବହାର ପ୍ରତିବାଦରେ ଜିଲାପାଳଙ୍କୁ ଦାବିପତ୍ର, ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରି…

ଛତ୍ରପୁର,୫ା୧୧(ଦିଲ୍ଲୀପ ସାମଲ): ବାତ୍ୟା ‘ଅର୍ଣ୍ଣବ’ ପରବର୍ତ୍ତୀ ବନ୍ୟା ବିପର୍ଯ୍ୟୟ ସମୟରେ ଗଞ୍ଜାମ ଜିଲାବାସୀଙ୍କୁ ବିପଦରୁ ଉଦ୍ଧାର, ଥଇଥାନ ଓ ରିଲିଫ ଯୋଗାଣ ପାଇଁ ପ୍ରଶାସନିକ ଅଧିକାରୀ ଓ…

ଯୋଗାଣ ବିଭାଗର ଚଢ଼ାଉ: ଯାତ୍ରୀବାହୀ ବସ୍‌ରୁ ଜବତ ହେଲା ଗ୍ୟାସ ଭର୍ତ୍ତି ସିଲିଣ୍ଡର

ବସ୍ତା,୫ା୧୧(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଗାନ୍ଧୀ ଛକଠାରେ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଯୋଗାଣ ବିଭାଗ ପକ୍ଷରୁ ଅତର୍କିତ ଚଢାଉ କରାଯାଇଛି। ଏହି ଚଢ଼ାଉରେ ବାଲିଆପାଳରୁ…

ଆଇଏଏସ୍‌ ସ୍ତରରେ ବଡ଼ଧରଣର ଅଦଳବଦଳ କଲେ ସରକାର, ଜାଣନ୍ତୁ କାହାକୁ ମିଳିଲା କେଉଁ ବିଭାଗର ଦାୟିତ୍ୱ

ଭୁବନେଶ୍ୱର,୫ା୧୧: ରାଜ୍ୟରେ ପ୍ରଶାସନିକ ବ୍ୟବସ୍ଥାକୁ ଅଧିକ ଗତିଶୀଳ ଏବଂ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଗୁରୁବାର ଏକ ବଡ଼ଧରଣର ଆଇଏଏସ୍ ସ୍ତରୀୟ ଅଦଳବଦଳ କରିଛନ୍ତି। ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?