ରାସ୍ତାରେ ଦଳିଦେଲା ହାତୀ

ବାରିପଦା ଅଫିସ,୩୦ା୪: ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଅଧୀନ ଛଚିନାପଦାରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଖବର ପାଇ ବନ କର୍ମଚାରୀ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି। ମୃତକ ହେଲେ ନୂଆଗାଁ ଗ୍ରାମର ସିଂଗରାୟ ମାଝୀ(୪୫)।
ମିଳିଥିବା ସୂଚନା ମୁତାବକ, ଦୁଇଦିନ ହେଲା ଝାଡ଼ଖଣ୍ଡରୁ ଆସିଥିବା ୭୧ ଟିକିଆ ହାତୀପଲ ମନତାପାଳ ଶାଳ ଜଙ୍ଗଲରେ ରହିଛନ୍ତି। ଶୁକ୍ରବାର ରାତିରେ ଖାଦ୍ୟ ଅନ୍ବେଷଣରେ ଛଚିନାପଦା ଗ୍ରାମକୁ ୧୧ଟି ହାତୀ ପଶି ଆସିଥିଲେ। ଶନିବାର ସକାଳେ ସିଂଗରାୟ କୌଣସି କାମରେ ବାହାରିଥିବା ବେଳେ ହାତୀ ହାବୁଡରେ ପଡ଼ି ଯାଇଥିଲେ। ହାତୀପଲ ତାଙ୍କୁ ଦଳି ଦେଇଥିଲେ। ଫଳରେ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା । ଏ ନେଇ ଅଞ୍ଚଳବାସୀ ଆତଙ୍କିତ ଅବସ୍ଥାରେ ଥିବା ବେଳେ ତୁରନ୍ତ ହାତୀ ଘଉଡାଇବାକୁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାଟରେ ଶତାଧିକ ଲୋକଙ୍କ ଭିଡ଼

ବନ୍ତଳା, ୨୯ା୩(ଡି.ଏନ.ଏ.)- ଅନୁଗୋଳ ଜିଲାରେ ଲକଡାଉନ ଜାରି ସତ୍ତ୍ୱେ ଏହାକୁ ଲୋକେ ମାନୁ ନ ଥିବା  ଦେଖିବାକୁ ମିଳିଛି । ରବିବାର ଅନୁଗୋଳ ଛକଠାରେ ସାପ୍ତାହିକ...

ଟୋଲଗେଟ୍‌ ପାଇଁ ଖୋଳା ଯାଇଥିବା ଗାତ ନେଲା ଜୀବନ

ଭଞ୍ଜନଗର,୨୭।୧୨(ଡି.ଏନ.ଏ): ଭଞ୍ଜନଗର-ଫୁଲବାଣୀ ଜାତୀୟ ରାଜପଥର ଖାରିଗୁଡ଼ା ନିକଟରେ ନିର୍ମାଣଧୀନ ଟୋଲ ଗେଟ୍‌ ଗାତରେ ପଡ଼ି ସୋମବାର ଜଣେ ବାଇକ୍‌ ଚାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ...

ଘରେ ରହି ଅନ୍‌ଲାଇନ୍‌ରେ ପଢ଼ାଇବେ ଦୃଷ୍ଟିବାଧିତ ଅଧ୍ୟାପକ

ଭୁବନେଶ୍ୱର, ୨୫।୮(ବ୍ୟୁରୋ):  ୟୁଜି ଓ ପିଜି ଛାତ୍ରୀଛାତ୍ରଙ୍କୁ ଶିକ୍ଷାଦାନ ପାଇଁ ନୂଆ ଗାଇଡ୍‌ଲାଇନ୍‌ ଆସିଛି। ମହାମାରୀ କରୋନା କଟକଣା ସମୟରେ ଦୃଷ୍ଟିବାଧିତ ଅଧ୍ୟାପକଙ୍କୁ ଆଉ କଲେଜ...

ବସ୍‌ ଟ୍ରାଜେଡିର ହେବ ସମୀକ୍ଷା, ବସିବ ଉଚ୍ଚସ୍ତରୀୟ ବୈଠକ: ଶକ୍ତିମନ୍ତ୍ରୀ

ଭୁବନେଶ୍ୱର, ୧୦।୨(ବ୍ୟୁରୋ): ଗଞ୍ଜାମ ଜିଲା ବ୍ରହ୍ମପୁରରେ ୧୧ କେଭି ବିଦ୍ୟୁତ ତାର ଲାଗି ୧୦ ଜଣ ବସ୍‌ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବାବେଳେ ୨୨ ଜଣ ଗୁରୁତର...

ଝାରସୁଗୁଡ଼ା ଜିଲା ସ୍ବାସ୍ଥ୍ୟ ସମିତି ବୈଠକ: କରୋନା ମୁକାବିଲା ଲାଗି ଆଲୋଚନା କଲେ ସ୍ବାସ୍ଥ୍ୟ ମନ୍ତ୍ରୀ

ଝାରସୁଗୁଡ଼ା ଅଫିସ,୧୪।୩: ଝାରସୁଗୁଡ଼ା ଜିଲା ସ୍ବାସ୍ଥ୍ୟ ସମିତି ବୈଠକ ସ୍ଥାନୀୟ ସର୍କିଟ ହାଉସଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ...

ହସ୍ତକ୍ଷେପ କଲେ ମୁଖ୍ୟମନ୍ତ୍ରୀ, ଆତ୍ମାହୁତି ଆନ୍ଦୋଳନ ପ୍ରତ୍ୟାହୃତ କଲେ ସୁର

ଭୁବନେଶ୍ୱର,୧୦।୧(ବ୍ୟୁରୋ): ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ ବିଭିନ୍ନ ଦାବି ପୂରଣ ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଦାବି ପୂରଣ ନ...

CORONAVIRUS UPDATE: ଭଦ୍ରକରେ କରୋନା ଆକ୍ରାନ୍ତ ସଂଖ୍ୟା ୧୯

ଭଦ୍ରକ ଅଫିସ,୨୮।୪: ରାଜ୍ୟରେ ମଙ୍ଗଳବାର ୭ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତ। ଏମାନଙ୍କ ମଧ୍ୟରୁ ୩ଜଣ ଭଦ୍ରକ ଜିଲାର ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର...

ରେଳଧାରଣାରୁ ଫୁଟବଲ୍‌ ଖେଳାଳିଙ୍କ ମୃତଦେହ ଉଦ୍ଧାର

କେନ୍ଦୁଝର,୧୫।୧୦(ସ୍ବ.ପ୍ର.): କେନ୍ଦୁଝର ସଦର ଥାନାର ଧାତିକା ଗାଁ ନିକଟ ରେଳଧାରଣାରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣଙ୍କ ହେଲେ ଧାତିକା ଗାଁର ତୁଳସୀ...

Advertisement
Archives

Model This Week