ରାସ୍ତାରେ ଦଳିଦେଲା ହାତୀ

ବାରିପଦା ଅଫିସ,୩୦ା୪: ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଅଧୀନ ଛଚିନାପଦାରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଖବର ପାଇ ବନ କର୍ମଚାରୀ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି। ମୃତକ ହେଲେ ନୂଆଗାଁ ଗ୍ରାମର ସିଂଗରାୟ ମାଝୀ(୪୫)।
ମିଳିଥିବା ସୂଚନା ମୁତାବକ, ଦୁଇଦିନ ହେଲା ଝାଡ଼ଖଣ୍ଡରୁ ଆସିଥିବା ୭୧ ଟିକିଆ ହାତୀପଲ ମନତାପାଳ ଶାଳ ଜଙ୍ଗଲରେ ରହିଛନ୍ତି। ଶୁକ୍ରବାର ରାତିରେ ଖାଦ୍ୟ ଅନ୍ବେଷଣରେ ଛଚିନାପଦା ଗ୍ରାମକୁ ୧୧ଟି ହାତୀ ପଶି ଆସିଥିଲେ। ଶନିବାର ସକାଳେ ସିଂଗରାୟ କୌଣସି କାମରେ ବାହାରିଥିବା ବେଳେ ହାତୀ ହାବୁଡରେ ପଡ଼ି ଯାଇଥିଲେ। ହାତୀପଲ ତାଙ୍କୁ ଦଳି ଦେଇଥିଲେ। ଫଳରେ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା । ଏ ନେଇ ଅଞ୍ଚଳବାସୀ ଆତଙ୍କିତ ଅବସ୍ଥାରେ ଥିବା ବେଳେ ତୁରନ୍ତ ହାତୀ ଘଉଡାଇବାକୁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଦ ଭାଟି ମ୍ୟାନେଜରଙ୍କଠାରୁ ୫ ଲକ୍ଷ ଲୁଟ୍‌ ଘଟଣା : ଡକାୟତି ଗ୍ୟାଙ୍ଗର ୪ ଗିରଫ, ୩ ଫେରାର

ବଅଁରପାଳ, ୭।୭ (ଡି.ଏନ୍‌.ଏ) – ହିନ୍ଦୋଳ ମଦଭାଟି ମ୍ୟାନେଜର ସୌରଭ ଯାଦବଙ୍କଠାରୁ ୫ଲକ୍ଷ ଟଙ୍କା ଲୁଟ୍‌ ଘଟଣାରେ ସମ୍ପୃକ୍ତ ଡକାୟତି ଗ୍ୟାଙ୍ଗର ମାଷ୍ଟର ମାଇଣ୍ଡ୍‌ଙ୍କ ସମେତ...

କୋରାପୁଟ ଜିଲାରେ ୧୫୪୭.୭ ମିମି ବର୍ଷା ରେକର୍ଡ : ବୈପାରୀଗୁଡ଼ା ବ୍ଲକରେ ସର୍ବାଧିକ ୧୭୨ ମିମି

କୋରାପୁଟ,୮।୮(ସ୍ବ.ପ୍ର.): କୋରାପୁଟ ଜିଲାରେ ଗୁରୁବାର ୧୫୪୭.୭ ମିମି ବର୍ଷା ହୋଇଥିବା ଜିଲା ଜରୁରୀ ବିଭାଗ ପକ୍ଷରୁ ଜଣାଯାଇଛି। ସେଥିମଧ୍ୟରୁ ଜିଲାର ବୈପାରୀଗୁଡ଼ା ବ୍ଲକରେ ସର୍ବାଧିକ ୧୭୨...

ଟ୍ରି-ମ୍ୟାନ ପ୍ରଭାସଙ୍କ ଘରେ ଅଷ୍ଟ୍ରେଲୀୟ ଛାତ୍ରୀଛାତ୍ର

କଟକ ଅଫିସ,୧୪ା୧:ପ୍ରେମରେ ବନ୍ଧା ହୋଇଛି ସମଗ୍ର ବିଶ୍ୱ। ଖୁବ୍‌ କମ୍‌ ଲୋକ ଥାଆନ୍ତି, ଯେଉଁମାନେ ପ୍ରକୃତି ପ୍ରେମରେ ବାନ୍ଧି ହୋଇ ରୁହନ୍ତି। ଫୁଲନଖରା ସାଶୋଳ ଗ୍ରାମର...

ଡାକ୍ତରଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

ଅନୁଗୋଳ ଅଫିସ,୨ା୧୨: ଅନୁଗୋଳ ଜିଲା ତାଳଚେର ଥାନା ଅଞ୍ଚଳରେ ନାବାଳିକା ବଳାତ୍କାର ଘଟଣାରେ ଜେଲ୍‌ରେ ଥିବା ଡାକ୍ତର ପ୍ୟାରୀମୋହନ ପ୍ରଧାନ(୭୨)ଙ୍କର ମୃତ୍ୟୁ ହୋଇଛି। ଅନୁଗୋଳ ଜିଲା...

ଡିସେମ୍ବର ୧୬ରୁ ଗଞ୍ଜାମରେ ଧାନକିଣା

ଛତ୍ରପୁର,୨୧ା୧୧(ଡି.ଏନ.ଏ.): ଗଞ୍ଜାମ ଜିଲାରେ ଖରିଫ ଧାନସଂଗ୍ରହ କମିଟି ବୈଠକ ରବିବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଜିଲାପାଳ ଦିବ୍ୟଜ୍ୟୋତି ପରିଡା ଅଧ୍ୟକ୍ଷତା କରି ଆସନ୍ତା ଡିସେମ୍ବର ୧୬ରୁ...

ଟ୍ରକ୍‌କୁ ପଛପଟୁ ପିଟିଲା ବସ୍‌: ଜଣେ ମୃତ, ୫ ଆହତ

ନୟାଗଡ଼ ଅଫିସ,୨୯।୧୧: ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଇଟାମାଟି ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍‌ ରାସ୍ତାକଡରେ...

ଗରିବ, ଅସହାୟଙ୍କୁ ସହାୟତା ପ୍ରଦାନ

ପିପିଲି, ୨୦ା୪(ସ୍ବ.ପ୍ର): କରୋନା ସମୟରେ ପ୍ରଭାବିତ ପିପିଲି ଓ ଡେଲାଙ୍ଗ ଅଞ୍ଚଳର ଗରିବ ଏବଂ ଅସହାୟଙ୍କ ପ୍ରତି ସହାୟତାର ହାତ ବଢାଇଛି ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ।...

ଶୀତ ଗାଏବ: ଉପକୂଳରେ କୁହୁଡି, ୧୩ରେ ହାଲୁକା ବର୍ଷା

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ଡିସେମ୍ବର ମାସ ଅଧା ହେଲାଣି। ମାତ୍ର ଏପର୍ଯ୍ୟନ୍ତ ଶୀତର ଦେଖା ନାହିଁ। ସହରାଞ୍ଚଳରେ ଶୀତ ଗାଏବ ହୋଇଯାଇଥିଲେ ମଧ୍ୟ ବଣପାହାଡ଼ ଘେରା ଜିଲାରେ ବି...

Advertisement
Archives

Model This Week